ନବୀନଙ୍କ ଜନ୍ମଦିନରେ ରକ୍ତଦାନ କଲେ ସଂଖ୍ୟାଲଘୁ ମହିଳା, ପୁରୁଷ

ନିଶ୍ଚିନ୍ତକୋଇଲି,୧୬ା୧୦(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ସୁକରପଡ଼ା ଡାକବଙ୍ଗଳାରେ ନିଶ୍ଚିନ୍ତକୋଇଲି ସଂଖ୍ୟାଲଘୁ ସେଲ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ…

ଚର୍ଚ୍ଚିତ ଅଜିମଙ୍କୁ ମିଳିଗଲା ଜୀବନ ସାଥୀ

ଶାମଲି,୧୬।୧୦: ଉତ୍ତର ପ୍ରଦେଶରେ ଶାମଲି ଜିଲାର ଅଢ଼େଇ ଫୁଟ୍‌ର ଲୋକପ୍ରିୟ ବ୍ୟକ୍ତି ଅଜିମ ମାନସୁରୀଙ୍କ ଇଚ୍ଛା ଶେଷରେ ପୂରଣ ହୋଇଛି। ଅଜିମଙ୍କୁ ତାଙ୍କ ଜୀବନ ସାଥୀ ମିଳିଛି।…

ନାଳ ନିକଟରେ ପଡ଼ିଥିଲା ନବଜାତକ, କାନ୍ଦ ଶବ୍ଦ ଶୁଣି ଉଦ୍ଧାର କଲେ ଗ୍ରାମବାସୀ

କେନ୍ଦୁଝର,୧୬ା୧୦(ସ୍ବ.ପ୍ର.): ପଣ୍ଡାପଡ଼ା ଥାନା ଅନ୍ତର୍ଗତ ତେନ୍ତଳାପଶି ପଞ୍ଚାୟତ ଗୋପୀନାଥପୁର ଗାଁ ନିକଟ ଅଶୋକଝରଣ ନାଳରୁ ଅସହାୟ ଅବସ୍ଥାରେ ପଡ଼ିଥିବା ଏକ ନବଜାତ ଶିଶୁପୁତ୍ରକୁ ଗ୍ରାମବାସୀ ଉଦ୍ଧାର କରିଛନ୍ତି।…

‘କେଜ୍‌ରିଓ୍ବାଲଙ୍କୁ ଗାଦି ଛାଡିବାକୁ ପଡିବ’

ନୂଆଦିଲ୍ଲୀ,୧୬।୧୦: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡା ରବିବାର ଦିଲ୍ଲୀର ରାମଲିଲା ମଇଦାନରୁ ଏମସିଡି ନିର୍ବାଚନ ବିଗୁଲ ବଜାଇଛନ୍ତି। ସେ ‘ପଞ୍ଚ ପରମେଶ୍ୱର ସମ୍ମିଳନୀ’କୁ…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପାଳି କେକ୍‌ ଖାଇଲେ ଦଳୀୟ କର୍ମୀ

ନିରାକାରପୁର,୧୬ା୧୦(ଡି.ଏନ୍‌.ଏ.): ନିରାକାରପୁର-ବଡ଼ପୋଖରିଆ ପଞ୍ଚାୟତର ୯ ନଂ ଜୋନ୍‌ ଜିଲା ପରିଷଦ ସଭ୍ୟା ମିତାଞ୍ଜଳି ବଳିୟାରସିଂଙ୍କ ନେତୃତ୍ୱରେ ପଞ୍ଚାୟତ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୭ତମ ଜୟନ୍ତୀ ପାଳିତ…

ଆଇପିଏଲ ୨୦୨୩ ନିଲାମ ତାରିଖ ଘୋଷଣା

ନୂଆଦିଲ୍ଲୀ,୧୬।୧୦: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ପରବର୍ତ୍ତୀ ସିଜନର ନିଲାମ ପାଇଁ ତାରିଖ ଘୋଷଣା କରାଯାଇଛି। ଆଇପିଏଲ ୨୦୨୩ ନିଲାମ ପ୍ରକ୍ରିୟା ବେଙ୍ଗାଲୁରୁରେ ୧୬ ଡିସେମ୍ବରରେ ଅନୁଷ୍ଠିତ…

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଭାରତକୁ ମିଳିଗଲା ଦ୍ୱିତୀୟ ଧୋନୀ

ନୂଆଦିଲ୍ଳୀ,୧୬।୧୦: ଟି-୨୦ ବିଶ୍ୱକପ ୨୦୨୨ ଆରମ୍ଭ ହୋଇଛି। ଅକ୍ଟୋବର ଏଥି ସହିତ ଟିମ ଇଣ୍ଡିଆ ୨୩ ଅକ୍ଟୋବର ପାକିସ୍ତାନ ବିପକ୍ଷରେ ପ୍ରଥମ ମ୍ୟାଚ ଖେଳିବ। ଟିମ ଇଣ୍ଡିଆର…

ନବୀନଙ୍କ ଜନ୍ମଦିନରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ

ପାଟଣା,୧୬ା୧୦(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୭ତମ ଜନ୍ମଦିନ ଅବସରରେ ଓଡ଼ିଶା ମୋ’ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ବିଜୁ ଯୁବଛାତ୍ର ଜନତା ଦଳ ପକ୍ଷରୁ ରବିବାର କେନ୍ଦୁଝର…

ସିବିଆଇରୁ ସମନ ପାଇବା ପରେ ସିସୋଡିଆ କହିଲେ ମୁଁ ଆସିବି, ସତ୍ୟମେବ ଜୟତେ

ନୂଆଦିଲ୍ଲୀ,୧୬ ।୧୦: ଅବକାରୀ ଘୋଟାଲା ମାମଲାରେ ସିବିଆଇ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ସୋମବାର ୧୧ଟାରେ ପଚରାଉଚରା ପାଇଁ ଡାକିଛି । ଏହି ସମନ ମିଳିବା ପରେ…

ଅନୁସନ୍ଧାନୀ ମୂଷା

ବିଭିନ୍ନ ପ୍ରାକୃତିକ ଦୁର୍ବିପାକରେ ଫଶି ଯାଇଥିବା ବ୍ୟକ୍ତି ହୁଅନ୍ତୁ ଅବା ବୋମାର ସନ୍ଧାନ, ଏସବୁରେ ଅନୁସନ୍ଧାନୀ କୁକୁରର ଥାଏ ବେଶ୍‌ ଗୁରତ୍ୱପୂର୍ଣ୍ଣ ଭୂମିକା। ତେବେ ‘ଅପୋପୋ’ ନାମକ…