ସାରା ବିଶ୍ୱରେ ମଧୁମେହ ରୋଗୀଙ୍କ ସଂଖ୍ୟା ଦିନକୁଦିନ ବଢ଼ି ବଢ଼ି ଚାଲିଛି, ଯାହାକି ଏକ ନୀରବ ଓ ଘାତକ ରୋଗ। ଏବେ ଯୁବପିଢ଼ି ମଧ୍ୟ ଏହି ରୋଗରେ…
ଶ୍ରୀନଗର,୧୩।୧୧ : ପଞ୍ଜାବ, ଜମ୍ମୁ-କଶ୍ମୀରର ଭାରତ ଏବଂ ପାକିସ୍ତାନ ସୀମାରେ ୨୦୨୨ ମସିହାରେ ସୀମା ଆରପାର୍ଶ୍ୱରୁ ଡ୍ରୋନ ମାଧ୍ୟମରେ ଡ୍ରଗ୍ସ ଏବଂ ଅସ୍ତ୍ର ଚୋରା ମାମଲା ଦ୍ୱିଗୁଣିତ…
ବୁଗୁଡ଼ା,୧୩ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ବେଲପଡ଼ା ଓ ପିଡିପୁର ଶାସନ ମଝିରେ ଥିବା ଏକ ଧାନ କିଆରୀରେ ବିଦ୍ୟୁତ୍ କରେଣ୍ଟ ଲାଗି ଏକ ହାତୀଛୁଆର…
ଦୁଇ ହଜାର ତିନି ଅକ୍ଟୋବର ମାସର କଥା। ତାରିଖ ଅବଶ୍ୟ ଠିକ୍ସେ ମନେପଡୁନି କିନ୍ତୁ ସେଦିନ ସୋମବାର ଥିବା ଯୋଗୁ ସାଙ୍ଗମାନଙ୍କ ସହ ମୁଁ ଶିବ ମନ୍ଦିରକୁ…
ଚିଲି,୧୩ା୧୧: ଚିଲିର ବାୟୋବିଓ ଅଞ୍ଚଳରେ ଭୂକମ୍ପ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୬.୧ ଥିଲା। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ କେନ୍ଦ୍ର (ଇଏମ୍ଏସ୍ସି) କହିଛି, ଶନିବାର ବିଳମ୍ବିତ ରାତିରେ…
ସେମାନେ ତିନିଜଣ, ତିନି ହେଁ ନାଟ୍ୟ ନିର୍ଦ୍ଦେଶିକା, ଲେଖିକା ଓ ଅଭିନେତ୍ରୀ। ନାଟକର ପ୍ରଚାର ପ୍ରସାର ସହ ମହିଳାମାନଙ୍କୁ ଆଗକୁ ଆଣିବା ପାଇଁ ସେମାନେ ତିନୋଟି ଜାଗାରେ…
କୋରାପୁଟ/ଜୟପୁର/,୧୩।୧୧(ସ୍ବ.ପ୍ର./ନି.ପ୍ର.): କୋରାପୁଟ ଜିଲାର ବୈପାରିଗୁଡ଼ା ଥାନା ଅନ୍ତର୍ଗତ ମାଳିପଦର ଜଙ୍ଗଲରେ ଗୁରୁବାର ରାତିରେ ଏସ୍ଓଜି ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ ମାଓବାଦୀଙ୍କର ମୃତ୍ୟୁ…
ଆଇବ୍ରୋ ବା ଭ୍ରୁଲତାର ମେକ୍ଅପ୍ ଚେହେରାର ଲୁକ୍ ବଦଳାଇ ଦିଏ। ତେଣୁ ଏହାକୁ ନେଇ ହୁଏ ଅନେକ ଏକ୍ସପେରିମେଣ୍ଟ। କିଛି ଆଇବ୍ରୋ ମେକ୍ଅପ୍ ବେଳେବେଳେ ଏତେ ଅଜବ…
ଜୟପୁର, ୧୩।୧୧ (ନି.ପ୍ର.)-ଗଞ୍ଜେଇ ଚୋରାଚାଲାଣରେ ଗିରଫ ଅଭିଯୁକ୍ତଙ୍କ ସମ୍ପତ୍ତି ବାଜ୍ୟାପ୍ତି ନେଇ ନିର୍ଦ୍ଦେଶ ଆସିଥିବା ଏସ୍ଡିପିଓ ଅରୂପ ଅଭିଷେକ ବେହେରା ଶନିବାର କହିଛନ୍ତି ା ଏନେଇ ସେ…
ଔରଙ୍ଗାବାଦ,୧୩।୧୧ : ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ ଇଣ୍ଡିଆ (ଏଏସଆଇ)ର ଅଧିକାରୀ କହିଛନ୍ତି ଯେ ଚଳିତ ବର୍ଷ ଶେଷ ସୁଦ୍ଧା ମହାରାଷ୍ଟ୍ରରଔରଙ୍ଗାବାଦ ସହରରେ ଥିବା ୧୭ ଶତାବ୍ଦୀର ସ୍ମାରକୀ…