ବଢ଼ିଲା ଯୁକ୍ତ ୨ ନାମଲେଖା ଅବଧି

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଯୁକ୍ତ ୨ ନାମଲେଖା ଲାଗି ପ୍ରଥମ ପର୍ଯ୍ୟାୟ ଅବଧିକୁ ବଢ଼ାଇ ଦିଆଯାଇଛି। ଅଗଷ୍ଟ ୨୫ ଯାଏ ହେବାକୁ ଥିବା ନାମଲେଖାକୁ ୩୦ ଯାଏ ବୃଦ୍ଧି କରାଯାଇଛି।…

ଜଣେ ବିଚାରପତି ୫୦ ମାମଲା ସମାଧାନ କଲେ ପୁଣି ୧୦୦ ନୂଆ ଦାଖଲ ହେଉଛି, କହିଲେ ଆଇନମନ୍ତ୍ରୀ…

ନୂଆଦିଲ୍ଲୀ, ୨୦।୮ : ଦେଶରେ ବିଭିନ୍ନ କୋର୍ଟରେ ବିଚାରାଧୀନ ମାମଲାର ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଯଦି ଜଣେ ବିଚାରପତି ୫୦ ଟି ମାମଲା ସମାଧାନ…

ନ୍ୟାୟ ପ୍ରଦାନ ସମୟ-ପ୍ରକ୍ରିୟା ମଧ୍ୟରେ ସନ୍ତୁଳନ ଅପରିହାର୍ଯ୍ୟ…

ନୂଆଦିଲ୍ଲୀ, ୨୦।୮ : ସଶସ୍ତ୍ର ବାହିନୀ ଟ୍ରିବ୍ୟୁନାଲ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଶନିବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଯୋଗଦେଇ ସଶସ୍ତ୍ର ବାହିନୀକୁ ଠିକ ସମୟରେ…

ଜିନ୍‌ଜିଆଙ୍ଗରେ ଲକ୍‌ଡାଉନ

ବେଜିଂ,୨୦।୮: ଚାଇନାର ପଶ୍ଚିମ ଭାଗରେ ଥିବା ଜିନ୍‌ଜିଆଙ୍ଗ ପ୍ରଦେଶରେ କୋଭିଡ୍‌ ସଂକ୍ରମଣ ଦ୍ରୁତ ବୃଦ୍ଧି ପାଉଥିବାରୁ ସରକାର ସେଠାରେ ଲକ୍‌ଡାଉନ ଲାଗୁ କରିଛନ୍ତି। ଜିରୋ କୋଭିଡ୍‌ ନୀତି…

ବିଚାରାଧୀନ ମାମଲାର ସମାଧାନ ପାଇଁ ମଧ୍ୟସ୍ଥତା ଜରୁରୀ…

ମୁମ୍ବାଇ, ୨୦।୮ : ସୁପ୍ରିମକୋର୍ଟର ଜଷ୍ଟିସ ଡି.ଓ୍ବାଇ ଚନ୍ଦ୍ରଚୂଡ଼ କହିଛନ୍ତି ଯେ ଭାରତର ଅଦାଲତଗୁଡ଼ିକରେ ବହୁ ବିଚାରାଧୀନ ମାମଲା ପଡ଼ି ରହିଛି। ମାମଲାଗୁଡ଼ିକର ପଡ଼ି ରହିଥିବା ଉଦବେଗଜନକ…

‘ଏମରଜେନ୍ସି’ରେ ମହିମାଙ୍କ ଏଣ୍ଟ୍ରି

ବମ୍ବେ: ଚଳଚ୍ଚିତ୍ର ‘ଏମରଜେନ୍ସି’ରେ ଅଭିନେତ୍ରୀ ମହିମା ଚୌଧୁରୀଙ୍କ ଏଣ୍ଟ୍ରି। ସେ ସାଂସ୍କୃତିକ କାର୍ଯ୍ୟକର୍ତ୍ତା ତଥା ଲେଖକ ପପୁଲ ଜୟକରଙ୍କ ଭୂମିକାରେ ନଜର ଆସିବେ, ଯିଏକି ନେହେରୁ ପରିବାରର…

ରାଜଧାନୀରେ ହସ୍ପିଟାଲ ଛାତରୁ ଡେଇଁ ରୋଗୀଙ୍କ ଜୀବନ ଗଲା

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜଧାନୀସ୍ଥିତ ଏମ୍ସ ହସ୍ପିଟାଲ ଛାତରୁ ଡେଇଁ ଶନିବାର ଜଣେ ରୋଗୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ପୁରୀ ଅଞ୍ଚଳର ମହେନ୍ଦ୍ର ସ୍ବାଇଁ। ସେ କିଛିଦିନ…

ଅବହେଳାରୁ ଛାତ୍ରଙ୍କ ମୃତ୍ୟୁ ଅଭିଯୋଗ

ମାଲକାନଗିରି,୨୦।୮(ଡି.ଏନ୍‌.ଏ.): ମାଲକାନଗିରି ସଦର ବ୍ଲକ ପାଣ୍ଡ୍ରିପାଣି ଆଶ୍ରମ ବିଦ୍ୟାଳୟରେ ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁକୁ ନେଇ ପରିବାର ଓ ଗ୍ରାମବାସୀ ବିଦ୍ୟାଳୟ ମାଟ୍ରୋନ ଏବଂ ବିଦ୍ୟାଳୟର…

କେରଳ ବିଶ୍ୱବିଦ୍ୟାଳୟ ନିଯୁକ୍ତିରେ ପରିବାରବାଦ, ରାଜ୍ୟପାଳ-ସରକାର ମୁହାଁମୁହିଁ…

ଥିରୁଭାନନ୍ତପୁରମ୍‌, ୨୦।୮ : କେରଳର ବିଶ୍ୱବିଦ୍ୟାଳୟ ନିଯୁକ୍ତିରେ ପରିବାରବାଦ ପ୍ରସଙ୍ଗ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ଶାସକ ସିପିଆଇ (ଏମ) ଏବଂ ରାଜ୍ୟପାଳ ଆରିଫ ମହମ୍ମଦ…

ସରକାରୀ କାର୍ଯ୍ୟାଳୟରେ ବଢୁଛି ଦୁର୍ନୀତି, ବିଡ଼ିଏ ଅଧିକାରୀଙ୍କୁ ମିଳିଲାନି ଜାମିନ…

ବେଙ୍ଗାଲୁରୁ, ୨୦।୮ : ସରକାରୀ କାର୍ଯ୍ୟାଳୟରେ ଦୁର୍ନୀତି ସମ୍ପର୍କରେ କର୍ନାଟକ ହାଇକୋର୍ଟ ଏକ କଡ଼ା ମନ୍ତବ୍ୟ ଦେଇଛନ୍ତି। ସରକାରୀ କାର୍ଯ୍ୟାଳୟରେ ଅନିୟନ୍ତ୍ରିତ ଦୁର୍ନୀତି ରହିଛି ବୋଲି ଦର୍ଶାଇ…