ଶୁକ୍ରବାରଠାରୁ ପୁଣି ଲକ୍‌ଡାଉନ ଆରମ୍ଭ

ପ୍ୟାରିସ୍‌, ୨୯।୧୦: ଫ୍ରାନ୍ସ୍‌ରେ କରୋନା ମହାମାରୀ ସଂକ୍ରମଣ ପୁଣି ଥରେ ଫେରିଛି। ଏହାକୁ ଦୃଷ୍ଟିରେ ରଖି ଏଠାରେ ଶୁକ୍ରବାରଠାରୁ ପୁଣି ଲକ୍‌ଡାଉନ୍‌ ଆରମ୍ଭ ହେବ। ଏ ସମ୍ପର୍କରେ…

ଜଳ ସଂରକ୍ଷଣ ପାଇଁ ଦେଓଘର ସତ୍‌ସଙ୍ଗ ଆଶ୍ରମକୁ ‘ରାଷ୍ଟ୍ରୀୟ ଜଳ ପୁରସ୍କାର’

ଦେଓଘର, ୨୯।୧୦: ଜଳ ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଝାଡ଼ଖଣ୍ଡର ଦେଓଘର ସତ୍‌ସଙ୍ଗ ଆଶ୍ରମକୁ ‘ରାଷ୍ଟ୍ରୀୟ ଜଳ ପୁରସ୍କାର-୨୦୧୯’ ପ୍ରଦାନ କରାଯିବ। ଭାରତ ସରକାରଙ୍କ ଜଳ…

ନକଲି ସୁନାଇଟା ଦେଇ ୫ ଲକ୍ଷ ଠକେଇ

ଚୌଦ୍ୱାର,୨୯।୧୦(ଡି.ଏନ୍‌.ଏ.):  ଜଣେ ସୁନା ବ୍ୟବସାୟୀଙ୍କୁ ନକଲି ସୁନାଇଟା ଦେଇ ୫ଲକ୍ଷ ଟଙ୍କା ଠକେଇ କରିବା ଅଭିଯୋଗରେ ଚୌଦ୍ୱାର ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।…

ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ

ଅହମଦାବାଦ୍‌,୨୯।୧୦:ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୯୨ ବର୍ଷ ହୋଇଥିଲା। ନିଃଶ୍ୱସାପ୍ରଶ୍ୱାସ ନେବାରେ ଅସୁବିଧା ଅନୁଭବ କରିବାରୁ ଗୁରୁବାର ସକାଳେ ତାଙ୍କୁ…

ବିପଦ ସାଜିଲା ବ୍ଲୁ ଫ୍ଲାଗ୍‌ ବିଚ୍‌

ପୁରୀ ଅଫିସ,୨୯।୧୦: ବ୍ଲୁ ଫ୍ଲାଗ ବିଚ୍‌ ବାଥିଂ ଜୋନ୍‌ରେ ଗାଧୋଉଥିବାବେଳେ ବୁଡ଼ିଯାଇଥିବା ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତଦେହ ବୁଧବାର ହୋଟେଲ ପିଙ୍କ୍‌ ହାଉସ୍‌ ପଛ ସମୁଦ୍ରରୁ…

ଶିଳ୍ପୀ ସମ୍ବର୍ଦ୍ଧନାରେ ଅବହେଳା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ):  ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ଧର୍ମପଦ ପୁରସ୍କାର ସହ ଶିଳ୍ପୀ ସମ୍ବର୍ଦ୍ଧନା ପ୍ରଦାନ କରାଯାଉଛି।…

ବାୟୁ ପ୍ରଦୂଷଣ କଲେ କୋଟିଏ ଜରିମାନା, ୫ ବର୍ଷ ଜେଲ

ନୂଆଦିଲ୍ଲୀ, ୨୯।୧୦: ଦିଲ୍ଲୀରେ ବାୟୁ ପ୍ରଦୂଷଣସ୍ତର ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଦିଲ୍ଲୀ…

ପୁଣି ରାଜ୍ୟରେ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୧୩ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୯୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ…

CORONAVIRUS UPDATE: ରାଜ୍ୟରେ ୧୬୧୭ ନୂଆ ପଜିଟିଭ୍‌ ଚିହ୍ନଟ, କମୁଛି ସଂଖ୍ୟା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୬୧୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭୦୯୯କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ…

ରାଗିଲେ ମାୟାବତୀ: ସମାଜବାଦୀ ପାର୍ଟିକୁ ହରାଇବାକୁ ଭାଜପାକୁ ଦେବେ ଭୋଟ

ଲକ୍ଷ୍ନୌ,୨୯ ।୧୦: ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀ ଗୁରୁବାର ଏକ ବଡ ବୟାନ ଦେଇଛନ୍ତି । ସେ କହିଛନ୍ତି ଆମ ଦଳ ଲୋକ ସଭା ନିର୍ବାଚନ…

All Rights Reserved