ବାଲିଯାତ୍ରା ପରିସରରେ ରୁଚି ମଣ୍ଡପ

କଟକ,୯।୧୧: ରାଜ୍ୟର ପ୍ରମୁଖ ଖାଦ୍ୟ ପ୍ରକ୍ରିୟାକରଣ ସଂସ୍ଥା ‘ରୁଚି’ର ସର୍ବବୃହତ୍‌ ଷ୍ଟଲ୍‌ କଟକ ବାଲିଯାତ୍ରା ପଡ଼ିଆରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ କଟକ ଡିସିପି ପିନାକ ମିଶ୍ର…

ହୋଣ୍ଡାର ୨ ନିୟୁତ ଉତ୍ପାଦନ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୯।୧୧: ଦେଶର ପ୍ରମୁଖ ଚାରିଚକିଆ ଯାନ ନିର୍ମାତା ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ (ଏଚ୍‌ସିଆଇଏଲ୍‌) ପକ୍ଷରୁ ନିକଟରେ ଭାରତ ବଜାରର ଏକ ବଡ଼ ସଫଳତା ସମ୍ପର୍କରେ ଘୋଷଣା…

ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ,୯।୧୧: ଦେଶର ୫୦ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଡି.ଓ୍ବାଇ ଚନ୍ଦ୍ରଚୂଡ ବୁଧବାର ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି।…

ହିରୋର ଅଫ୍‌-ରୋଡ୍‌ ରାଇଡିଂ ଉଦ୍‌ଯାପିତ

ନୂଆଦିଲ୍ଲୀ, ୯।୧୧: ହିରୋ ମୋଟୋକର୍ପ ପକ୍ଷରୁ ଅଫ୍‌-ରୋଡ୍‌ ରାଇଡିଂ ଚାମ୍ପିୟନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଦେଶବ୍ୟାପୀ ଦୀର୍ଘ ୪ମାସର ପ୍ରତିଯୋଗିତା ପରେ ଉକ୍ତ ପ୍ରତିଯୋଗିତାର ବିଜେତାଙ୍କ…

ଭୁବନେଶ୍ୱରରେ ଏଭେରେଷ୍ଟ ବିକେସିସି

ଭୁବନେଶ୍ୱର,୯।୧୧: ଓଡ଼ିଶାର ହସ୍ପିଟାଲିଟି ଛାତ୍ରୀଛାତ୍ରୀମାନଙ୍କ ପାଇଁ ପ୍ରଥମ ଥର ଏକ ଜାତୀୟସ୍ତରର କୁକିଂ ପ୍ରତିଯୋଗିତା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହୋଟେଲ ମ୍ୟାନେଜମେଣ୍ଟ କ୍ୟାଟରିଂ ଟେକ୍ନୋଲୋଜି ଏବଂ ଆପ୍ଲାଏଡ୍‌ ନ୍ୟୁଟ୍ରିସନ୍‌…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୯।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୪…

ରାଜ୍ୟରେ ୨୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୨ ଜଣ ଆକ୍ରାନ୍ତ ଅଛନ୍ତି।…

ଜିଏସ୍‌ଟି ବ୍ୟବସ୍ଥାର ପରିବର୍ତ୍ତନ ଆବଶ୍ୟକ

ନୂଆଦିଲ୍ଲୀ,୯।୧୧: ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି)ର ହାର କ୍ରମାଗତ ଭାବେ ହ୍ରାସ ପାଉଥିବା ନେଇ ପ୍ରଧାନମନ୍ତ୍ରୀଙ୍କ ଅର୍ଥନେତିକ ପରାମର୍ଶଦାତା ପରିଷଦର ଅଧ୍ୟକ୍ଷ ବିବେକ ଦେବରାୟ ଚିନ୍ତା…

ବୃଦ୍ଧି ପାଉଛି ବୀମା ଶିଳ୍ପର କାରବାର

ନୂଆଦିଲ୍ଲୀ, ୯।୧୧: ଗତ କିଛି ମାସ ହେବ ବିଭିନ୍ନ କାରଣ ଓ ମାନ୍ଦାବସ୍ଥା ଯୋଗୁ ଭାରତୀୟ ବୀମା ଶିଳ୍ପରେ ବ୍ୟାପକ ଅସ୍ଥିରତା ଦେଖାଦେଇଥିଲା। କାରଣ କୋଭିଡ୍‌ ଯୋଗୁ…

ପିଏମ୍‌ଏଓ୍ବାଇ-ଜି ହିତାଧିକାରୀ ଚୟନରେ ଦୁର୍ନୀତି

ସୋନପୁର,୯।୧୧(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଚରଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗ୍ରାମୀଣ(ପିଏମ୍‌ଏଓ୍ବାଇ-ଜି)ରେ ଦୁର୍ନୀତି ହୋଇଛି। ଫୁଲମୁଠି ଗ୍ରାମରେ ଆବାସ ଯୋଜନାରେ ହିତାଧିକାରୀ ଚୟନରେ ଦୁର୍ନୀତି…