ଷ୍ଟାଇଲ୍‌ରେ ଚୋରି କରିନେଲେ ଦର୍ଶକଙ୍କ ହୃଦୟ

ମୁମ୍ବାଇ: ସାଉଥ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଗ୍ଲାମରସ ଲୁକ୍‌ ପାଇଁ ଚର୍ଚ୍ଚାରେ ରହିଥାନ୍ତି। ପ୍ରଶଂସକମାନେ ମଧ୍ୟ ତାଙ୍କର ଏକ ଝଲକ ପାଇବାକୁ ଉତ୍ସାହର ସହିତ ଅପେକ୍ଷା କରିଥାନ୍ତି।…

ପିପି-୧୫ରୁ ଫେରିଲେ ଭାରତ, ଚାଇନା ସୈନ୍ୟ

ନୂଆଦିଲ୍ଲୀ,୯।୯: ଭାରତ ଓ ଚାଇନା ସେନା ମଧ୍ୟରେ ଷୋଡ଼ଶ ପର୍ଯ୍ୟାୟ କମାଣ୍ଡର ସ୍ତରୀୟ ଆଲୋଚନା ପରେ ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ରହିଥିବା…

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,(ବ୍ୟୁରୋ)/ବାଲେଶ୍ୱର ଅଫିସ୍‌, ୯।୯:ନିଶା କାରବାରର ପେଣ୍ଠସ୍ଥଳ ପାଲଟିଥିବା ବାଲେଶ୍ୱରରୁ ପୁଣି କୋଟିଏରୁ ଅଧିକ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ ହୋଇଛି। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ସହଦେବଖୁଣ୍ଟା…

ଅସ୍ତ୍ରଶସ୍ତ୍ରରେ ପଛାଉଛି ଭାରତ

‘ମେକ୍‌ ଇନ୍‌ ଇଣ୍ଡିଆ’ ନୀତିରେ ମୋବାଇଲଠାରୁ ଆରମ୍ଭ କରି ଫାଇଟର ଜେଟ୍‌ ନିର୍ମାଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରୋତ୍ସାହିତ କରୁଛନ୍ତି। ହେଲେ ପ୍ରତିରକ୍ଷା କ୍ଷେତ୍ରରେ ଏହାର ବିପରୀତ…

ରିଲିଜ୍‌ ହେଲା ବହୁ ପ୍ରତୀକ୍ଷିତ ଫିଲ୍ମ ‘ବ୍ରହ୍ମାସ୍ତ୍ର’

ମୁମ୍ବାଇ: ସବୁ ପ୍ରତୀକ୍ଷାର ଘଟାଇ ରିଲିଜ୍‌ ଶୁକ୍ରବାର ହେଲା ରଣବୀର କପୁର-ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ ‘ବ୍ରହ୍ମାସ୍ତ୍ର’। ଯାହାକୁ ଦେଖିବାକୁ ଦର୍ଶକ ଉତ୍ସାହର ସହ ଅପେକ୍ଷା କରିଥିଲେ।…

କ୍ୟୁଆର-ଏସ୍‌ଏଏମ୍‌ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୯।୯:ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର୍‌ରୁ ଗୁରୁବାର ପୂର୍ବାହ୍ନରେ କ୍ୟୁଆର୍‌-ଏସ୍‌ଏଏମ୍‌(କ୍ୱିକ୍‌ ରିଆକ୍ସନ୍‌-ସର୍ଫେସ୍‌ ଟୁ ଏୟାର ମିଶାଇଲ୍‌) କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ ହୋଇଛି। ଭାରତୀୟ ସେନା ଦ୍ୱାରା…

ଦକ୍ଷିଣ, ଉତ୍ତର ଓଡ଼ିଶାରେ ବେଶି ବର୍ଷିବ

ଭୁବନେଶ୍ୱର,୯ା୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୁରୁବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବ। ଏହା ପ୍ରଭାବରେ…

ସାଇ ଇଣ୍ଟରନ୍ୟାଶନାଲ୍‌ ସ୍କୁଲ ଛାତ୍ର ଏନ୍‌ଇଇଟି ଓଡ଼ିଶା ଟପ୍ପର

ଭୁବନେଶ୍ୱର, ୯।୯ (ବ୍ୟୁରୋ) : ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି(ୟୁଜି)-୨୦୨୨ରେ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ଛାତ୍ର ପ୍ରିୟ ସୋମଦତ୍ତ ନାୟକ ସର୍ବଭାରତୀୟ…

ମମିତା ହତ୍ୟା ମାମଲା: ଆରମ୍ଭ ହେଲା ଶୁଣାଣି

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି, ୯ା୯(ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଶୁଣାଣି ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଗୁରୁବାର ଆରମ୍ଭ ହୋଇଛି। ଶୁଣାଣି ପ୍ରକ୍ରିୟା ଆରମ୍ଭ…

ଧଉଳି ଶାନ୍ତିସ୍ତୂପକୁ ପୂରୁଛି ୫୦ ବର୍ଷ

ଭୁବନେଶ୍ୱର, ୯ା୯(ବ୍ୟୁରୋ):ରାଜଧାନୀ ଉପକଣ୍ଠ ଧଉଳି ପାହାଡ଼ରେ ପ୍ରତିଷ୍ଠିତ ବିଶ୍ୱବିଦିତ ଶାନ୍ତିସ୍ତୂପ ଏବଂ ବୌଦ୍ଧପୀଠ ଚଳିତ ବର୍ଷ ଅକ୍ଟୋବରରେ ୫୦ ବର୍ଷ ପୂରଣ କରୁଛି। ଏହାକୁ ସ୍ମରଣୀୟ କରିବା…