ବିସିସିଆଇ ସଭାପତି, ସମ୍ପାଦକଙ୍କୁ ସମ୍ବର୍ଦ୍ଧିତ କଲା ଓସିଏ

ଭୁବନେଶ୍ୱର, ୧୯ା୧୦(କ୍ରୀଡ଼ା ପ୍ରତିନିଧି): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ୯୧ତମ ବାର୍ଷିକ ସାଧାରଣ ବୈଠକ ମଙ୍ଗଳବାର ମୁମ୍ବାଇଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା କ୍ରିକେଟ ଆସୋସିଏଶନ…

ବିଧାୟକ ମୋକିମ୍‌ଙ୍କୁ ଆଶସ୍ତି ,ଫେବୃଆରୀ ୨୨ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୯।୧୦ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ମିଳିଲା ଆଶସ୍ତି। ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ରହିତାଦେଶ ଲଗାଇଲେ ହାଇକୋର୍ଟ। ଆସନ୍ତା ଫେବୃଆରୀ ୨୨ ତାରିଖରେ…

ବେଞ୍ଜେମା, ପୁଟେଲାସ୍‌ଙ୍କୁ ବାଲନ ଡି’ଅର ପୁରସ୍କାର

ପ୍ୟାରିସ, ୧୯ା୧୦(ଏପି): କରିମ ବେଞ୍ଜେମା ପୁରୁଷ ପ୍ରଥମ ଥର ବାଲାନ ଡି’ଅର ପୁରସ୍କାର ଲାଭ କରିଛନ୍ତି। ସିଜନରେ ରିଅଲ ମାଡ୍ରିଡର ଚାମ୍ପିୟନ୍ସ ଲିଗ୍‌ ଓ ସ୍ପାନିଶ ଟାଇଟଲ…

‘ପଡ଼ିଆରୁ ମିଳିଥିବା ଶିକ୍ଷା ଗୁରୁତ୍ୱପୂର୍ଣ୍ଣ’

କଳିଙ୍ଗ ଷ୍ଟାଡିୟମରେ ପ୍ରଥମଥର ପାଇଁ ଅନୁଷ୍ଠିତ ହୋଇଛି ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ର ଗ୍ରୁପ୍‌ ପର୍ଯ୍ୟାୟ। ଏଠାରେ ଆୟୋଜକ ଭାରତ ଗ୍ରୁପ୍‌ ‘ଏ’ରେ ୩ଟି…

ବନ୍ଧୁକ ଦେଖାଇ ଗାଡିକୁ ଧରି ଚମ୍ପଟ ମାରିଲେ ଦୁର୍ବୃତ୍ତ

କୋଟଗଡ଼,୧୯।୧୦(ଡି.ଏନ.ଏ.): ବନ୍ଧୁକ ଦେଖାଇ ଲୁଟିନେଲେ ଅମୃତଭଣ୍ଡା ବୋଝେଇ ପିକଅପ୍‌ ଭ୍ୟାନ୍‌। କନ୍ଧମାଳ ଜିଲା ବାଲିଗୁଡା ଥାନା ଅଧୀନରେ ଥିବା ଜକିକିଆ ସ୍ଥାନରୁ ଏଭଳି ଏକ ଖବର ସାମ୍ନାକୁ…

ଏନ୍‌ସିବି ଅଧିକାରୀଙ୍କ କାର୍ଯ୍ୟ ସନ୍ଦେହଜନକ ଥିଲା

ମୁମ୍ବାଇ,୧୯ା୧୦: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ପୁଅ ଆର୍ୟନ ଖାନ୍‌ ସମ୍ପୃକ୍ତ ଥିବା କ୍ରୁଜ୍‌ ଜାହାଜ ଡ୍ରାଗ୍ସ ଜବତ ମାମଲାର ତଦନ୍ତରେ ଅନେକ ଅନିୟମିତତା ହୋଇଥବା ନାର୍କୋଟିକ୍‌…

ଦୀପାବଳି ଛୁଟି ପରେ ପ୍ରଦୀପ ପାଣିଗ୍ରାହୀଙ୍କ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୯ା୧୦: ସୁପ୍ରିମକୋର୍ଟରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲା ବିଚାରାଧୀନ ଥିବାରୁ ଏ ସମ୍ପର୍କିତ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରାଯାଇନାହିଁ ବୋଲି ମଙ୍ଗଳବାର ଓଡ଼ିଶା ଲୋକାୟୁକ୍ତ…

ହିମାଚଳ ପ୍ରଦେଶରେ ଭାଜପାର ନୂଆ ପ୍ରାର୍ଥୀ ଚୟନ ସୂତ୍ର, ପରିବାରର ଜଣକୁ ଟିକଟ-୭୫ ବର୍ଷରୁ ଅଧିକଙ୍କୁ ନିର୍ବାଚନ ଲଢ଼ିବା ମନା…

ଶିମଲା,୧୯।୧୦ : ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ୬୨ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ ପାଇଛି। ଅନେକ ଭେଟେରାନ ଏହି ତାଲିକାରେ ସ୍ଥାନ…

ଭୂପେଶ ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧୯ା୧୦: ଦେଶର ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ହେଉଛନ୍ତି ଭୂପେଶ ବଘେଲ। ସରକାର ବିରୋଧୀ ହାଓ୍ବାକୁ ନେଇ ଆଇଏଏନ୍‌ଏସ୍‌-ସିଭୋଟର ପକ୍ଷରୁ ପ୍ରକାଶିତ ତ୍ରୟମାସିକ ରିପୋର୍ଟରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ…

୩୨ ଏକର ଜମିର ମାଲିକ ମାଙ୍କଡ଼

ମୁମ୍ବାଇ: ମହାରାଷ୍ଟ୍ରର ଓସ୍‌ମାନାବାଦ୍‌ର ଉପଲା ଗ୍ରାମବାସୀ ମାଙ୍କଡ଼ଙ୍କ ନାଁରେ ୩୨ ଏକର ଜମି ରେଜିଷ୍ଟର କରିଛନ୍ତି। ଶତାଧିକ ମାଙ୍କଡ଼ ଏହି ସ୍ଥାନରେ ରହୁଥିବାବେଳେ ଖାଦ୍ୟ ସନ୍ଧାନରେ ସେମାନେ…