ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୪।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ…

କେନ୍ଦୁଝର ମେଡିକାଲ କଲେଜରେ ୧୦୦ ସିଟ୍‌କୁ ଅନୁମତି

କେନ୍ଦୁଝର,୨୪।୮(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ସହର ନିକଟ କବିତାଠାରେ ନୂତନ ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ହୋଇଥିବା ବେଳେ ଚଳିତ ବର୍ଷଠାରୁ ୧୦୦ଜଣ ଛାତ୍ରୀଛାତ୍ରଙ୍କ ନାମ ଲେଖିବା ନେଇ ଅନୁମତି…

ଉପକୂଳରେ ଝିପିଝିପି ବର୍ଷା

ଭୁବନେଶ୍ୱର,୨୪।୮(ବ୍ୟୁରୋ): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ବୁଧବାର ଉତ୍ତର ବଙ୍ଗୋପସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି l ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୫.୮…

ମନ୍ଦିରରେ ମୁସଲମାନ ମନ୍ତ୍ରୀଙ୍କ ସହ ନୀତୀଶ

ପାଟନା,୨୪।୮: ଗୟାର ବିଶ୍ୱ ପ୍ରସିଦ୍ଧ ବିଷ୍ଣୁପଦ ମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ ଉପରେ ବାରଣ ରହିଥିବାବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କ କ୍ୟାବିନେଟରେ ଜଣେ ମୁସଲମାନ ମନ୍ତ୍ରୀଙ୍କୁ…

ଡ୍ରଗ୍ସ ଟେଷ୍ଟରେ ପ୍ରଧାନମନ୍ତ୍ରୀ ପାସ୍‌

ହେଲସିଙ୍କି,୨୪।୮: ଏକ ପାର୍ଟିରେ ଫିନ୍‌ଲାଣ୍ଡ ପ୍ରଧାନମନ୍ତ୍ରୀ ସନ୍ନା ମରିନ୍‌ ନାଚଗୀତ କରୁଥିବାର ଫଟୋ ଭିଡିଓ ଭାଇରାଲ ହେବା ପରେ ତାଙ୍କୁ ସମାଲୋଚନାର ସାମ୍‌ନା କରିବାକୁ ପଡ଼ିଥିଲା। ପ୍ରଧାନମନ୍ତ୍ରୀ…

ଭିନ୍ନକ୍ଷମ ନାବାଳିକାଙ୍କୁ ୮ବର୍ଷ ଧରି ନିର୍ଯାତନା ଦେଉଥିଲେ ଭାଜପା ନେତ୍ରୀ

ରାଞ୍ଚି,୨୪।୮: ଭାଜପାର ଜଣେ ନେତ୍ରୀଙ୍କ ଘରେ ଦୀର୍ଘବର୍ଷ ଧରି ବନ୍ଧକ ଥିବା ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ପୋଲିସ ଉଦ୍ଧାର କରିଛି। ସୁନୀତା ନାମ୍ନୀ ଉକ୍ତ ନାବାଳିକାଙ୍କୁ ସୀମା…

ଜଗନ୍ନାଥପ୍ରସାଦରେ ଖୋଲିବ ଜେଏମ୍‌ଏଫ୍‌ସି କୋର୍ଟ

ଭଞ୍ଜନଗର,୨୩ା୮(ଡି.ଏନ୍‌.ଏ.) ଜଗନ୍ନାଥପ୍ରସାଦରେ ଜେଏମ୍‌ଏଫସି କୋର୍ଟ ଆସନ୍ତା ୩୧ ତାରିଖରେ ଉଦ୍‌ଘାଟିତ ହେବ। ନିଜସ୍ବ କୋଠା ନିର୍ମାଣ ହୋଇ ନ ଥିବା ଯୋଗୁ ରାଜସ୍ବ ବିଭାଗ ଡାକ ବଙ୍ଗଳାରେ…

୪ ଆଧାର କାର୍ଡରେ ବସ୍ତାଏ ୟୁରିଆ

ନୟାଗଡ଼ ଅଫିସ,୨୪।୮: ନୟାଗଡ଼ ଜିଲାରେ ସରକାରୀ ଦରରେ ୟୁରିଆ ସାର ମିଳୁନି । ଜାଣି ଶୁଣି ୟୁରିଆ ସାରର କୁତ୍ରିମ ଅଭାବ ସୃଷ୍ଟି କରାଯାଉଛି। ୨ରୁ ୪ଜଣ…

କେନ୍ଦ୍ରମନ୍ତ୍ରୀଙ୍କୁ ଭୁଲ୍‌ ପ୍ରମାଣ କରିବାକୁ ବିଜେଡି, ଭାଜପାର ଉଦ୍ୟମ

ଭୁବନେଶ୍ବର, ୨୪।୮(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ରାମଦାସ ଅଠଓ୍ବାଲେଙ୍କ ମନ୍ତବ୍ୟକୁ ନେଇ ଉଭୟ ବିଜେଡି ଏବଂ ଭାଜପାକୁ ବିରୋଧୀ କଡ଼ା ଭାଷାରେ ସମାଲୋଚନା କରିଛନ୍ତି। ଅନ୍ୟପଟେ ଭାଜପା କେନ୍ଦ୍ରମନ୍ତ୍ରୀ ତାଙ୍କ…

ଟାଙ୍ଗର ପଡ଼ିଆରେ ହେବ ଖଣି ଅଞ୍ଚଳର ଟ୍ରକ୍‌ ପାର୍କିଂ

କାଳିଆପାଣି,୨୪ା୮(ଡି.ଏନ.ଏ.): ସୁକିନ୍ଦା ଖଣି ଅଞ୍ଚଳରେ କ୍ରୋମାଇଟ ପରିବହନ ପାଇଁ ଆସୁଥିବା ଟ୍ରକ୍‌ଗୁଡ଼ିକ ପାଇଁ ଟାଙ୍ଗର ପଡ଼ିଆରେ ହେବ ପାର୍କିଂ ବ୍ୟବସ୍ଥା। ଟ୍ରାଫିକ ସମସ୍ୟା ଦୂର କରିବା ସହ…