ସିକ୍ୟୁରିଟି ଗାର୍ଡ ଦେଉଛନ୍ତି ରୋଗୀଙ୍କୁ ଇଞ୍ଜେକ୍‌ଶନ

ନାଉଗାଁ,୧।୯(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ଡେରିକି ପଞ୍ଚାୟତରେ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ରହିଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ୫ଟି ପଞ୍ଚାୟତର ୨୫ ହଜାରରୁ…

ଜଗତ୍‌ସିଂହପୁର ଜିଲା: ଅଭିମତ ବାକ୍ସ ପ୍ରହସନ

ଜଗତ୍‌ସିଂହପୁର ଅଫିସ, ୧।୯: ଜଗତ୍‌ସିଂହପୁର ଏକ ଶିକ୍ଷିତ ଜିଲା। ଜିଲାର କଳା, ସଂସ୍କୃତି, ସାହିତ୍ୟ ମହାନ୍‌। ବିଜ୍ଞାନ ଓ ରାଜନୀତି ଆଦି କ୍ଷେତ୍ରରେ ଜିଲାର ସ୍ବତନ୍ତ୍ର ପରିଚୟ…

ଚାଇନାରେ ପୁଣି କାୟା ବିସ୍ତାର କଲା କରୋନା: ୨ କୋଟିରୁ ଅଧିକ ଲୋକଙ୍କୁ ଘରୁ ବାହାରିବା ମନା

ବେଜିଂ,୧।୯: କରୋନା ମହାମାରୀ ହେତୁ ଚାଇନାର ଅନେକ ସହରରେ ପୁଣି ଲକଡାଉନ ଘୋଷଣା କରାଯାଇଛି। ଚେଙ୍ଗଡୁ ସହରରେ ଶହ ଶହ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଦୁଇ…

ଡେରାବିଶରେ ସାରର ଉତ୍କଟ ଅଭାବ: ମୁଣ୍ଡରେ ହାତଦେଇ ବସିଛନ୍ତି ଚାଷୀ

ଡେରାବିଶ,୧।୯(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକରେ ସାର ଯୋଗାଣ ସମ୍ପୂର୍ଣ୍ଣ ଫେଲ୍‌ ମାରିଛି । ବର୍ଷାର ଲୁଚକାଳି ଖେଳ ସହ ସଂଗ୍ରାମ କରି ଡେରାବିଶ ବ୍ଳକ ଅଞ୍ଚଳର…

ଆମେରିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି-ଜଗନ ମୋହନ-ଗୌତମ ଆଦାନୀଙ୍କ ବିରୋଧରେ ମାମଲା ରୁଜୁ…

ନୂଆଦିଲ୍ଲୀ, ୧।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି , ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଏବଂ ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଆମେରିକା କୋର୍ଟରେ ଏକ…

ଦୁର୍ଘଟଣାରେ ଚାଲିଗଲା ଏସ୍‌ଆଇଙ୍କ ଜୀବନ

ନୂଆପଡ଼ା ଅଫିସ,୧ା୯: ନୂଆପଡ଼ା ଜିଲା ଜୋଙ୍କ ଥାନା ଅନ୍ତର୍ଗତ ଗୋଟମା ଛକରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପୋଲିସ ଏସ୍‌ଆଇଙ୍କ ମୃତ୍ୟୁ ଘଟିଛି। ସେ…

ମଝି ଆକାଶରେ ଅଟୋ ପାଇଲଟ୍‌ ଖରାପ, ଅଧାବାଟରୁ ଫେରିଲା ସ୍ପାଇସ୍‌ଜେଟ୍‌…

ନୂଆଦିଲ୍ଲୀ, ୧।୯ : ସ୍ପାଇସଜେଟ ବିମାନରେ ଯାନ୍ତ୍ରିକ ତ୍ରୁଟି କ୍ରମାଗତ ଭାବରେ ସାମ୍ନାକୁ ଆସୁଛି। ପୁଣି ଥରେ ଏକ ବଡ଼ ଦୁର୍ଘଟଣାକୁ ଏଡ଼ାଇ ଦିଆଯାଇଛି। ବାସ୍ତବରେ, ନୂଆଦିଲ୍ଲୀରୁ…

ବନ୍ୟା, ବର୍ଷାରେ କେନ୍ଦ୍ରାପଡ଼ା ଜିଲାର ୨୨୦୩ ହେକ୍ଟର ଚାଷ ନଷ୍ଟ

କେନ୍ଦ୍ରାପଡ଼ା ଅଫିସ, ୧।୯: ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ବନ୍ୟା ସହ ଲଗାଣ ବର୍ଷାରେ କେନ୍ଦ୍ରାପଡ଼ା ଜିଲାବାସୀ ହନ୍ତସନ୍ତ ହୋଇଥିଲେ। ୪୧ ପଞ୍ଚାୟତର ୯୯ ଗ୍ରାମରେ…

ସାତୋପନ୍ଥ ପର୍ବତ ଶିଖରରେ ଯାଜପୁରର ସତ୍ୟବ୍ରତ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.), ୧।୯: ଯାଜପୁରର ପର୍ବତାରୋହୀ ସତ୍ୟବ୍ରତ ଦାସ ମଙ୍ଗଳବାର ଉତ୍ତରାଖଣ୍ଡର ସାତୋପନ୍ଥ ପର୍ବତ ଶିଖରରେ ପହଞ୍ଚି ଏକ ବିରଳ ସଫଳତା ହାସଲ କରିଛନ୍ତି। ଇଣ୍ଡିଆନ୍‌…

ଦାଉଦଙ୍କ ପାଇଁ ୨୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କଲା ଏନ୍‌ଆଇଏ…

ନୂଆଦିଲ୍ଲୀ, ୧।୯ : ଅଣ୍ଡରୱାଲର୍‌ଡ ଡନ ଦାଉଦ ଇବ୍ରାହିମଙ୍କ ବିରୋଧରେ ଭାରତରେ କାର୍ଯ୍ୟ ତୀବ୍ର ହୋଇଛି। ପ୍ରକାଶ ଯେ, ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍‌ଆଇଏ) ଦାଉଦଙ୍କ ଉପରେ…