ଚିକେନ୍‌ ବିରିୟାନୀ ପସନ୍ଦ ନ ଆସିବାରୁ ରେଷ୍ଟୁରାଣ୍ଟରେ ନିଆଁ ଲଗାଇଦେଲେ ବ୍ୟକ୍ତି

ନ୍ୟୁୟର୍କ,୨୦।୧୦: ଆମେରିକାର ନ୍ୟୁୟର୍କରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତିଙ୍କୁ ଚିକେନ ବିରିୟାନି ପସନ୍ଦ ନ ଆସିବାରୁ ସେ ରେଷ୍ଟୁରାଣ୍ଟରେ ନିଆଁ ଲଗାଇଦେଇଛନ୍ତି।…

ବାତ୍ୟା ଯାଇ ପୁଣି ଆସିଲାଣି: କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ଫସଲ ବୀମା ଅର୍ଥ

ରାଜନଗର, ୨୦ା୧୦(ଡି.ଏନ.ଏ.): ବଙ୍ଗୋପସାଗର ତଟବର୍ତ୍ତୀ ରାଜନଗର ବ୍ଲକ ଏକ ନଦୀ ନାଳ ଘେରା ଅଞ୍ଚଳ। ସବୁବେଳେ ସମୁଦ୍ରରେ ସୃଷ୍ଟି ହେଉଥିବା ଝଡ ହେଉ କି ବାତ୍ୟା ଏ…

ସମ୍ଭାବ୍ୟ ବାତ୍ୟାକୁ ନେଇ ଲୋକେ ଭୟଭୀତ

ପଟ୍ଟାମୁଣ୍ଡାଇ,୨୦ା୧୦(ସ୍ବ.ପ୍ର.): ୧୯୯୯ ଅକ୍ଟୋବର ୨୯ରେ ମହାବାତ୍ୟା ହୋଇଥିଲା। ଆସନ୍ତା ୨୯ ତାରିଖକୁ ୨୩ ବର୍ଷ ପୂରିବ। ଏହି ମହାବାତ୍ୟାରେ କେନ୍ଦ୍ରାପଡ଼ା ଜିଲାରେ ବ୍ୟାପକ କ୍ଷୟକ୍ଷତି କରିଥିବା ବେଳେ…

ପାରାଦୀପ ବନ୍ଦର ଲେବର ଟ୍ରଷ୍ଟି ନିର୍ବାଚନ: ଓହରିଲେ ୨ ୟୁନିୟନ, ୧ ନାକଚ

ପାରାଦୀପ, ୨୦ା୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ଲେବର ଟ୍ରଷ୍ଟି (ପରିବର୍ତ୍ତିତ ନାମ-ବୋର୍ଡ ଅଫ ମେମ୍ବର) ନିର୍ବାଚନରେ ଚଳିତଥର କେତେକ ଚର୍ଚ୍ଚିତ ଘଟଣା ଘଟିଛି। ଅର୍ଥାତ ପ୍ରମୁଖ ଦାବିଦାର ଦୌଡରେ…

ପୁଟିନ ମୋ ପାଖକୁ ପଠାଇଛନ୍ତି ୨୦ ବୋତଲ ଭୋଡ୍‌କା, ଇଟାଲୀର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଭିଡ଼ିଓ ଭାଇରାଲ…

ମସ୍କୋ/ରୋମ୍‌,୨୦।୧୦ : ସମ୍ପ୍ରତି ଇଟାଲୀର ପୂର୍ବତନ ପ୍ରଧାନମନ୍ତ୍ରୀ ସିଲଭିଓ ବର୍ଲସକୋନିଙ୍କ ଏକ ଅଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ…

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଅଷ୍ଟ୍ରେଲିଆକୁ ଝଟ୍‌କା

ସିଡନୀ,୨୦।୧୦: ଟି-୨୦ ବିଶ୍ୱକପ ୨୦୨୨ରେ ଆହତ ଖେଳାଳିଙ୍କ ସଂଖ୍ୟା ବଢିବାରେ ଲାଗିଛି। ଆହତ ଯୋଗୁ ଅଷ୍ଟ୍ରେଲିଆ ଉଇକେଟ କିପର ବ୍ୟାଟ୍ସମ୍ୟାନ ଜୋସ ଇଂଲିଶ ଟି-୨୦ ବିଶ୍ୱକପରୁ ବାଦ…

ଭତ୍ତାରୁ ବଞ୍ଚିତ ଭିନ୍ନକ୍ଷମ ଦମ୍ପତି

କାଏମା,୨୦ା୧୦(ଡି.ଏନ.ଏ.): ସରକାରଙ୍କ ଗରିବ ଅସହାୟ ତଥା ଭିନ୍ନକ୍ଷମଙ୍କୁ ଭତ୍ତା ଦେବାର ବ୍ୟବସ୍ଥା ଥିଲେ ବି ଏହାକୁ କେତୋକାଂଶରେ କାର୍ଯ୍ୟକାରୀ କରାଯାଉନାହିଁ। ଏଭଳି ଆଉ ଏକ କରୁଣ ଚିତ୍ର…

ସରକାରୀ ନିୟମ ମାନୁ ନାହାନ୍ତି ପ୍ରେକ୍ଷାଳୟ ମାଲିକ: ରାସ୍ତାକୁ ଓହ୍ଲାଇଲେ ଫିଲ୍ମ ପ୍ରଯୋଜକ, ନିର୍ଦ୍ଦେଶକ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଓଡ଼ିଆ ସିନେମାର ସ୍ଥିତି ଠିକ୍‌ ନ ଥିବାବେଳେ ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇଯାଇଛନ୍ତି ପ୍ରଯୋଜକ ଓ ନିର୍ଦ୍ଦେଶକ। ଫିଲ୍ମ ନିର୍ମାଣ ପରେ ବି ପ୍ରେକ୍ଷାଳୟ ମିଳୁନି।…

ଯାଜପୁର ସହର ମୁଖ୍ୟରାସ୍ତା ଯାତାୟାତ ଅନୁପଯୋଗୀ

ଯାଜପୁର ଟାଉନ,୨୦ା୧୦(ଡି.ଏନ.ଏ.): ଯାଜପୁର ସହରର ଅନେକ ରାସ୍ତାକୁ ପୌରସଂସ୍ଥାଠାରୁ ପୂର୍ତ୍ତ ବିଭାଗ ହାତକୁ ନେଇଛି। କିନ୍ତୁ ବିଭାଗ ପକ୍ଷରୁ ରକ୍ଷଣାବେକ୍ଷଣ ପ୍ରତି ଯଥେଷ୍ଟ ଧ୍ୟାନ ଦିଆଯାଉ ନ…

ମା’ଙ୍କୁ ମେଲାଣି…

ଢେଙ୍କାନାଳ ଅଫିସ୍‌, ୨୦।୧୦: ଯେମିତି ଆଡ଼ମ୍ବର ସହକାରେ ହୋଇଥିଲା ଆବାହନ, ଠିକ୍‌ ସେମିତି ଭାବୋଦ୍ଦୀପକ ଢଙ୍ଗରେ ମେଲାଣି ନେଇଛନ୍ତି ଧନଦାତ୍ରୀ। ଅଶ୍ରୁସଜ୍ଜଳ ଆଖିରେ ମା’ଙ୍କୁ ବିଦାୟ ଦେଇଛନ୍ତି…