ଏହି ୩ ରାଶିର ପୁରୁଷ ଏକାଧିକ ଥର ପଡ଼ିଥାନ୍ତି ପ୍ରେମରେ; ରୋମାଣ୍ଟିକ୍‌ ସତ୍ତ୍ୱେ ହୃଦୟ ଭାଙ୍ଗେ…

ପ୍ରତ୍ୟେକ ରାଶିର ବ୍ୟକ୍ତିବିଶେଷଙ୍କ ବ୍ୟବହାର ଏବଂ ପସନ୍ଦ-ନାପସନ୍ଦ ଭିନ୍ନ ଭିନ୍ନ। କିଛି ଶାନ୍ତ ସ୍ବଭାବର ହୋଇଥିବା ବେଳେ କିଛି ବହୁତ ରାଗି। ପ୍ରେମକୁ ନେଇ ମଧ୍ୟ ସବୁ…

‘ତୁମେ କେତେ ସୁନ୍ଦର, ମୁଁ ତୁମକୁ ସ୍ପର୍ଶ କରିପାରିବି କି’

ହରାରେ,୨୧।୮: ଆଘାତ ପରେ ଦୀପକ ଚହର ଅନ୍ତର୍ଜାତୀୟ କ୍ରିକେଟରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଛଅ ମାସର ଆଘାତ ପରେ ଜିମ୍ବାୱେ ବିପକ୍ଷ ପ୍ରଥମ ଦିନିକିଆରେ ୩ଟି…

ଚତୁର୍ଥ ଶ୍ରେଣୀ ପଦବୀ ଲିଖିତ ପରୀକ୍ଷାରେ କପି ରୋକିବା ପାଇଁ ୨୫ ଜିଲାରେ ୪ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ, ୧୪୪ ଧାରା ଜାରି…

ଗୁଆହାଟୀ, ୨୧।୮ : ଆସାମ ସରକାରଙ୍କ ବିଭିନ୍ନ ବିଭାଗରେ ଚତୁର୍ଥ ଶ୍ରେଣୀ ପଦବୀ ପାଇଁ ଲିଖିତ ପରୀକ୍ଷା ସମୟରେ ସମ୍ଭାବ୍ୟ କପିକୁ ରୋକିବା ପାଇଁ ରାଜ୍ୟର ୨୫…

୭ ବର୍ଷର ପ୍ରେମ ସମ୍ପର୍କ; ହଠାତ୍‌ ଅଲଗା ହୋଇ ଚମକାଇଥିଲେ

ବମ୍ବେ: ଏକଦା ଅଭିନେତ୍ରୀ ଆଶା ନେଗି ଏବଂ ଅଭିନେତା ରିତ୍ୱିକ ଧନଜାନୀ ଟେଲି ପରଦାର ଲୋକପ୍ରିୟ ଯୋଡ଼ି ଥିଲେ। ଉଭୟଙ୍କ ପ୍ରେମସମ୍ପର୍କ ଗଣମାଧ୍ୟମର ଶିରୋନାମା ପାଲଟୁଥିଲା। ହେଲେ…

ପୁଣି ଫେରିବେ ଚାଷୀ ସଂଗଠନ, ପୋଲିସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ…

ନୂଆଦିଲ୍ଲୀ, ୨୧।୮ : ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)ର ଗ୍ୟାରେଣ୍ଟି ସହିତ ଅନେକ ଦାବି ସହିତ ଚାଷୀ ସଂଗଠନ ପୁଣି ଥରେ ଦିଲ୍ଲୀ ଫେରିବାକୁ ଯୋଜନା କରୁଛନ୍ତି।…

ନାଁ ବଦଳାଇବେ ଆଲିଆ

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ ଖୁବ୍‌ଶୀଘ୍ର ତାଙ୍କ ନାଁ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଆଲିଆ ତାଙ୍କ ନାଁରେ ସ୍ବାମୀ ରଣବୀର କପୁରଙ୍କ ସର୍‌ନେମ ଯୋଡ଼ିବେ। ଆଲିଆ-ରଣବୀର ୨୦୨୨…

ଏସପିଜିରେ ସାମିଲ ହେବେ ଦେଶୀ କୁକୁର ପ୍ରଜାତି…

ନୂଆଦିଲ୍ଲୀ, ୨୧।୮ : ପ୍ରଧାନମନ୍ତ୍ରୀ ତଥା ରାଷ୍ଟ୍ରପତିଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ସ୍ବତନ୍ତ୍ର ସୁରକ୍ଷା ଦଳ (ଏସପିଜି) କର୍ନାଟକର ଏକ ଦେଶର ପ୍ରଜାତିର କୁକୁର ମୁଧୋଲ ହାଉଣ୍ଡକୁ…

ଗାଜିପୁର ବର୍ଡରରେ ରାକେଶ ଟିକାଏତ ଗିରଫ, ବିକେୟୁ ସଦସ୍ୟଙ୍କୁ ସତର୍କ ରହିବାକୁ ସୂଚନା…

ନୂଆଦିଲ୍ଲୀ, ୨୧।୮ : ଦିଲ୍ଲୀର ଗାଜିପୁର ବର୍ଡରରେ ଭାରତୀୟ କିଷାନ ୟୁନିଅନ(ବିକେୟୁ)ର ଜାତୀୟ ମୁଖପାତ୍ର ଚୌଧୁରୀ ରାକେଶ ଟିକାଏତଙ୍କୁ ଗିରଫ କରାଯାଇଛି। ତାଙ୍କ ଗିରଫ ହେବା ପରେ…

ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍‌କା, ଆନନ୍ଦ ଶର୍ମା ଦେଲେ ଇସ୍ତଫା…

ନୂଆଦିଲ୍ଲୀ, ୨୧।୮ : ହିମାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା ମିଳିଛି। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଆନନ୍ଦ ଶର୍ମା ରବିବାର ଦିନ ଦଳର…

ବାଲେଶ୍ୱର ଜିଲାପାଳଙ୍କୁ ଏସଆର୍‌ସି କ୍ଷମତା

ବାଲେଶ୍ୱର ଅଫିସ ୨୧।୮: ରାଜ୍ୟରେ ବନ୍ୟା ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରିଛନ୍ତି । ବାଲେଶ୍ୱର ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ଏସଆର୍‌ସି କ୍ଷମତା…