ୟୁପିରେ ହାଇଆଲର୍ଟ

ଲକ୍ଷ୍ନୌ,୧୨।୯: ଜ୍ଞାନବାପି ମସ୍‌ଜିଦ ମାମଲାରେ ବାରାଣସୀ ଜିଲା କୋର୍ଟ ସୋମବାର ଅଞ୍ଜୁମନ ଇଣ୍ଟେଜେମିଆ ମସ୍‌ଜିଦ କମିଟିର ଆବେଦନକୁ ଖାରଜ କରିଦେବା ପରେ ଉତ୍ତରପ୍ରଦେଶରେ ହାଇଆଲର୍ଟ ଜାରି କରାଯାଇଛି।…

ହଷ୍ଟେଲରେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ବଡ଼ସାହି,୧୨ା୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ବିରେଶ୍ୱରପୁର ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ହଷ୍ଟେଲରେ ରହି ପାଠ…

ବାଲିଗରିରେ ଭାଗବତଙ୍କ ଜନ୍ମଉତ୍ସବ

ଚଣ୍ଡିଖୋଲ,୧୨ା୯(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ବାଲିଗରି ଗ୍ରାମସ୍ଥିତ କୋଠଘର (ଗଣେଶ ଘରେ) ଶନିବାର ଅତିବଡି ଜଗନ୍ନାଥ ଦାସଙ୍କ ଭାଗବତ ଜନ୍ମ ଉତ୍ସବ ପାଳନ…

ପୁଷ୍ପା: ଦ’ ରାଇଜ୍‌କୁ ଶ୍ରେଷ୍ଠ ଫିଲ୍ମ: ଅଲ୍ଲୁ ଅର୍ଜୁନ ଶ୍ରେଷ୍ଠ ଅଭିନେତା

ବେଙ୍ଗାଲୁରୁ,୧୨।୯: ବେଙ୍ଗାଲୁରୁଠାରେ ଶନିବାର ଓ ରବିବାର ଦଶମ ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି(ଏସ୍‌ଆଇଆଇଏମ୍‌ଏ) ଆଓ୍ବାର୍ଡ ଅନୁଷ୍ଠିତ ହୋଇଯାଇଛି। ସାଉଥ୍‌ ଚଳଚ୍ଚିତ୍ର ଜଗତର ବହୁ କଳାକାର, ଫିଲ୍ମ ନିର୍ଦ୍ଦେଶକ…

ଭାଲୁ ଆକ୍ରମଣରେ ଛେଳି ଚରାଳି ଗୁରୁତର

କେନ୍ଦୁଝର,୧୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳରେ ଭାଲୁ ଆକ୍ରମଣରେ ଜଣେ ଛେଳି ଚରାଳି ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଡେମକା ମୁଣ୍ଡା(୪୫)। ସୂଚନାଯୋଗ୍ୟ, ତେଲକୋଇ ରେଞ୍ଜର…

ସୂଚନା ଫଳକରେ ନାମଲେଖା ନେଇ ବିବାଦ: କାର୍ଯ୍ୟାରମ୍ଭରେ ବିଳମ୍ବ

ଔପଦା,୧୨।୯: ବାଲେଶ୍ୱର ଜିଲା ଔପଦା ଡାକ୍ତରଖାନା ପରିସରରୁ ବର୍ଷା ପାଣି ନିଷ୍କାସନ ସମ୍ପର୍କରେ ଗଣମାଧ୍ୟମରେ ବାରମ୍ବାର ଖବର ପ୍ରକାଶ ପରେ ଜିଲା ମିନେରାଲ ଯୋଜନାରୁ ଗତ ଅଗଷ୍ଟ…

୧୮ରୁ ବଢିବ ବର୍ଷା!

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ରୁ…

ପାସେଞ୍ଜର ଟ୍ରେନ୍‌ ଲାଇନ୍‌ଚ୍ୟୁତ ଘଟଣା: ୨ ସସ୍‌ପେଣ୍ଡ

କୋରାପୁଟ,୧୨।୯(ସ୍ବ.ପ୍ର.): ପାସେଞ୍ଜର ଟ୍ରେନ୍‌ ଲାଇନ୍‌ଚ୍ୟୁତ ଘଟଣାରେ ୨ ଜଣଙ୍କୁ ସସ୍‌ପେଣ୍ଡ କରାଯାଇଛି। ସେମାନେ ହେଲେ ସେକ୍ସନ ଇଞ୍ଜିନିୟର ଏବଂ ଗ୍ୟାଙ୍ଗ୍‌ମ୍ୟାନ୍‌। ଏ ନେଇ ଡିଆରଏମ୍‌ ଅନୁପ ଶତପଥୀ…

ରାଜ୍ୟରୁ ସୁସ୍ଥ ହେଲେ ୨୦୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ୧୩,୧୯,୫୮୮ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଏବଂ…

ବୁଡ଼ିଲା ପୋଲ: ଆନ୍ଧ୍ର- ଓଡିଶା ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି,୧୨।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ୪ ଦିନ ଧରି ବର୍ଷା ଲାଗି ରହିଛି। ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲାର ସିଲେରୁ, ସାବେରୀ, ପୋଟେରୁ ଓ କାଙ୍କୁରୁକୋଣ୍ଡା…