ନୂଆଦିଲ୍ଲୀ,୧୦।୧୧ : ଦିଲ୍ଲୀରେ ଉପରାଜ୍ୟପାଳ ଭି.କେ ସାକ୍ସେନା ଏବଂ ଆମ ଆଦମୀ ପାର୍ଟି (ଏଏପି) ସରକାର ମଧ୍ୟରେ ବିବାଦ ଥମିବାର ନା ଧରୁନି। ମୁଖ୍ୟନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ…
ଯାଜପୁର ଅଫିସ,୧୦ା୧୧: ଦୁର୍ବଳ ପ୍ରଶାସନିକ ନିୟନ୍ତ୍ରଣ କାରଣରୁ ଯାଜପୁର ଜିଲାରେ ମଧୁବାବୁ ପେନସନ ଯୋଜନା, ବିଧବାଭତ୍ତା ଓ ଭିନ୍ନକ୍ଷମ ଭତ୍ତା ଯୋଜନାରେ ବ୍ୟାପକ ହେରାଫେରି ହେଉଛି। ୬୦…
ପାଟନା,୧୦।୧୧: ବିହାରର ନୱାଡା ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଋଣ ବୋଝ ଯୋଗୁ ଗୋଟିଏ ପରିବାର ୬ ସଦସ୍ୟ ବିଷ ଖାଇ ଆତ୍ମହତ୍ୟା କରିଛନ୍ତି। ଏଥିମଧ୍ୟରୁ…
ବରଗଡ଼ ଅଫିସ,୧୦ା୧୧: ବରଗଡ଼ ଜିଲା ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ଡିସେମ୍ବର…
ଭୁବନେଶ୍ବର, ୧୦ା୧୧(ବ୍ୟୁରୋ):ଧାମନଗର ଉପନିର୍ବାଚନରେ ବିଜୟ ହାସଲକରି ଚର୍ଚ୍ଚାରେ ଥିବା ସୂର୍ଯ୍ୟବଂଶୀ ସୂରଜଙ୍କୁ ପଦ୍ମପୁର ପ୍ରଚାରରେ ଭାଜପା ଓହ୍ଲାଇବ। ପଦ୍ମପୁର ଉପନିର୍ବାଚନରେ ସୂର୍ଯ୍ୟବଂଶୀ ଦଳ ପାଇଁ ପ୍ରଚାର କରିବେ…
ମସ୍କୋ,୧୦।୧୧ : ଆସନ୍ତା ସପ୍ତାହରେ ଇଣ୍ଡୋନେସିଆର ବାଲିରେ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଯୋଗଦେବେ ନାହିଁ। ରାଷ୍ଟ୍ରପତି ପୁଟିନଙ୍କ ବଦଳରେ…
ଭୁବନେଶ୍ୱର,୧୦ା୧୧(ବ୍ୟୁରେ): ରାଜ୍ୟରେ ହାଲୁକା ଶୀତ ଜାରି ରହିଛି। ତେବେ ଆସନ୍ତା ୧୨ ତାରିଖ ପରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…
ଭୁବନେଶ୍ୱର,୧୦।୧୧ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ ମା’ବାପା ନିଜ ଶିଶୁଙ୍କୁ ବିକ୍ରି କରିବା ଭଳି ସ୍ପର୍ଶକାତର ଘଟଣା ବାରମ୍ବାର ଘଟୁଛି। ମଙ୍ଗଳବାର ବଡ଼ଗଡ଼ ଥାନାଞ୍ଚଳରୁ ୩ବର୍ଷର ଜଣେ ଶିଶୁକନ୍ୟାଙ୍କୁ ଚାଇଲ୍ଡଲାଇନ୍ ଉଦ୍ଧାର…
ଯାଜପୁର ଅଫିସ,୧୦ା୧୧: ରାଜ୍ୟ ସରକାରଙ୍କ ସୁପାରିସକ୍ରମେ କେନ୍ଦ୍ର ସରକାରଙ୍କ ଶିଳ୍ପ ଓ ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ୨୦୧୯ରେ କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଜାତୀୟ ଉପତ୍ାଦନ ବିନିଯୋଗ କ୍ଷେତ୍ର (ନ୍ୟାଶନାଲ…
ପାଟଣା,୧୦ା୧୧(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ରେଞ୍ଜ୍ରେ ବୁଲୁଥିବା ୨୪ ଟିକିଆ ଝାଡ଼ଖଣ୍ଡୀ ହାତୀପଲ ଜନବସତିମୁହଁା ହୋଇଛନ୍ତି। ଗତ ମଙ୍ଗଳବାର ଅପରାହ୍ନରେ ହାତୀ ମାତାଲ ହୋଇ କାଜୁ ଜଙ୍ଗଲରେ ପଡ଼ିଥିବା…