ଗାଁକୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ

କୋକସରା,୫।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୂଷାପାଳି ପଞ୍ଚାୟତ ବଗଡିଆପଡ଼ାର ଜୟଲାଲ ରାଉତଙ୍କ ପୁଅ ଚନ୍ଦ୍ରମଣି ରାଉତ(୨୭) ଗତ ସପ୍ତାହରେ ଆନ୍ଧ୍ରପ୍ରଦେଶ ନିଜାମାବାଦକୁ ଦାଦନ ଖଟିବାକୁ ଯାଇଥିଲେ।…

ଆସୁଛି ବାଲିଯାତ୍ରା: ଚଳଚଞ୍ଚଳ କଟକ

କଟକ ଅଫିସ,୫।୧୧: ପାଖେଇ ଆସୁଛି ବାଲିଯାତ୍ରା। ଚଳଚଞ୍ଚଳ ହେଲାଣି କଟକ। ବାଲିଯାତ୍ରା ପଡ଼ିଆରେ ଗୋଟିଏ ପରେ ଗୋଟିଏ ଷ୍ଟଲ ଖୋଲା ଯାଉଛି। ଷ୍ଟଲ ନିର୍ମାଣରେ ଦିନରାତି ଲଗେଇ…

ଇଂଲଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୧୪୨ ରନ୍‌…

ସିଡନୀ,୫।୧୧ : ଶନିବାର ଦିନ ସିଡନୀରେ ଇଂଲଣ୍ଡ ଏବଂ ଶ୍ରୀଲଙ୍କା ମଧ୍ୟରେ ଟି-୨୦ବିଶ୍ୱକପର ୩୯ ତମ ମ୍ୟାଚ ଖେଳାଯାଉଛି। ଶ୍ରୀଲଙ୍କା ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି…

ଦେଶ ପ୍ରତିରକ୍ଷା ନାମରେ କଂଗ୍ରେସ କରିଛି ଦୁର୍ନୀତି: ପ୍ରଧାନମନ୍ତ୍ରୀ…

ଶିମଲା,୫।୧୧: ହିମାଚଳ ପ୍ରଦେଶର ସୁନ୍ଦରନଗର ଜବାହର ପାର୍କରେ ବିଜୟ ସଙ୍କଳ୍ପ ରାଲିରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ମିଥ୍ୟା…

୧୨ଦଫା ଦାବିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ରେଢାଖୋଲ,୫।୧୧(ଡି.ଏନ୍‌.ଏ): ୧୨ ଦଫା ଦାବିରେ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ରେଢାଖୋଲ ଶାଖା ପକ୍ଷରୁ ଶନିବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

୧୬ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୫।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୬…

ସୋରଡ଼ା ଏସ୍‌ବିଆଇ ଶାଖାରେ ପହଞ୍ଚିଲା ୨୦ ଟଙ୍କିଆ କଏନ

ସୋରଡା,୫।୧୧: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଜାଦୀ କା ଅମୃତ ମହୋତ୍ସବର ୭୫ ବର୍ଷ ଉପଲକ୍ଷେ ନୂତନ ୨୦ ଟଙ୍କିଆ କଏନ ପ୍ରଚଳନ ହେବା ପରେ ଶନିବାର ପ୍ରଥମେ…

ମୁଖ୍ୟ ସ୍ରୋତକୁ ଫେରିଲେ ୪୦୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ: ପୋଡ଼ିଲେ ଡ୍ରେସ୍‌

ଚିତ୍ରକୋଣ୍ଡା,୫।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ ଲାଉଗୁଡ଼ାଠାରେ ୪୦୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ ଶନିବାର ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି। ଏପରି…

ରାତି ପାହିଲେ ଆସିବ ନିର୍ବାଚନ ଫଳ: କିଏ ମାରିବ ବାଜି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାତି ପାହିଲେ ଆସିବ ନିର୍ବାଚନ ଫଳାଫଳ। କିଏ ମାରିବ ବାଜି! ଏ ନେଇ ସବୁଠି ଚର୍ଚ୍ଚା। ଓଡ଼ିଶାବାସୀଙ୍କ ନଜରରେ ରହିଛି ଧାମନଗର ନିର୍ବାଚନ ଫଳାଫଳ। କାହା…

ବାଘଛାଲ ଜବତ: ଜଣେ ଗିଣଫ

  ଭୁବନେଶ୍ୱର,୫।୧୧(ବ୍ୟୁରୋ): ଏସ୍‌ଟିଏଫ୍‌ ପଞ୍ଝାରେ ବାଘଛାଲ ବେପାରୀ ଧରାପଡ଼ିଛନ୍ତି। ଏହା ସହ ଜଣଙ୍କୁ ଗିରଫ କରାଯାଇଛି। ତାଙ୍କ ନାଁ ଭାଗବତ ବୋଲି ଜଣାପଡ଼ିଛି। ତାଙ୍କ ନିକଟରୁ ଦୁଇଟି…