ବାବୁଙ୍କୁ ପାଳିରେ ବଦଳି କର

ନୂଆଦିଲ୍ଲୀ,୨୭ା୧୦: ଅନେକ ଅଫିସରେ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଥିବା ଅଧିକାରୀମାନଙ୍କୁ ନିୟମିତ ଚିହ୍ନଟ ଓ ବଦଳି କରାଯାଉ ନ ଥିବାରୁ ଦୁର୍ନୀତି ବଢ଼ୁଥିବା ନେଇ କେନ୍ଦ୍ରୀୟ ଭିଜିଲାନ୍ସ କମିଶନ…

ରୁଷିଆ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ରାଜନାଥଙ୍କ ପରାମର୍ଶ : ଅଣୁ ଅସ୍ତ୍ର ବ୍ୟବହାର କରନାହିଁ

ନୂଆଦିଲ୍ଲୀ, ୨୭ା୧୦: ରୁଷିଆ ପ୍ରତିରକ୍ଷା ମନ୍ତ୍ରୀ ସେରେଗି ଶୋଇଗୁ ବୁଧବାର ଭାରତ ପ୍ରତିପକ୍ଷ ରାଜନାଥ ସିଂଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ୟୁକ୍ରେନ୍‌ ‘ଡାର୍ଟି ବମ୍‌’ ପ୍ରୟୋଗ…

ହନିପ୍ରୀତ ଏବେ ରୁହାନି ଦିଦି

ନୂଆଦିଲ୍ଲୀ,୨୭।୧୦: ପାରୋଲ୍‌ରେ ଆସିଥିବା ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମରହିମ ପାଳିତ କନ୍ୟା ହନିପ୍ରୀତ ଇନ୍‌ସାନ୍‌ଙ୍କ ନାମ ବଦଳାଇ ରୁହାନି ଦିଦି କରିଛନ୍ତି। ହନିପ୍ରୀତଙ୍କୁ ସମସ୍ତେ…

୨୦୫୦ ସୁଦ୍ଧା ସବୁ ଶିଶୁଙ୍କୁ ପ୍ରଭାବିତ କରିବ ଗ୍ରୀଷ୍ମପ୍ରବାହ

ଜାତିସଂଘ, ୨୭।୧୦: ୟୁରୋପରେ ଗ୍ରୀଷ୍ମପ୍ରବାହର ନାଟକୀୟ ପରିବର୍ତ୍ତନ ଉକ୍ତ ମହାଦେଶକୁ ଗଭୀର ପ୍ରଭାବିତ କରିବା ଆଶଙ୍କା ଉପୁଜିଥିବାବେଳେ ଏସିଆ ଓ ଆଫ୍ରିକା ଅତି ଉଚ୍ଚ ତାପମାତ୍ରାରେ କବଳିତ…

ରୁଷିଆକୁ ‘ଡାର୍ଟି ବମ୍‌’ଭୟ

ମସ୍କୋ/କିଭ୍‌, ୨୭ା୧୦: ୟୁକ୍ରେନ୍‌ ଉପରେ ରୁଷିଆ ୮ ମାସ ଧରି ଆକ୍ରମଣ ଜାରି ରଖିଥିବାବେଳେ କିଭ୍‌ ରେଡିଓଆକ୍ଟିଭ୍‌ ବିକିରଣ ପାଇଁ ‘ଡାର୍ଟି ବମ୍‌’ ବ୍ୟବହାର କରିପାରେ ବୋଲି…

‘ଆମକୁ ପଦ ଓ ଟଙ୍କାର ଲାଳସା ଦିଆଯାଉଛି’ ଟିଆରଏସ୍ ବିଧାୟକଙ୍କ ସୂଚନା ପରେ ତେଲେଙ୍ଗାନା ପୋଲିସର ରେଡ, ଜବତ ହେଲା ୧୫ କୋଟି ଟଙ୍କା

ହାଇଦ୍ରାବାଦ,୨୭ ।୧୦: ତେଲେଙ୍ଗାନାର ସାଇବରାବାଦ ପୋଲିସ ଟିଆରଏସର ୪ ବିଧାୟକଙ୍କୁ କିଣାବିକା କରାଯାଉଥିବା ଦାବି କରିଛି । ଏହି ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବା…

ବଦଳିବ ବୃନ୍ଦାବନର ବାଙ୍କେ ବିହାରୀ ମନ୍ଦିରର ସମୟ, ବନ୍ଦ ହେବ କେଦାରନାଥ ସମେତ କିଛି ତୀର୍ଥ ସ୍ଥଳ ଦର୍ଶନ

ଡେରାଡୁନ,୨୭ ।୧୦: ଧାର୍ମିକ ସ୍ଥଳ ଯାତ୍ରା କରୁଥିବା ତୀର୍ଥ ଯାତ୍ରୀଙ୍କ ପାଇଁ ଏକ ବଡ ଖବର, ଯାହା ଭକ୍ତାମାନେ ଜାଣି ରଖିବା ଜରୁରୀ । ଗୁରୁବାରଠାରୁ ବୃନ୍ଦାବନର…

ୟୁନିଲିଭର ଶାମ୍ପୁରେ କ୍ୟାନ୍‌ସର ଭୟ

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ, ୨୭ା୧୦ : କୋଭିଡ୍‌-୧୯ ମହାମାରୀ ପରିପ୍ରେକ୍ଷୀରେ ଲୋକେ ବ୍ୟବହାର କରୁଥିବା ସାମଗ୍ରୀଗୁଡ଼ିକୁ ନେଇ ସଚେତନ ହୋଇଥିବାବେଳେ ସେସବୁର ଉପକାର ଓ ଅପକାର ସମ୍ପର୍କିତ ସୂଚନା ଦୈନନ୍ଦିନ…

୪୭ ଜଣିଆ ଷ୍ଟିୟରିଂ କମିଟି ଗଢ଼ିଲେ ଖାର୍ଗେ

ନୂଆଦିଲ୍ଲୀ,୨୭ା୧୦: ନୂଆ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦାୟିତ୍ୱ ନେବା ପରେ ଏକ ୪୭ ଜଣିଆ ଷ୍ଟିୟରିଂ କମିଟି ଗଠନ କରିଛନ୍ତି। ଏଥିରେ ପୂର୍ବତନ ପ୍ରଧାନମନ୍ତ୍ରୀ…

ଜେଲେନସ୍କିଙ୍କ କଡା ଅଭିଯୋଗ, ଏବେ ପର୍ଯ୍ୟନ୍ତ ଯୁଦ୍ଧରେ ୪୦୦ ଇରନୀ ଡ୍ରୋନ ବ୍ୟବହାର କରିଛି ରୁଷିଆ

କ୍ୱିଭ,୨୭ ।୧୦: ଦୀର୍ଘ ପ୍ରାୟ ୯ ମାସ ହେବ ଲାଗି ରହିଛି ରୁଷିଆ-ୟୁକ୍ରେନ୍ ଯୁଦ୍ଧ । ଏହା ଏବେବି ଥମିବାର ନାଁ ନେଉନି । ଆମେରିକା ସମେତ…