ଭବାନୀପାଟଣା,୨୪ା୮(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ସିଏଚ୍ସି କନିଷ୍ଠ କିରାଣି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର କନିଷ୍ଠ କିରାଣି ଏମ୍ ଦିବ୍ୟଜ୍ୟୋତି ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି।…
ନୂଆଦିଲ୍ଲୀ,୨୪।୮: ଅଭିନେତ୍ରୀ ତଥା ହରିୟାଣାର ଭାଜପା ନେତ୍ରୀ ସୋନାଲି ଫୋଗଟଙ୍କର ହୃଦ୍ଘାତରେ ମୃତ୍ୟୁ ହୋଇନାହିଁ, ତାଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ତାଙ୍କ…
ନୂଆଦିଲ୍ଲୀ,୨୪।୮: ୨୦୧୯ ଲୋକ ସଭା ନିର୍ବାଚନ ପରଠାରୁ କଂଗ୍ରେସ ଦଳର ପୂର୍ଣ୍ଣକାଳୀନ ସଭାପତି କିଏ ହେବ ସେନେଇ ଚର୍ଚ୍ଚା ଜାରି ରହିଛି। ସୋନିଆ ଗାନ୍ଧୀ କଂଗ୍ରେସର ସଭାପତି…
ବଲାଙ୍ଗୀର ଅଫିସ,୨୪ା୮: ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ଲୋଇସିଂହା ଆଇଆଇସି ସଂଗ୍ରାମ ପଟ୍ଟନାୟକ। ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆଇଆଇସିଙ୍କୁ କାବୁ କରିଛି ବରଗଡ଼…
ବରଗଡ଼ ଅଫିସ,୨୪ା୮: ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ। ଏହି ଯାତ୍ରା ଦୀର୍ଘ ୧୧ ଦିନ ବ୍ୟାପୀ ୨୦୨୩…
ଭାରତୀୟ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଜଣେ ବଡ ଅଭିନେତା ହେଉଛନ୍ତି ରଜନୀକାନ୍ତ। ସେ ରୋବଟ, ଲିଙ୍ଗା, ଶିବାଜୀ ଦି ବସ ଏବଂ ୨.୦ ଭଳି ଏକରୁ ଅଧିକ ବ୍ଲକବଷ୍ଟର…
ବାଲିଗୁଡ଼ା,୨୪ା୮(ଡି.ଏନ୍.ଏ.): ସମ୍ପର୍କୀୟଙ୍କ ଶୁଦ୍ଧି କାର୍ଯ୍ୟରେ ଯୋଗଦେବାକୁ ଯାଉଥିବା ବେଳେ ଅଘଟଣ ଘଟିଛି। ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହେବାରୁ ୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ବାଲିଗୁଡ଼ା ଉପଖଣ୍ଡ…
କୋକସରା,୨୪ା୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଛକ ବସ୍ଷ୍ଟାଣ୍ଡର ଦୁର୍ଗାମଣ୍ଡପ ନିକଟରେ ବୁଧବାର ଜଣେ ଯୁବକଙ୍କ ମୃତଦେହ ରହିଥିବା ଦେଖି ସ୍ଥାନୀୟ ଲୋକେ ମୋଟେର ଫାଣ୍ଡି…
ପାଟନା,୨୪।୮: ଭାଜପା ସହ ମେଣ୍ଟ ଭାଙ୍ଗି ପୁଣି ନୂଆ ସରକାର ଗଢ଼ିବା ପଛରେ ନୀତିଶ କୁମାରଙ୍କ ମହତ୍ତ୍ୱାକାଂକ୍ଷା ଥିବା କୁହାଯାଇଥିଲା। ତାଙ୍କର ପ୍ରଧାନମନ୍ତ୍ରୀ ହେବାର ଅଭିଳାଷ ଥିବା…
ଭୁବନେଶ୍ୱର,୨୪ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୩ ନାମଲେଖା ଅବଧି ବଢ଼ାଇ ଦିଆଯାଇଛି। ଅନ୍ଲାଇନ ସିଏଫ୍ ଆବେଦନ ଶେଷ ତାରିଖ ଅଗଷ୍ଟ ୨୫ରୁ ସେପ୍ଟେମ୍ବର…