ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଅବଧି ପୁଣି ବଢ଼ିଲା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ପୁଣି ବଢ଼ିଲା ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଅବଧି। ଆଉ ମାସେ ଅର୍ଥାତ ୨୦୨୩ ଫେବୃୟାରୀ ପର୍ଯ୍ୟନ୍ତ ଏହି ଅବଧିକୁ ବଢ଼ାଇବାକୁ ରାଜ୍ୟ ପରିବହନ ବିଭାଗ…

ଆତଙ୍କବାଦ ମାନବିକତା ପାଇଁ ସବୁଠାରୁ ବଡ ବିପଦ, ଏସିଆ-ଆଫ୍ରିକାରେ ବୃଦ୍ଧି ପାଉଛି…

ଜେନେଭା,୨୯।୧୦ : ଆତଙ୍କବାଦକୁ ଏକ ରାଷ୍ଟ୍ରାୟତ୍ତ ଉଦ୍ୟୋଗରେ ପରିଣତ କରିଥିବା ଦେଶମାନଙ୍କୁ ଚେତାବନୀ ଦେବା ପାଇଁ ଜାତିସଂଘର ଆତଙ୍କବାଦ ବିରୋଧୀ ପ୍ରତିବନ୍ଧକ ବ୍ୟବସ୍ଥା ପ୍ରଭାବଶାଳୀ ବୋଲି ବହିର୍ବ୍ୟାପାର…

ଏହିଦିନ ମା’ ହେବାକୁ ଯାଉଛନ୍ତି ଆଲିଆ

ମୁମ୍ବାଇ; ବଲିଉଡ ବିୟୁଟି ଆଲିଆ ଭଟ୍ଟ ଏବେ ତାଙ୍କ ଜୀବନର ସବୁଠାରୁ ସୁନ୍ଦର ସମୟ ଅତିବାହିତ କରୁଛନ୍ତି । କାରଣ ଆଲିଆ ମାଆ ହେବାକୁ ଯାଉଛନ୍ତି ।…

ବାଣ ଭିଡୁଥିବା ବେଳେ ବିସ୍ଫୋରଣ: ଚାଲିଗଲା ଯୁବକଙ୍କ ଜୀବନ

ଖଲ୍ଲିକୋଟ,୨୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଅରବିନ୍ଦ ନଗରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଅରବିନ୍ଦ ନଗରରେ ରହୁଥିବା ଜଣେ ଯୁବକ ଆଜି ସକାଳେ ବାଣ ଭିଡ଼ିବା…

୫୦୦କୋଟି କ୍ଲବରେ ସାମିଲ ହେବାକୁ ଯାଉଛି ‘ପୋନ୍ନିୟିନ ସେଲଭମ: ୧’

ମୁମ୍ବାଇ: ଜଣାଶୁଣା ଫିଲ୍ମ ନିର୍ଦ୍ଦେଶକ ମଣିରତ୍ନମଙ୍କ ଫିଲ୍ମ ‘ପୋନ୍ନିୟିନ ସେଲଭମ: ୧’ ଲଗାତାର ଭାବେ ଚର୍ଚ୍ଚାରେ ରହି ଆସୁଛି । ସାରା ବିଶ୍ୱରେ ରିଲିଜ୍ ହୋଇଥିବା ଏହି…

ଟିଭି ପରେ ଏବେ ସୋସିଆଲ ମିଡ଼ିଆ ଉପରେ ଲଗାମ ଲଗାଇବାକୁ ଯାଉଛନ୍ତି ସରକାର: ସିବଲଙ୍କ ଅଭିଯୋଗ…

ନୂଆଦିଲ୍ଲୀ,୨୯।୧୦ : ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ ଆଇନଜୀବୀ କପିଲ ସିବଲ ଆଇଟି ନିୟମରେ ସଂଶୋଧନ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ ଅଭିଯୋଗ…

ଆଦିବାସୀଙ୍କ ସହିତ ନାଚିଲେ ରାହୁଲ…

ଭଦ୍ରାଚଳମ,୨୯।୧୦ : କଂଗ୍ରେସର ଭାରତ ଯୋଡୋ ଯାତ୍ରା ସମୟରେ ରାହୁଲ ଗାନ୍ଧୀ ଶନିବାର ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ତେଲେଙ୍ଗାନାର ଭଦ୍ରାଚଳମରେ ଆଦିବାସୀ ସମ୍ପ୍ରଦାୟଙ୍କ ସେ ନାଚିଛନ୍ତି। ଏଥିସହ…

ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୧୬୮ ରନ…

ମେଲବୋର୍ନ,୨୯।୧୦ : ଟି-୨୦ ବିଶ୍ୱକପରେ ଶନିବାର ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡ ଶ୍ରୀଲଙ୍କା ମଧ୍ୟରେ ମ୍ୟାଚ୍‌ ଖେଳାଯାଉଛି। ଦୁଇ ଦଳ ମଧ୍ୟରେ ପ୍ରଥମ ସ୍ଥାନ ପାଇଁ ଲଢ଼େଇ…

ରବିବାର ଭାରତ-ଦକ୍ଷିଣ ଆଫ୍ରିକା ହାଇଭୋଲ୍‌ଟେଜ ମୁକାବିଲା

ନୂଆଦିଲ୍ଲୀ,୨୯ା୧୦: ଟି-୨୦ ବିଶ୍ୱକପ୍‌ରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ହେବ ହାଇଭୋଲ୍‌ଟେଜ ମୁକାବିଲା। ଦୁଇ ଦଳ ମଧ୍ୟରେ ମ୍ୟାଚ ବେଶ୍‌ ରୋମାଞ୍ଚକର ହେବ ବୋଲି ଆଶା କରାଯାଉଛି।…

ଟ୍ରେନ୍‌ରେ ପ୍ରସବ ଘଟଣା: ସମ୍ବର୍ଦ୍ଧିତ ହେଲେ ଆର୍‌ପିଏଫ୍‌ କର୍ମଚାରୀ

ଝାରସୁଗୁଡ଼ା ଅଫିସ,୨୯ା୧୦: ଗତ ବୁଧବାର ବେଙ୍ଗାଲୁରୁ-ହଟିଆ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଜଣେ ମହିଳା ଏକ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଥିଲେ। ଝାରସୁଗୁଡ଼ା ଜଙ୍କ୍‌ଶନ୍‌ରେ ଉକ୍ତ ଟ୍ରେନ୍‌ ରହଣି ପରେ…