ଶେଷହେଲା କଂସ ଦରବାର

ମାଧପୁର,୧୮।୧୦: ଆଠମଲ୍ଲିକ ବ୍ଲକ ମାଧପୁରଠାରେ ଚାଲିଥିବା ଚୌରାଶି ମହାଲକ୍ଷ୍ମୀ ପୂଜା ଅବସରରେ ମହାରାଜ କଂସଙ୍କ ଦରବାର କାର୍ଯ୍ୟକ୍ରମ ରବିବାର ଶେଷ ହୋଇଛି। ଏହି ଅବସରରେ ଷଷ୍ଠ ଦିନରେ…

୧୭୦୦ ଟଙ୍କାରୁ ୧୭ ଲକ୍ଷ

ଢେଙ୍କାନାଳ ଅଫିସ, ୧୮।୧୦: ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ରୌପ୍ୟ ଜୟନ୍ତୀ ସମାରୋହ ପାଳନ କରୁଛି ଢେଙ୍କାନାଳର ଅନ୍ୟତମ ପୁରାତନ ପୂଜା ପ୍ରତିଷ୍ଠାନ ଅରବିନ୍ଦ ବଜାର ମହିଷାପାଟ।…

ପ୍ରଶାସନ ଅକ୍ତିଆରକୁ ଗଲା ଜବରଦଖଲ ଜମି

ବଇଣ୍ଡା,୧୮।୧୦(ଡି.ଏନ୍‌.ଏ.): ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଅଞ୍ଚଳରେ ସରକାରୀ ଜମି ଜବରଦଖଲ ବୃଦ୍ଧି ପାଉଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢୁଛି। କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ଏକ…

ପୁଣେରେ ଓମିକ୍ରନ୍‌ର ସବ୍‌ଭାରିଆଣ୍ଟ ବିକ୍ୟୁ.୧ ପ୍ରଥମ ମାମଲା ଚିହ୍ନଟ

ପୁଣେ,୧୮।୧୦: ଭାରତରେ ଓମିକ୍ରନ୍‌ କୋଭିଡ -୧୯ର ସବ୍‌ଭାରିଆଣ୍ଟ ବିକ୍ୟୁ.୧ର ପ୍ରଥମ ମାମଲା ଚିହ୍ନଟ ହୋଇଛି। ପୁଣେରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଠାରେ ଏହି ଭାରିଆଣ୍ଟ ଚିହ୍ନଟ ହୋଇଥିବା…

ନିଯୁକ୍ତି ଦାବି କଲେ ଛଟେଇ ଶ୍ରମିକ

ତାଳଚେର,୧୮।୧୦(ନି.ପ୍ର.): ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲର ପୁରୁଣା ପ୍ଲାଣ୍ଟରେ କାର୍ଯ୍ୟରତ ତାଳଚେର ପୌରାଞ୍ଚଳର ଶ୍ରମିକଙ୍କୁ ଛଟେଇ କରାଯାଇଥିଲା। ସମ୍ପୃକ୍ତ ଶ୍ରମିକମାନେ ପୁନଃନିଯୁକ୍ତି ଦାବି କରିଛନ୍ତି। ଏ ନେଇ…

ରୁଷିଆ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ୧୩ ମୃତ

ମସ୍କୋ,୧୮।୧୦: ରୁଷିଆର ସୁପରସୋନିକ ଯୁଦ୍ଧ ବିମାନ ୟୁକ୍ରେନ ସୀମା ନିକଟ ଦକ୍ଷିଣ ରୁଷିଆର ୟେସ୍କ ସହରର ଏକ ଆବାସିକ କୋଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ତିନି…

ବାତ୍ୟା ଆଶ୍ରୟ ସ୍ଥଳୀରେ ବିତୁଛି ୨୪ ପରିବାରଙ୍କ ଜୀବନ

ପାରଳାଖେମୁଣ୍ଡି,୧୮ା୧୦(ଡି.ଏନ୍‌.ଏ.): ତିତ୍‌ଲି ମହାବାତ୍ୟାକୁ ଚାରିବର୍ଷ ବିତିଛି। ହେଲେ ଆଜିବି ପାରଳାଖେମୁଣ୍ଡି ପୌରପାଳିକା ଅଞ୍ଚଳରେ ୨୪ ପରିବାର ବାସହରା ହୋଇ ସ୍କୁଲ ଘରେ ଅସ୍ଥାୟୀ ବାତ୍ୟା ଆଶ୍ରୟ ସ୍ଥଳିରେ…

ଧାମନଗର ଉପନିର୍ବାଚନ: ଆଜିଠୁ ପ୍ରଚାର ଜୋରଦାର

ଭଦ୍ରକ ଅଫିସ,୧୮।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଏବେ ସରଗରମ। ସୋମବାର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ଥିବା ବେଳେ…

ଚାଷଜମି, ଭିଟାମାଟି ଛାଡ଼ିବାକୁ ୩ ଗ୍ରାମବାସୀ ନାରାଜ

ଆର.ଉଦୟଗିରି,୧୮ା୧୦(ଡି.ଏନ.ଏ.): ୨୦୧୮ରେ ହୋଇଥିବା ତିତ୍‌ଲି ବାତ୍ୟାରେ ଆର.ଉଦୟଗିରି ବ୍ଲକ ଅନଗାଁ ପଞ୍ଚାୟତର କିମ୍ବସିଂ, ବଡିହର ଓ ଦଳେଇସାହି ଗାଁର କ୍ଷତିଗ୍ରସ୍ତ ହୋଇଥିଲା। ୩ ଖଣ୍ଡ ଗାଁରେ ପ୍ରାୟ…

ଅତିରିକ୍ତ ଦାୟିତ୍ୱରେ ଯନ୍ତ୍ରୀ, କାର୍ଯ୍ୟ ବାଧାପ୍ରାପ୍ତ

ଭଞ୍ଜନଗର,୧୮।୧୦(ଡି.ଏନ.ଏ) ବାବୁଲା ପ୍ରଧାନ: ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଜଳ ଯୋଗାଣ (ଆର୍‌ଡବ୍ଳୁଏସ୍‌ଏସ୍‌)ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ ଥିବା ୧୧ ବ୍ଲକ ଏବଂ ୨ଟି ଏନ୍‌ଏସିକୁ ପାଇପ…