୫ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ବଡ଼ବିଲ, ୧ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡି ଥାନା ଅଞ୍ଚଳରେ ଏକ ୫ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରୁଗୁଡି ପୋଲିସ ଏନେଇ ଏକ ମାମଲା ରୁଜୁ…

ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ମାମଲାରେ ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧ା୧୧-ପାଣି ମୋଟର ଚାଲୁ କରିବାକୁ କହିବାରୁ ଦମ୍ପତିିଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା। ଉକ୍ତ ଅଭିଯୋଗକୁ ଆଧାର କରି ବଡବଜାର ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି।…

ଗେଷ୍ଟ ହାଉସରେ ଚାଲିଥିଲା ଦେହ ବେପାର ୩ ଯୁବତୀ ଉଦ୍ଧାର, କିଙ୍ଗ୍‌ପିନ୍‌ ସମେତ ୧୨ ଗିରଫ

ବ୍ରହ୍ମପୁର ଅଫିସ,୧ା୧୧-ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ନିକଟ ଟାଟାବେଞ୍ଜ ଛକରେ ଥିବା ତୁଲସୀ ଗେଷ୍ଟ ହାଉସ୍‌ ରୁମ୍‌ ନମ୍ବର ୧୪,୧୬ ଓ ୧୭ରେ ଦେହ ବେପାର ହେଉଥିଲା। ଖବର…

ପଶ୍ଚିମବଙ୍ଗରେ ଶୀଘ୍ର ଲାଗୁ ହେବ ସିଏଏ: ଶୁଭେନ୍ଦୁ ଅଧିକାରୀ…

କୋଲକାତା,୧।୧୧ : ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ମଙ୍ଗଳବାର କହିଛନ୍ତି ଯେ ଦେଶରେ ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ) ଲାଗୁ କରିବା ପ୍ରକ୍ରିୟା…

ବୋହି ନେବାକୁ ବସିଥିଲେ ମନ୍ଦିରର ହୁଣ୍ଡି

ପାତ୍ରପୁର,୧ା୧୧(ଡି.ଏନ.ଏ): ଜରଡ଼ା ଥାନା ତୁରୁବୁଡି ପଞ୍ଚାୟତ ନୂଆଗଡଠାରେ ଥିବା କୁରେଇଶୁଣିଙ୍କ ହୁଣ୍ଡି ସୋମବାର ରାତିରେ ଚୋରମାନେ ଚୋରି ଉଦ୍ୟମ କରି ବିଫଳ ହୋଇଛନ୍ତି। ମଙ୍ଗଳବାର ପୀଠରୁ ହୁଣ୍ଡି…

ଏସବୁ ଅକ୍ଷର ନାମ ଥିବା ଝିଅମାନେ ସ୍ବାମୀଙ୍କ ପାଇଁ ବହୁତ ସୌଭାଗ୍ୟଶାଳୀ

ବୈଦିକ ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ନାମର ପ୍ରଥମ ଅକ୍ଷର ଆମ ଜୀବନରେ ବିଶେଷ ପ୍ରଭାବ ପକାଇଥାଏ। ହିନ୍ଦୁ ଧର୍ମରେ ପ୍ରଥମ ନାମକରଣ ସମାରୋହ ଏକ ଶିଶୁ ଜନ୍ମ ପରେ…

ବାହାର ନେତାଙ୍କୁ ଧାମନଗର ଛାଡ଼ିବାକୁ ନିର୍ଦ୍ଦେଶ

ଭଦ୍ରକ ଅଫିସ,୧।୧୧: ଧାମନଗର ଉପନିର୍ବାଚନ ଆସନ୍ତା ୩ ତାରିଖରେ ହେବାକୁ ଥିବାବେଳେ ମଙ୍ଗଳବାର ପ୍ରଚାର ଶେଷ ହୋଇଛି। ମତଦାନ ଶେଷ ସମୟର ୪୮ ଘଣ୍ଟା ପୂର୍ବରୁ ବାହାରୁ…

ଓଡ଼ିଶା: ଆଜିର ଫଟୋ ( ନଭେମ୍ବର ୧, ୨୦୨୨ )

ଧବଳେଶ୍ୱର ଶୈବ ପୀଠରେ ପ୍ରଶାସନ ପକ୍ଷ୍ୟରୁ ୧୪୪ ଧାରା ଜାରି କରାଯିବା ପରେ ଭକ୍ତ ଶୂନ୍ୟ ହୋଇପଡିଛି ପୀଠ   ଭୁବନେଶ୍ୱର ଜନତା ମୈଦାନରେ ମେକ୍ ଇନ୍…

ଫ୍ଲିପ୍‌କାର୍ଟର ‘କ୍ୟାସ ଅନ୍‌ ଡେଲିଭରି’ ହେଲା ମହଙ୍ଗା; ଏବେ ଗଣିବାକୁ ହେବ ଏତିକି ଟଙ୍କା…

ନୂଆଦିଲ୍ଲୀ,୧।୧୧: ଲୋକପ୍ରିୟ ଶପିଂ ପ୍ଲାଟ୍‌ଫର୍ମ ‘ଫ୍ଲିପକାର୍ଟ’ ଏହାର ‘କ୍ୟାସ୍‌ ଅନ୍‌ ଡେଲିଭରି’ ବିକଳ୍ପ ପାଇଁ ହ୍ୟାଣ୍ଡଲିଂ ଚାର୍ଜ ଯୋଡିବା ଆରମ୍ଭ କରିଛି। ବର୍ତ୍ତମାନ କୌଣସି ଉପଭୋକ୍ତା ଏହି…

ଦେଶୀ ଘିଅ ତୁଳନାରେ ପେଟ୍ରୋଲ-ଡିଜେଲ ହୋଇଛି ମହଙ୍ଗା, କିନ୍ତୁ ମୋଦି-ଶାହା ଲୋକଙ୍କୁ କରୁଛନ୍ତି ଭ୍ରମିତ: ପାଇଲଟ…

ଶିମଲା,୧।୧୧ : ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ମଙ୍ଗଳବାର ହିମାଚଳ ପ୍ରଦେଶରେ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ସେ କୁଟେଲହଡ ଉନା ବିଧାନସଭା ନିର୍ବାଚନମଣ୍ଡଳୀରୁ କଂଗ୍ରେସ…