ନୂଆଦିଲ୍ଲୀ,୧୧।୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ସମସ୍ତ ଅଭିଯୁକ୍ତଙ୍କୁ ଏବେ ମୁକ୍ତ ହେବେ। ଶୁକ୍ରବାର ସୁପ୍ରିମକୋର୍ଟ ଏକ ଆବେଦନର ଶୁଣାଣି…
ବେଜିଂ,୧୧ ।୧୧: ଗତ ଏପ୍ରିଲ ମାସ ପରେ ଗୁରୁବାର ପୁଣିଥରେ ଚାଇନାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହଠାତ୍ ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟାରେ ୧୦,୨୦୦ରୁ…
ଦାରିଙ୍ଗବାଡ଼ି,୧୧ା୧୧(ଡି.ଏନ୍.ଏ.): ଆସନ୍ତା ବୁଧବାର ପାଳନ ହେବ ପ୍ରଥମାଷ୍ଟମୀ। ଏହି ପର୍ବ ଓଡ଼ିଶାରେ ବଡ଼ ଧୂମଧାମରେ ପାଳନ ହେଉଥିବା ବେଳେ ବିଶେଷକରି ଭୁବନେଶ୍ୱର, କଟକ, ବାଲେଶ୍ୱର ସମେତ ବିଭିନ୍ନ…
ନୂଆଦିଲ୍ଲୀ,୧୧।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନଭେମ୍ବର ୧୪ ରୁ ୧୬ ତିନି ଦିନିଆ ଇଣ୍ଡୋନେସିଆ ବାଲି ଗସ୍ତରେ ଯିବେ। ସେଠାରେ ୧୭ତମ ଜି-୨୦ ଶିଖର ସମ୍ମିଳନୀରେ ଯୋଗ…
ଫେଡେରେଶନ ଇଣ୍ଟରନ୍ୟାଶନାଲ ଡି ଫୁଟ୍ବଲ ଆସୋସିଏଶନ (ଫିଫା)ର ୨୨ତମ ସଂସ୍କରଣ ମଧ୍ୟପ୍ରାଚ୍ୟ ଦେଶ କାତାରରେ ଅନୁଷ୍ଠିତ ହେବ। ନଭେମ୍ବର ୨୦ରୁ ଡିସେମ୍ବର ୧୮ ତାରିଖ ପର୍ଯ୍ୟନ୍ତ ଏହି…
କର୍ଲାମୁଣ୍ଡା,୧୧ା୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଗଜବାହାଲ ପଞ୍ଚାୟତରେ ଖରିଫ ଧାନମଣ୍ଡି ଖୋଲିବା ଦାବିରେ ଶୁକ୍ରବାର ରିଷିଡ଼ା-ମରାମପୁର-ବଲାଙ୍ଗୀର ରାସ୍ତାର ଗଜବାହାଲ ଛକଠାରେ ଚାଷୀମାନେ ରାସ୍ତାରୋକୋ କରିଛନ୍ତି। ଫଳରେ…
ବୈପାରିଗୁଡା,୧୧ା୧୧ (ଡି.ଏନ୍.ଏ. ): ଧାନ ଓ ମକା ଫସଲର ଅମଳ ସମୟ ହେଉଛି ଶୀତ ଦିନ ା ଏହାକୁ ଖାଇବା ଲାଗି ବନ୍ୟଜନ୍ତୁ କ୍ଷେତକୁ ଚାଲି ଆସନ୍ତି।…
ନବରଙ୍ଗପୁର,୧୧।୧୧(ବି.ପ୍ର.):ମକା କିଣି ମହିଳା ଚାଷୀ ହୋଇଛନ୍ତି ସ୍ବାବଲମ୍ବୀ। ଲାଭାଂଶର ୨୫ ପ୍ରତିଶତ ସେମାନଙ୍କ ଭବିଷ୍ୟତକୁ ଆର୍ଥୀକ ସ୍ବଚ୍ଛଳ କରିଛି। ଜିଲାର ମିଶନ ଶକ୍ତି ଓ ଓରମାସ ଏଥିପ୍ରତି…
ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ପଦ୍ମପୁର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ପ୍ରାର୍ଥୀ ହେବେ ବରିଷ୍ଠ ନେତା ପ୍ରଦୀପ ପୁରୋହିତ। ଏନେଇ ବିଧାୟିକା କୁସୁମ ଟେଟେ ସୂଚନା ଦେଇଛନ୍ତି। ଆସନ୍ତା…
ଓ୍ବାଶିଂଟନ,୧୧ା୧୧: ଆମେରିକାରେ ବିମୁଦ୍ରୀକରଣ ହେବାର ସମ୍ଭାବନାକୁ ନେଇ ଲୋକଙ୍କ ଚିନ୍ତା ବୃଦ୍ଧି ପାଇଛି। ଏହି ବିମୁଦ୍ରୀକରଣ ମଧ୍ୟରେ ଆମେରିକାର ସ୍ଥାନୀୟ ଖବରକାଗଜରେ ଏକ ସର୍ଭେ ବାହାରିଛି। ସର୍ଭେ…