ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ସ୍ବାମୀ ଗିରଫ

ଜୟପୁର, ୨୭।୧୦ (ନି.ପ୍ର.): ସ୍ତ୍ରୀଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଜୟପୁର ପୋଲିସ ତାଙ୍କ ସ୍ବାମୀଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ପଡୁଆ ଥାନା ଅଧୀନ ଭେଜାଗ୍ରାମର ରଞ୍ଜନ…

ଖସୁଛି ପାରଦ, ବଢୁଛି ଶୀତ

ଦାରିଙ୍ଗବାଡି,୨୭।୧୦(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ପାରଦ ତଳମୁଁହା। ସହରରେ ସର୍ବନିମ୍ମ ତାପମାତ୍ରା ୧୬ଡିଗ୍ରୀ ରହିଥିବା ବେଳେ ସର୍ବାଧିକ ୧୯ ଡିଗ୍ରୀ ରହୁଥିବା ଜଣାପଡିଛି। ଶୀତଯୋଗୁଁ ଏବେ ଲୋକଙ୍କୁ…

ସୁରକ୍ଷାବାହିନୀଙ୍କ ଗୁଳିରେ ଟଳିପଡିଲେ ଜଣେ ଆତଙ୍କବାଦୀ

ଶ୍ରୀନଗର,୨୭।୧୦: ଜମ୍ମୁ-କଶ୍ମୀର କୁଲଗାମ ଜିଲା କୌସରନାଗ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ସୁରକ୍ଷାବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏନେଇ କଶ୍ମୀର…

ପ୍ରଚାର ମଇଦାନକୁ ଓହ୍ଲାଇଲେ ପିସିସି ସଭାପତି

ଭଦ୍ରକ ଅଫିସ,୨୭।୧୦: ଧାମନଗର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନୀ ମାହୋଲ ସେତେ ସରଗରମ୍‌ ହେବାରେ ଲାଗିଛି। କଂଗ୍ରେସ ଗତ ଦୁଇଦିନ ହେଲା ନିର୍ବାଚନୀ ପ୍ରଚାରକୁ ଜୋର୍‌ଦାର…

୩୦ ଯାଏ ପାଗ ଶୁଖିଲା

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି। ତେବେ ୩୧ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାର ଗଜପତି, ରାୟଗଡା, କୋରାପୁଟ…

ଗାଁକୁ ଯାଇଥିବା ବେଳେ ଦୁର୍ବୃତ୍ତ ନେଇଗଲେ ସୁନା ଅଳଙ୍କାର, ନଗଦ ଟଙ୍କା

ଛତ୍ରପୁର,୨୭ା୧୦(ଡି.ଏନ୍‌.ଏ.): ଛତ୍ରପୁର ୧୨ନମ୍ବର ୱାର୍ଡ ଚନ୍ଦ୍ରଶେଖରନଗର ଅଞ୍ଚଳ ଏକ ଘରୁ ଚୋରି ହୋଇଛି। ଚନ୍ଦ୍ରଶେଖର ନଗରରେ ଭଡାରେ ରହୁଥିବା ଗୋପୀନାଥ ଦାସ ଘର ତାଲା ପକାଇ ଗାଁକୁ…

ନଭେମ୍ବର ୮ରେ ଋଷିଆ ଗସ୍ତରେ ଯିବେ ଏସ୍‌ ଜୟଶଙ୍କର

ନୂଆଦିଲ୍ଲୀ,୨୭।୧୦: ବୌଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ନଭେମ୍ବର ୮ରେ ଋଷିଆ ଗସ୍ତରେ ଯିବେ। ସେ ଋଷିଆର ବୌଦେଶିକ ମନ୍ତ୍ରୀ ସର୍ଗି ଲାଭ୍ରୋଭଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି…

ଧାମନଗର ଉପନିର୍ବାଚନ: ଅଭିଯୋଗ ଆସିଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଆସନ୍ତା ୩ ତାରିଖରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ପ୍ରାର୍ଥୀମାନେ ନିଜର ଦଳୀୟକର୍ମୀଙ୍କ ସହ ଜୋରଦାର ପ୍ରଚାର କରୁଛନ୍ତି। ଏହି…

ଦ୍ୱିତୀୟ ଦିନରେ ପୌର କାର୍ଯ୍ୟାଳୟରେ ତାଲା, ଛିଡ଼ା ହୋଇ ଫେରିଗଲେ ଅଧିକାରୀ

ଆନନ୍ଦପୁର,୨୭।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା କାର୍ଯ୍ୟାଳୟରେ ୨ଦିନ ହେଲା ତାଲା ଝୁଲୁଛି। ବୁଧବାର ଅପରାହ୍ନରୁ ଉପନଗରପାଳଙ୍କ ସମେତ ସମସ୍ତ କାଉନସିଲର ପୌର କାର୍ଯ୍ୟାଳୟରେ ତାଲା ପକାଇ…

ଦଣ୍ଡ, ଜରିମାନା ପରେ ମିଳିଲା ଜାମିନ: ଆଜମ କହିଲେ…

ଲକ୍ଷ୍ନୌ,୨୭।୧୦: ଉତ୍ତେଜନାମୂଳକ ଭାଷଣ ମାମଲାରେ ସମାଜବାଦୀ ନେତା ଆଜମ ଖାନ୍‌ଙ୍କୁ ରାମପୁର ଏମ୍‌ପି-ଏମ୍‌ଏଲ୍‌ଏ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨୦୧୯ ଲୋକ ସଭା ନିର୍ବାଚନରେ ଦିଆଯାଇଥିବା ଉତ୍ତେଜନାମୂଳକ…