ସନ୍ତୋଷଜନକ ହେଉନି ଶିକ୍ଷାଦାନ

ବଇଣ୍ଡା,୨୬ା୮ (ଡି.ଏନ.ଏ.): ବିଦ୍ୟାଳୟ ଭିତ୍ତିଭୂମିରେ କରାଯାଇଛି ବଡ଼ ପରିବର୍ତ୍ତନ। ସ୍ମାର୍ଟ ହୋଇଛି ଶିକ୍ଷାନୁଷ୍ଠାନ। ହେଲେ ଶିକ୍ଷାଦାନକୁ ନେଇ ସନ୍ତୁଷ୍ଟ ନୁହନ୍ତି ଛାତ୍ରୀଛାତ୍ର କି ଅଭିଭାବକ। କାରଣ ବିଦ୍ୟାଳୟରେ…

କଂଗ୍ରେସରୁ ଇସ୍ତଫା ଦେଲେ ଗୁଲାମ ନବୀ ଆଜାଦ

ନୂଆଦିଲ୍ଲୀ,୨୬।୮: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ଦଳରୁ ଇସ୍ତଫା ଦେଇଛନ୍ତି। ଆଜାଦ କଂଗ୍ରେସର ସଭାପତି ସୋନିଆ ଗାନ୍ଧୀଙ୍କ ନିକଟକୁ ପାଞ୍ଚ ପୃଷ୍ଠାର ଇସ୍ତଫା ପତ୍ର…

୬ ମାସରେ ଗଲାଣି ୧୮୬ ଜୀବନ

ଛତ୍ରପୁର,୨୬୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ ସଡକ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛିା ଏପରିକି ରାଜ୍ୟରେ ସର୍ବାଧିକ ଦୁର୍ଘଟଣା ଏହି ଜିଲାରେ ହୋଇଛି। ମିଳିଥିବା ସୂଚନା ଅନୁସାରେ,…

ଛାତ୍ରୀଙ୍କୁ ଅସଦାଚରଣ କରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

ବଲାଙ୍ଗୀର ଅଫିସ୍‌/ଦେଓଗଁା,୨୬ା୮(ଡି.ଏନ୍‌.ଏ.): ସ୍କୁଲରେ ପ୍ରଧାନଶିକ୍ଷକ ୫ଜଣ ଛାତ୍ରୀଙ୍କୁ ଦୀର୍ଘଦିନ ଧରି ଅସଦାଚରଣ କରିଆସୁଥିଲେ। ବଲାଙ୍ଗୀର ଜିଲା ଦେଓଗଁା ଥାନା ମୁରସିଂହ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଘଟଣା…

ମାଟି ମୂର୍ତ୍ତିର କମିଛି, ପ୍ଲାଷ୍ଟର ପ୍ୟାରିସ ମୂର୍ତ୍ତିର ବଢ଼ିଛି ଚାହିଦା

ପାରଳାଖେମୁଣ୍ଡି,୨୫ା୮ (ଡି.ଏନ୍‌.ଏ): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ କଞ୍ଚା ମାଟିରେ ତିଆରି ମୂର୍ତ୍ତୀ ବ୍ୟବସାୟ କ୍ରମଶଃ କମୁଥିବାବେଳେ ପ୍ଲାଷ୍ଟର ପ୍ୟାରିସ ମୂର୍ତ୍ତି ଚାହିଦା ବୃଦ୍ଧି…

ଅପରେଶନ ‘ଦମନ’ରେ ମଶା ନିପାତ

ବ୍ରହ୍ମପୁର ଅଫିସ,୨୬ା୮: ଗଞ୍ଜାମ ଜିଲାରେ ବିଗତ ବର୍ଷରେ ମ୍ୟାଲେରିଆ ମହାମାରୀ ଭାବେ ବ୍ୟାପିଥିଲା। ଜିଲା ସ୍ବାସ୍ଥ୍ୟ ବିଭାଗର ଉଦ୍ୟମ ଯୋଗୁ ଏବେ ମ୍ୟାଲେରିଆ ନିୟନ୍ତ୍ରଣକୁ ଆସିଛି। ମ୍ୟାଲେରିଆ…

ସୁପ୍ରିମକୋର୍ଟରୁ ଯୋଗୀ ଆଦିତ୍ୟନାଥଙ୍କୁ ମିଳିଲା ଆଶ୍ୱସ୍ତି

ନୂଆଦିଲ୍ଲୀ,୨୬।୮: ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ଉତ୍ତେଜନାମୂଳକ ଭାଷଣ ମାମଲାରେ ଯୋଗୀଙ୍କ ବିରୋଧରେ ମାମଲା ରୁଜୁ ଆବେଦନକୁ ଖାରଜ କରିଦେଇଛନ୍ତି।…

ଜଙ୍ଗଲରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ

କର୍ଲାମୁଣ୍ଡା,୨୬ା୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ରାସ୍ତାର ଅଲାତରା ସନ୍ନିକଟ ସୁନାମୁଖୀ ଜଙ୍ଗଲରେ ଜଣେ ଯୁବକର ମୁଣ୍ଡବିହୀନ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଶୁକ୍ରବାର ସକାଳେ ଖବର ପାଇ…

ପରିବାରର ୫ ଜଣଙ୍କୁ ହତ୍ୟା କରି ଜୀବନ ହାରିଲେ କଲେ ଯୁବକ

ଅମ୍ବାଲା,୨୬।୮: ହରିୟାଣାର ଅମ୍ବାଲା ସହରରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାରର ୫ ଜଣଙ୍କୁ ହତ୍ୟା କରି ନିଜେ ଆତ୍ମହତ୍ୟା କରିଛନ୍ତି ଜଣେ…

ରକ୍ତ ଜୁଡୁବୁଡୁରେ ରଙ୍ଗମିସ୍ତ୍ରୀଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବଲାଙ୍ଗୀର ଅଫିସ, ୨୬।୮: ବଲଙ୍ଗୀର ଜିଲା ସ୍ଥାନୀୟ ହାତୀଶାଳପଡା ଫରେଷ୍ଟ କଲୋନୀରୁ ଶୁକ୍ରବାର ଜଣେ ରଙ୍ଗମିସ୍ତ୍ରୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର କରାଯାଇଛି। ମୃତ ରଙ୍ଗମିସ୍ତ୍ରୀ ଜଣକ…