ଚିହ୍ନଟରେ ସୀମିତ ସୁନାମି ପ୍ରବଣ ୬୪ ଗ୍ରାମ

କେନ୍ଦ୍ରାପଡ଼ା ଅଫିସ, ୫ା୯:ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ୪୬ ଓ ମହାକାଳପଡ଼ା ବ୍ଲକ ଅଞ୍ଚଳର ୧୮ ଗ୍ରାମକୁ ସୁନାମି ପ୍ରବଣ ବୋଲି ଚିହ୍ନଟ…

ଚାନ୍ଦିନି ଚୌକ ମେଟ୍ରୋ ଷ୍ଟେଶନ ନିକଟ ବିଲଡିଂରେ ଭୟଙ୍କର ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୫ ।୯: ରାଜଧାନୀ ଦିଲ୍ଲୀର ଚାନ୍ଦିନି ଚୌକ ମେଟ୍ରୋ ଷ୍ଟେଶନ ନିକଟରେ ଥିବା ଏକ ବିଲଡିଂରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ଏହି ବିଲଡିଂରେ କପଡା ଭର୍ତ୍ତି…

ଶେଷ କ୍ଷଣରେ ବାଜି ମାରିଲା ଓଡ଼ିଶା ଜଗରନଟ୍ସ

ଭୁବନେଶ୍ୱର, ୫।୯ (କ୍ରୀଡ଼ା ପ୍ରତିନିଧି): ପୁଣେର ମହାଲୁଙ୍ଗେସ୍ଥିତ ଶ୍ରୀ ଶିବ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଅନୁଷ୍ଠିତ ଅଲ୍‌ଟିମେଟ ଖୋ ଖୋ ଲିଗ୍‌ର ପ୍ରଥମ ସଂସ୍କରଣରେ ଓଡ଼ିଶା ଜଗରନଟ୍ସ…

ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ନିମ୍ନମାନର

ନାଉଗାଁ,୫ା୯(ସ୍ବ.ପ୍ର.):ନାଉଗାଁ ବ୍ଲକରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ପ୍ରକଳ୍ପ ନିର୍ମାଣ କରାଯାଉଛି। ଏହି ପ୍ରକଳ୍ପରୁ ପାଇପ ମାଧ୍ୟମରେ ପ୍ରତି ଘରକୁ ପାନୀୟ ଜଳ ଯୋଗାଇବା…

ବନ୍ୟା ପରେ ଷଣ୍ଢ ଉପଦ୍ରବ: ଚାଷୀ ଅସ୍ତବ୍ୟସ୍ତ

ବାଲିଆ,୫ା୯(ସ୍ବ.ପ୍ର.):ଗତ ୩ ସପ୍ତାହ ପୂର୍ବେ ଲଘୁଚାପଜନିତ ଲଗାଣ ବର୍ଷା ଓ ବନ୍ୟାପରେ ବିରିଡି ବ୍ଲକର ବିଭିନ୍ନ ଧାନ ଜମି ଜଳାର୍ଣ୍ଣବ ହୋଇଯାଇଥିଲା। ବହୁ ଚାଷୀଙ୍କ ରୁଆ ଧାନ…

‘ଏକ ଦୌଡ ଦେଶ କା ନାମ’

ଭୁବନେଶ୍ୱର,୫।୯ (ବ୍ୟୁରୋ):ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରୁଛି। ଏହି ପରିପ୍ରେକ୍ଷୀରେ ରବିବାର ସ୍ଥାନୀୟ ପାହାଳଠାରେ ‘ଏକ ଦୌଡ…

୩୩% ପରିବାର କ୍ଷୀର ପିଇବା କମାଇଛନ୍ତି

ନୂଆଦିଲ୍ଲୀ,୫ା୯: ଭାରତରେ କ୍ଷୀର ଦରବୃଦ୍ଧି ଯୋଗୁ ଏହାର ବ୍ୟବହାର କେତେ ପ୍ରଭାବିତ ହୋଇଛି ସେନେଇ କମ୍ୟୁନିଟି ସୋସିଆଲ ମିଡିଆ ପ୍ଲାଟଫର୍ମ ଲୋକାଲ ସର୍କଲ୍ସ ପକ୍ଷରୁ ଏକ ସର୍ବେକ୍ଷଣ…

ଛାତ୍ରଙ୍କଠାରୁ ୭୮ ହଜାର ନେଇଗଲେ ସାଇବର ଠକ

ଭୁବନେଶ୍ୱର,୫।୯ (ବ୍ୟୁରୋ):ରାଜଧାନୀରେ ପ୍ରତିଦିନ କେହି ନା କେହି ସାଇବର ଠକେଇର ଶିକାର ହେଉଛନ୍ତି। ଏଠାରେ ରହି ସିଭିଲ୍‌ ସର୍ଭିସ ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଛାତ୍ର ସ୍ମାର୍ଟ…

ନକଲି ସୁନାବତି ଦେଇ ୧୦ ଲକ୍ଷ ଠକିନେଲେ

କଟକ ଅଫିସ,୫ା୯:ଏକ କିଲୋ ଓଜନର ନକଲି ସୁନାବତି ଦେଇ ୧୦ ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ କ୍ୟାଣ୍ଟନ୍‌ମେଣ୍ଟ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ…

ବିଜେବିରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଫି’ ବଢ଼ିଲା

ଭୁବନେଶ୍ୱର, ୫।୯(ବ୍ୟୁରୋ):୨୦୨୨-୨୩ ଶିକ୍ଷାବର୍ଷରୁ ଭୁବନେଶ୍ୱରସ୍ଥିତ ବିଜେବି କଲେଜରେ ସେଲ୍ଫ ଫାଇନାନ୍ସିଂରେ ପାଠପଢ଼ା ମହଙ୍ଗା ହେବ। ସିଟ୍‌ ସହ କୋର୍ସ ଫି’କୁ ମଧ୍ୟ ବଢ଼ାଇ ଦିଆଯାଇଛି। ପିପିପି ମୋଡ୍‌ରେ…