ଷଡ଼ଯନ୍ତ୍ର ବିରୋଧରେ ଖୁଲାସା କଲେ ରାମଦେବ

ନୂଆଦିଲ୍ଲୀ,୧୯।୯: ଦେଶର ପ୍ରମୁଖ ସାମାଜିକ ପ୍ରତିଷ୍ଠାନ ପତଞ୍ଜଳିର ସଫଳତାକୁ ସହ୍ୟ ନ କରି ପାରି କିଛି ମିଷ୍ଟଭାଷୀ ଏବଂ କ୍ଷଣ ପ୍ରକୃତିର ସଂସ୍ଥା ଓ ବ୍ୟକ୍ତିବିଶେଷ ପତଞ୍ଜଳି…

ଏଚ୍‌ଏମ୍‌ଏସ୍‌ଆଇ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା ଅଭିଯାନ

ନୂଆଦିଲ୍ଲୀ,୧୯।୯: ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ପକ୍ଷରୁ ପୁନଃ ଆରମ୍ଭ କରାଯାଇଥିବା ସଡ଼କ ସୁରକ୍ଷା ସଚେତନତା ଅଭିଯାନ ନିକଟରେ ଅନୁଗୋଳ ଜିଲାରେ ପହଞ୍ଚତ୍ଛି। ଏହି…

ଅଗ୍ରିମ ଟିକସ ଆଦାୟ ୧୭% ବଢ଼ିଛି

ନୂଆଦିଲ୍ଲୀ,୧୯।୯: ଦେଶର ବିକାଶ ଓ ଅର୍ଥନୈତିକ କାର୍ଯ୍ୟକଳାପ ପାଇଁ ଟିକସ ଆଦାୟ ଏକ ପ୍ରମୁଖ ଅଂଶ ବା ଭୂମିକା ନିର୍ବାହ କରିଥାଏ। ବିଶେଷକରି ରବିବାର କେନ୍ଦ୍ରୀୟ ବୋର୍ଡ…

ଭିଲଓ୍ବାରା କିଙ୍ଗ୍ସ ବିଜୟୀ

ଲକ୍ଷ୍ନୌ, ୧୯।୯: ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟର ରବିବାର ଅନୁଷ୍ଠିତ ଏକ ମ୍ୟାଚ୍‌ରେ ଭିଲ୍‌ଓ୍ବାରା କିଙ୍ଗ୍ସ ୩ ଉଇକେଟରେ ମନିପାଲ ଟାଇଗର୍ସକୁ ପରାସ୍ତ କରିଛି। ଟାଇଗର୍ସ ଦଳ ୨୦…

ଏସ୍‌ଏଚ୍‌ଜିକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୯ା୯(ଡି.ଏନ.ଏ.):ଆଜାଦୀ କି ଅମୃତ ମହୋତ୍ସବ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ପାଇଁ ଆହ୍ବାନ ଦେଇଥିଲେ। ସ୍ବାଧୀନତା ଦିବସରେ ପ୍ରତ୍ୟେକ ବ୍ୟକ୍ତି…

‘ରାଜ୍ୟରେ ଦଳିତ ବର୍ଗ ନ୍ୟାୟରୁ ବଞ୍ଚିତ’

ଅନୁଗୋଳ ଅଫିସ, ୧୯।୯:ରାଜ୍ୟରେ ଅନୁସୂଚିତ ବର୍ଗ ନ୍ୟାୟ ପାଇବାରୁ ବଞ୍ଚତ୍ତ ହୋଇ ରହିଛନ୍ତି। ସେମାନଙ୍କ ବିକାଶ ଲାଗି ଆସୁଥିବା କେନ୍ଦ୍ରୀୟ ଅନୁଦାନ ହଡ଼ପ କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

ଦଣ୍ଡପତି, ଲକ୍ଷ୍ମୀପ୍ରିୟାଙ୍କୁ ରୌପ୍ୟ

ଭୁବନେଶ୍ୱର, ୧୯।୯ (କ୍ରୀଡ଼ା ପ୍ରତିନିଧି): ଭୋପାଳର ତାନ୍ତିଆ ଟୋପେ ଷ୍ଟାଡିୟମରେ ଚାଲିଥିବା ୧୭ତମ ଜାତୀୟ ୟୁଥ୍‌ (୧୮ ବର୍ଷରୁ କମ୍‌) ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ରବିବାର ଓଡ଼ିଶାର ଦଣ୍ଡପତି…

ସଭାପତି ପଦ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଦିଲୀପ

ଭୁବନେଶ୍ୱର, ୧୯।୯ (କ୍ରୀଡ଼ା ପ୍ରତିନିଧି): ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ତଥା ଅଲିମ୍ପିଆନ ଦିଲୀପ ତିର୍କୀ ନିଜ କ୍ୟାରିୟରରେ ନୂଆ ଫର୍ଦ୍ଦ ଯୋଡ଼ିବା ଦିଗରେ ଏକପାଦ…

ବିଦ୍ୟାଳୟ ପାଚେରି ଭୁଶୁଡ଼ିଲା

ବାହାନଗା,୧୯ା୯(ଡି.ଏନ.ଏ.):ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ଗ୍ରାମର ଥିବା ୫-ଟି ଉଚ୍ଚ ବିଦ୍ୟାଳୟର ପାଚେରି ଭୁଶୁଡ଼ି ପଡ଼ିଛି। ଠିକାଦାରଙ୍କ ଖାମଖିଆଲି ମନୋଭାବରୁ ୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା…

ଦିଲେଶ୍ୱରଙ୍କୁ ସ୍ବର୍ଣ୍ଣ, ଅମରେନ୍ଦ୍ର ରୌପ୍ୟ, ନୁରୁଲ ବ୍ରୋଞ୍ଜ

ଭୁବନେଶ୍ୱର, ୧୯।୯ (କ୍ରୀଡ଼ା ପ୍ରତିନିଧି): ଉଗାଣ୍ଡାର କାମ୍ପାଲାଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶାର ୩ ଜଣ ଯାକ ପ୍ରତିଯୋଗୀ…