‘ଆମେ ଆପଣଙ୍କ ଜନ୍ମଦିନକୁ ମନେ ରଖିଛୁ’ ମୋଦିଙ୍କ ସହ ସାକ୍ଷାତ୍ ସମୟରେ କହିଲେ ପୁଟିନ

ନୂଆଦିଲ୍ଲୀ/ସମରକନ୍ଦ,୧୭ ।୯: ଉଜବେକିସ୍ତାନର ସମରକନ୍ଦରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କର ସାକ୍ଷାତ ହୋଇଥିଲା । ଏହି ସମୟରେ ପୁଟିନ କହିଥିଲେ…

ମା’ ପୁଅ ସମେତ ୧୫ ଗିରଫ

ଭୁବନେଶ୍ୱର ୧୭।୯ (ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବ୍ରାଉନସୁଗାର, ଗଞ୍ଜେଇ ଆଦି ନିଶା କାରବାର ବଢି ଚାଲିଛି। ନିଶା କବଳରେ ପଡି ସହରର ଯୁବପିଢି ବିଭିନ୍ନ ଆପରାଧିକ…

୬୩ ବର୍ଷର ସରକାରୀ ବିଦ୍ୟାଳୟ ଅବହେଳିତ

ନିମାପଡ଼ା,୧୭।୯(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ଭୋଗଶାଳଦା ପଞ୍ଚାୟତର ବଡ଼ରିକିଲୋ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିର୍ମାଣକୁ ୬୩ ବର୍ଷ ପୂରିଲାଣି। ହେଲେ ଏହା ବିକାଶ…

ଗହମ ଯୋଗାଣ ବନ୍ଦ, ଉପଭୋକ୍ତା ହଇରାଣ

ପୁରୀ ଅଫିସ, ୧୭ା୯: ଉପଭୋକ୍ତାଙ୍କ ସମସ୍ୟା ନେଇ ଭାରତୀୟ କମ୍ପ୍ୟୁନିଷ୍ଟ ପାର୍ଟି (ମାକର୍‌ସବାଦୀ) (ସିପିଆଇଏମ୍‌) ପୁରୀ ଜିଲା କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ…

ସାକ୍ଷୀଗୋପାଳ ଡାକ୍ତରଖାନା ଛାତରୁ ଖସୁଛି କଂକ୍ରିଟ

ସାକ୍ଷୀଗୋପାଳ, ୧୭।୯(ସ୍ବ.ପ୍ର./ଡି.ଏନ୍‌.ଏ.): ସତ୍ୟବାଦୀ ବ୍ଲକରେ ଥିବା ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢ଼ଲକ୍ଷ ଲୋକ ନିର୍ଭର କରିଥାନ୍ତି। ଜାତୀୟ ରାଜପଥ ପାର୍ଶ୍ୱରେ ସ୍ବାସ୍ଥ୍ୟକେନ୍ଦ୍ରଟି…

୨ ବର୍ଷ ପରେ ମା’ଙ୍କ ଦର୍ଶନ କରିବେ ଭକ୍ତ

ଜୁନାଗଡ,୧୭।୯(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡର ଅଧିଷ୍ଟାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଆଜି (ଶନିବାର) ପାଳନ ହେବ। କୋଭିଡ୍‌ କଟକଣା ଯୋଗୁ ଗତ ୨ ବର୍ଷ…

୭୨ ବର୍ଷରେ ପଦର୍ପଣ କଲେ ମୋଦି

ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୨ ବର୍ଷରେ ପଦାର୍ପଣ କରିଛନ୍ତି । ଏହି ଜନ୍ମଦିନ ଅବସରରେ ମୋଦି ୪ଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ।…

ପୋଖରୀରୁ ମିଳିଲା ୩ ଅପରିପକ୍ୱ ଶିଶୁଙ୍କ ମୃତଦେହ

ଢେଙ୍କାନାଳ ଅଫିସ, ୧୭ା୯: ଢେଙ୍କାନାଳ ସଦର ଥାନା ଅଧୀନ ଇନ୍ଦିପୁରସ୍ଥିତ ନଟାପୋଖରୀରୁ ଶୁକ୍ରବାର ୩ ଅପରିପକ୍ୱ ନବଜାତକଙ୍କ ମୃତଦେହ ଠାବ କରାଯାଇଛି। କୌଣସି ଘରୋଇ କ୍ଲିନିକ୍‌ରେ ଗର୍ଭପାତ…

ରାଷ୍ଟ୍ରପତିଙ୍କୁ ଭେଟିଲେ କେନ୍ଦୁଝରଗଡ଼ ପୌରାଧ୍ୟକ୍ଷା

କେନ୍ଦୁଝର, ୧୭ା୯(ସ୍ବ.ପ୍ର.): ରାଷ୍ଟ୍ରପତି ଭବନରୁ ଡକରା ପାଇ ନୂଆଦିଲ୍ଲୀ ଯାଇଥିବା କେନ୍ଦୁଝରଗଡ଼ ପୌରାଧ୍ୟକ୍ଷା ନିକୁ ସାହୁ ଶୁକ୍ରବାର ସାରେ ରାଇସିନା ହିଲ୍‌ରେ ପହଞ୍ଚତ୍ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ…

ଟ୍ରେନ୍‌ ଝରକାରେ ଓହଳି ୧୦ କି.ମି. ଗଲେ

ପାଟନା, ୧୭ା୯: ଅନେକ ସମୟରେ ଟ୍ରେନ୍‌ ଯାତ୍ରୀଙ୍କଠାରୁ ଜିନିଷ ଲୁଟ ହେଉଥିବା ଖବର ଆମେ ଖବରକାଗଜ ବା ନ୍ୟୁଜ୍‌ରେ ଦେଖିଛେ। ବିହାରରେ ଜଣେ ଚୋରଙ୍କୁ ତାଙ୍କ ଆପରାଧିକ…