ସହର ମୁଖ୍ୟ ରାସ୍ତାରେ ଅବାଧ ପାର୍କିଂ ଲାଗି ସମସ୍ୟା

ପାରଳାଖେମୁଣ୍ଡି,୯।୧୧(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଥିବା ରାମସାଗର ରାସ୍ତାରେ ଅବାଧ ପାର୍କିଂ ଯୋଗୁ ସମସ୍ୟା ସୃଷ୍ଟି ହୋଇଛି। ଦିନରେ ସହର ମଧ୍ୟକୁ ଭାରିଜାନବାହାନ ପ୍ରବେଶ ପାଇଁ ସମୟ…

ଅତିଥିଙ୍କୁ ମିଳେନି ଆତିଥ୍ୟ

ବଅଁରପାଳ, ୯।୧୧: ଘରକୁ ଅତିଥି ଆସିଲେ ଅତ୍ୟନ୍ତ ଆନନ୍ଦର ସହ ଆତିଥ୍ୟ ପ୍ରଦାନ କରାଯାଏ। ଏହା ଆମ ପରମ୍ପରା ଓ ଚଳଣି। ହେଲେ ଅନୁଗୋଳ ଜିଲା ବଅଁରପାଳ…

‘ଭ୍ରଷ୍ଟାଚାର ବିରୋଧରେ ଲୋକଙ୍କୁ ସଚେତନ କରାଇବା ଲକ୍ଷ୍ୟ’

ଭଦ୍ରକ ଅଫିସ,୯।୧୧: ଭଦ୍ରକରେ ମଙ୍ଗଳବାର କଂଗ୍ରେସ ପକ୍ଷରୁ ଭାରତ ଯୋଡ଼ୋ ଯାତ୍ରା କରାଯାଇଛି। ଜିଲା ସଭାପତି ସୁବ୍ରତ ଦାସ ଏହାର ନେତୃତ୍ୱ ନେଇଥିଲେ। ପିସିସି ସଭାପତି ଶରତ…

କିଡିଗାଁରେ ବଣୁଆ ହାତୀ ଆତଙ୍କ, ଧାନ ଫସଲ ନଷ୍ଟ

ପାରଳାଖେମୁଣ୍ଡି,୮ା୧୧(ଡି.ଏନ୍‌.ଏ.): ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ କିଡିଗାଁ ଗ୍ରାମରେ ବଣୁଆ ହାତୀର ଉପଦ୍ରବ। ଗାଁ ନିକଟରେ ଥିବା ପାହାଡ଼ରେ ଦୁଇଟି ହାତୀ ରହିଛନ୍ତି। ଦୁଇଟି ବଣୁଆ…

‘ଉତ୍ସାହ ବଢ଼ାଇଛି ଜାତୀୟସ୍ତରର ଟୁର୍ନାମେଣ୍ଟ’

ତାଳଚେର/ଅନୁଗୋଳ ଅଫିସ, ୯।୧୧: ଢେଙ୍କାନାଳ ଷ୍ଟାଡିୟମରେ ଗତ ୩ ତାରିଖରେ ଉଦ୍‌ଘାଟିତ ହୋଇଥିବା ବାଜି ରାଉତ କପ୍‌ ଜାତୀୟ ଫୁଟ୍‌ବଲ ଟୁର୍ନାମେଣ୍ଟ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ପ୍ରତିଯୋଗିତାର…

ଡ୍ରାଇଭର ସଂଘର ଦାବିପତ୍ର

ପୋଲସରା/ଗଞ୍ଜାମ/ସୋରଡ଼ା/ରମ୍ଭା,୯।୧୧(ଡି.ଏନ.ଏ.):ପୋଲସରା ଡ୍ରାଇଭର ସଂଘ ପକ୍ଷରୁ ସରକାରଙ୍କ ଉଦ୍ଦେଶ୍ୟରେ ୯ ଦଫା ଦାବି ସମ୍ବଳିତ ପତ୍ର ପ୍ରଦାନ କରାଯାଇଛି। ରାଜ୍ୟର ୩୦ ଜିଲାରେ କାର୍ଯ୍ୟରତ ଥିବା ସମସ୍ତ ଡ୍ରାଇଭର…

ମନ୍ଥର ଗତିରେ ପାନୀୟ ଜଳ ପ୍ରକଳ୍ପ କାମ

ଭଞ୍ଜନଗର,୯।୧୧(ଡି.ଏନ.ଏ): ଭଞ୍ଜନଗର ବିଜୁ ପଟ୍ଟନାୟକ ପାର୍କ ରାସ୍ତାରେ ୨ କୋଟି ୩୮ଲକ୍ଷ ଟଙ୍କା ବ୍ୟୟରେ ୪୦ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ଏକ ଜଳ ବିଶୋଧନାଗାର ନିର୍ମାଣ…

‘କ୍ଷତିଗ୍ରସ୍ତ ଧାନଚାଷ ଦେଖିଲେ, ଚାଷୀଙ୍କୁ ସଚେତନ କଲେ’

ଜଳେଶ୍ୱର, ୯।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱରର ବିଭିନ୍ନ ଅଞ୍ଚଳରେ ଚକଡାପୋକ ବ୍ୟାପିବାରେ ଲାଗିଛି ା ଏ ସମ୍ପର୍କରେ ଧରିତ୍ରୀରେ ପ୍ରକାଶ ପାଇବା ପରେ ମଙ୍ଗଳବାର ଜିଲା କେଭିକେ (କୃଷି…

୧୫ କି.ମି. ଦୂରରେ ନୂତନ ଆର୍‌ଆଇ ଅଫିସ

ଖଇରା, ୯।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନରେ କିଛିମାସ ତଳେ ୩ଟି ନୂତନ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ପ୍ରତିଷ୍ଠା କରାଯାଇଛି। ହେଲେ କିଛି ଗ୍ରାମବାସୀ ଯାତାୟାତ…

ଜୀବନ ବଞ୍ଚାଇଛି ଝରଣା ପାଣି

ବାରିପଦା ଅଫିସ,୯।୧୧:  ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ଭାଲକି ପଞ୍ଚାୟତର ଆମ୍ବଡାଳୀ ମହାଲୀ ସାହି ଓ ନୂଆସାହି ଗ୍ରାମବାସୀ ଜଳ କଷ୍ଟ ଭୋଗୁଛନ୍ତି ା ଦୀର୍ଘ ଦୁଇ…