ବର୍ଷାରେ ଧସିଲା କାନ୍ଥ: ଅଳ୍ପକେ ବର୍ତ୍ତିଲେ ପରିବାର

ଜମନକିରା,୨୨।୮: ସମ୍ବଲପୁର ଜିଲା ଜମନକିରା ବ୍ଲକ ବଡ଼ମାଳ ପଞ୍ଚାୟତ ନୂଆଡିହି ଗ୍ରାମରେ ବର୍ଷା ଯୋଗୁ ଘର ଧସି ଯାଇଛି। ତେବେ ଭାଗ୍ୟବଶତଃ ସପରିବାର ଅନ୍ୟ କୋଠରୀ ପଟେ…

ଓଡ଼ିଶା: ଆଜିର ଫଟୋ ( ଅଗଷ୍ଟ ୨୨, ୨୦୨୨ )

କଟକ କୁମ୍ଭାର ସାହିରେ ଶ୍ରୀଗଣେଶଙ୍କ ପ୍ରତିମାକୁ ରଙ୍ଗ ତୁଳିରେ ରୂପରେଖ ଦେଉଛନ୍ତି ଶିଳ୍ପୀ ଲଗାଣ ବର୍ଷାରେ କଟକ ଚାନ୍ଦିନି ଚୌକ ବେଲଭିଉ ଛକ ରାସ୍ତା ଶୋଚନୀୟ ହୋଇପଡ଼ିଛି…

ଚାଷ ଜମିକୁ ଯିବା ହେଲା କାଳ, ବୁଡିଗଲେ ୨ ଶିଶୁ

ବାଲିଗୁଡା,୨୨।୮:(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ଜାର୍ଗୀ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଚାଷ ଜମିରେ ବୁଡି ୨ ଶିଶୁଙ୍କ…

ରେଙ୍ଗାଳିରୁ ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ

କଣିହା,୨୨।୮(ଡି.ଏନ୍‌.ଏ.): ଅନୁଗୋଳ ରେଙ୍ଗାଳି ଡ୍ୟାମରୁ ବର୍ଷର ପ୍ରଥମ ବନ୍ୟାଜଳ ସୋମବାର ଛଡ଼ାଯାଇଛି। ଡ୍ୟାମର କେବଳ ଗୋଟିଏ ଗେଟ (୮ ନଂ.)ଖୋଲା ଯାଇଛି । ୮ ନମ୍ବର ଗେଟ…

ଫୁଟସାଲ ଦଳର ଜର୍ସି ଉନ୍ମୋଚିତ

ଟିଟିଲାଗଡ଼,୨୨ା୮(ଡି.ଏନ.ଏ.): ମହାରାଷ୍ଟ୍ରର ନାସିକସ୍ଥିତ ଡିଭିଜିନାଲ ସ୍ପୋଟର୍‌ସ କମ୍ପ୍ଲେକ୍ସ ପରିସରରେ ଆସନ୍ତା ୨୬ରୁ ୨୯ ପର୍ଯ୍ୟନ୍ତ ଇନ୍‌ଡୋର ୟୁରୋପିଆନ ଗେମ୍‌ର ପଞ୍ଚମ ଫୁଟସାଲ ଜାତୀୟ ଚାମ୍ପିୟନଶିପ ଅନୁଷ୍ଠିତ ହେବ।…

ବନ୍ୟା ଜଳରେ ବୁଡ଼ିଗଲେ ନାବାଳକ: ୩ଘଣ୍ଟା ପରେ ମିଳିଲା ମୃତଦେହ

ବସ୍ତା/ରୂପସା,୨୨।୮(ଡି.ଏନ.ଏ.)- ବାଲେଶ୍ୱର ଜିଲାରେ ବନ୍ୟା ବିଭୀଷିକା ଦେଖାଦେଇଥିବା ବେଳେ ବସ୍ତା ଥାନା ପଳାସିଆ ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟିଛି। ଜଳକା ନଦୀର ଶାଖା ମଟକାଶୋଳ…

ସ୍ବାମୀଙ୍କ ଚିକିତ୍ସା ପାଇଁ ଆସିଥିଲେ ଏମ୍‌କେସିଜି: ଶୋଇଥିଲା ବେଳେ ଲୁଟିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୨୨ା୮: ଏମ୍‌କେସିଜି ହସ୍ପିଟାଲ ମେଡିସିନ ୱାର୍ଡରୁ ଜଣେ ମହିଳାଙ୍କ ଭ୍ୟାନିଟିରୁ ଟଙ୍କା, ବିଭିନ୍ନ କାଗଜପତ୍ର ସହ ମୋବାଇଲ ଚୋରି ହୋଇଛି। ଏନେଇ ସେ ବୈଦ୍ୟନାଥପୁର ଥାନାରେ…

ବିଲରୁ ଘରକୁ ଫେରିବା ବେଳେ ଚାହିଁ ରହିଥିଲା ବିପଦ

ଜଳେଶ୍ବର,୨୨।୮(ଡି.ଏନ୍‌.ଏ.): ବିଲରୁ ଘରକୁ ଫେରୁଥିବା ବେଳେ ଭାସିଗଲେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ବସ୍ତା ଅଞ୍ଚଳ ଜଳକା ନଦୀର ଶାଖା ନଦୀ…

ବସ୍‌-କାର୍‌ ମୁହାଁମୁହିଁ ଧକ୍କା: ୪ ମୃତ

ଗୁରୁଗ୍ରାମ,୨୨।୮: ହରିୟାଣାର ଗୁରୁଗ୍ରାମ-ଫାରୁଖନଗର ରାସ୍ତାରେ ଥିବା ଖେଟାୱାସ ଗ୍ରାମ ନିକଟ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ବସ୍‌-କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ କାର୍‌ରେ ଥିବା…

ଏଏପିର ଗୁଜରାଟ ମିଶନ: ଛୁଟୁଛି ପ୍ରତିଶ୍ରୁତିର ସୁଅ

ଅହମ୍ମଦାବାଦ,୨୨।୮: ଗୁଜରାଟ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ମତା ସେତିକି ସରଗରମ ହେବାରେ ଲାଗିଛି। ଏଭଳି ସ୍ଥିତିରେ ଆମ ଆଦମୀ ପାର୍ଟି(ଏଏପି) ରାଜ୍ୟରେ ସରକାର…