ଇଡିରେ ହାଜର ହେଲେନାହିଁ ସୋରେନ, କହିଲେ ଯଦି ମୁଁ ଅପରାଧ କରିଛି ମୋତେ ଗିରଫ କରି ଦେଖାଅ

ରାଞ୍ଚି,୩ ।୧୧: ବେଆଇନ ଖଣି ଖନନ ମାମଲାରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପଚରା ଉଚରା ପାଇଁ ଡାକିଥିଲା । ସେଥିପାଇଁ ଗୁରୁାବର ଇଡି…

ମରାଠି ଡେବ୍ୟୁ: ଶିବାଜୀ ମହାରାଜଙ୍କ ଭୂମିକାରେ ନଜର ଆସିବେ ଅକ୍ଷୟ

ମୁମ୍ବାଇ: ବଲିଉଡ ଖିଲାଡି ବୟ ଅକ୍ଷୟ କୁମାର ତାଙ୍କ ପ୍ରଶଂସକଙ୍କର ମନୋରଞ୍ଜନ କରିବାରେ କୌଣସି କମି ରଖି ଥାଆନ୍ତି । ଏବେ ଅଭିନେତା ବଲିଉଡରୁ ସିଧା ମରାଠି…

ରାଶିଫଳ: ଶୁକ୍ରବାର, ନଭେମ୍ବର ୪ ତାରିଖ – Daily Horoscope

ମେଷ ଆଜି ରାହୁ ଓ ଚନ୍ଦ୍ର କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।…

‘ଯଦି ମୁଁ ଅପରାଧ କରିଛି, ଗିରଫ କର’

ରାଞ୍ଚି,୩।୧୧: ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ରେ ହାଜର ହୋଇନାହାଁନ୍ତି। ସେ ଇଡିକୁ ଏକ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ବେଆଇନ ଖଣି…

ଧାମନଗରରେ ଉପନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୫୨.୧୩ ପ୍ରତିଶତ ମତଦାନ

ଭଦ୍ରକ ଅଫିସ,୩।୧୧: ଧାମନଗରରେ ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି। ଅପରାହ୍ନ ୩ଟା ସୁଦ୍ଧା ୫୨.୧୩ ପ୍ରତିଶତ ମତଦାନ ହୋଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ…

ମୋଦିଙ୍କ ଗସ୍ତ ଯୋଗୁ ବିଳମ୍ବ ହେଲାକି ଗୁଜରାଟ ବିଧାନସଭା ନିର୍ବାଚନର ତାରିଖ ଘୋଷଣା, ଉତ୍ତର ରଖିଲେ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୩ ।୧୧: ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଯାଇଛି । ଏହାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ୧ ଡିସେମ୍ବର ଓ ଦ୍ୱିତୀୟ ପର୍ଯ୍ୟାୟ…

ମୁଖ୍ୟମନ୍ତ୍ରୀଙ୍କୁ ଚ୍ୟାଲେଞ୍ଜ୍‌ ଦେଲେ ରାଜ୍ୟପାଳ

ଥିରୁଭାନନ୍ତପୁରମ୍‌,୩।୧୧: କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ ଖୋଲାଖୋଲି ଭାବେ ଚ୍ୟାଲେଞ୍ଜ କରିଛନ୍ତି। କୂଳପତି ନିଯୁକ୍ତିରେ ରାଜନୈତିକ ହସ୍ତକ୍ଷେପର ଏକ ଉଦାହରଣ ଦେଖାଇବାକୁ…

ଅମିତାଭଙ୍କ ଫିଟ୍‌ନେସ୍‌ର ରାଜ୍‌

ଫିଲ୍ମ ଇଣ୍ଡଷ୍ଟ୍ରି ସହିତ ଜଡିତ ସେଲିବ୍ରିଟିମାନଙ୍କ ପାଇଁ ଫିଟ ରହିବା ଏକ ବଡ଼ ଆହ୍ବାନ। ଏଥିପାଇଁ ସେମାନଙ୍କୁ ନିଜ ପ୍ରିୟ ଖାଦ୍ୟ ତ୍ୟାଗ କରିବାକୁ ପଡେ। ମହାନାୟକ…

୭ ମାସ ହେଲା ଜଳ ଯୋଗାଣ ବନ୍ଦ: ଦୂଷିତ ପାଣି ବ୍ୟବହାର କରୁଛନ୍ତି ବେଣାଗାଡ଼ିଆବାସୀ

ଖଣ୍ଡପଡ଼ା,୩ା୧୧(ସ୍ବ.ପ୍ର.): ବିଦ୍ୟୁତ୍‌ ବକେୟା ବିଲ ୧୦ଲକ୍ଷରୁ ଊର୍ଦ୍ଧ୍ୱ। ତା’ସାଙ୍ଗକୁ ବିଦ୍ୟୁତ ଟ୍ରାନ୍ସଫର୍ମରଟି ପୋଡ଼ି ଯିବାର ୬ ମାସରୁ ଅଧିକ ହେଲାଣି । ଗ୍ରାମବାସୀ ୭ ମାସ ହେଲା…

ଇସ୍ରାଏଲରେ ଭୋଟ ଗଣନା ଜାରି, ନେତନ୍ୟାହୁଙ୍କୁ ମିଳିପାରେ ସ୍ପଷ୍ଟ ବହୁମତ, ପୁଣିଥରେ ହୋଇପାରନ୍ତି ପ୍ରଧାନମନ୍ତ୍ରୀ

ଜେରୁଜେଲମ,୩ ।୧୧: ଇସ୍ରାଏଲର ସାଧାରଣ ନିର୍ବାଚନରେ ରାଜନୈତିକ ଦଳ ‘ଲିକୁଡ’କୁ ସ୍ପଷ୍ଟ ବହୁମତ ମିଳିବ ବୋଲି ଆଶା କରାଯାଉଛି । ଏବେ ପର୍ଯ୍ୟନ୍ତ ପ୍ରାୟ ୯୦ ପ୍ରତିଶତ…