ଉମରକୋଟ, ୨୦।୮(ସ୍ବ.ପ୍ର.): ସପ୍ତାହବ୍ୟାପୀ ଉମରକୋଟରେ ହୋଇଥିବା ଲଗାଣ ବର୍ଷାରେ ଖଡକାଡେମ ତଳେ ଥିବା ରାସ୍ତାରେ ନିର୍ମାଣ ହୋଇଥିବା କଲଭର୍ଟ ଧୋଇଯାଇଛି। ଫଳରେ ପୂଜାରିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ…
ଦଶମନ୍ତପୁର, ୨୦।୮ ( ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଏ. ମାଲକାନଗିରି ପଞ୍ଚାୟତର ଏ.ଚଣ୍ଡାଲଗୁଡ଼ା ଗ୍ରାମରେ ପ୍ରଶାସନର ଅବହେଳାରୁ ଚାଷୀଙ୍କ ୭୦ ଏକର ଚାଷଜମି…
ବିଷମକଟକ,୨୦।୮(ଡି.ଏନ୍.ଏ.): ଆଶାକର୍ମୀର ପରିଚୟ ଦେଇ ଡାକ୍ତରଖାନାରେ ଦୁଇଦିନ ଧରି ପ୍ରସୂତି ଏବଂ ନବଜାତ ଶିଶୁର ଯତ୍ନନେଲେ। ଶେଷରେ କୌଶଳରେ ମା’ ନିକଟରୁ ଶିଶୁପୁତ୍ରକୁ ଚୋରିକରି ଚମ୍ପଟ ମାରିଲେ।…
ଭଦ୍ରକ ଅଫିସ,୨୦।୮: ଲଘୁଚାପ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆଜି ଭଦ୍ରକ ଜିଲାର ସମସ୍ତ ସ୍କୁଲ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିବ। ଏନେଇ ଜିଲା ପ୍ରଶାସନ…
ହରାରେ,୨୦।୮: ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚ ଶନିବାର ଖେଳାଯିବ। ୩ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ଦିନିକିଆରେ ଭାରତ ୧୦ ଉଇକେଟରେ…
ନୂଆପଡ଼ା ଅଫିସ,୨୦ା୮: କିଛି ଦିନର ନୀରବତା ପରେ ପୁଣି ମାଓବାଦୀମାନେ ସକ୍ରିୟ ହୋଇଛନ୍ତି। ପୋଲିସ ଇନ୍ଫର୍ମର ସନ୍ଦେହରେ ଗୁରୁବାର ରାତିରେ ନୂଆପଡା ଜିଲା ସୁନାବେଡା ଅଭୟାରଣ୍ୟରେ ଜଣେ…
ଧର୍ମଶାଳା,୨୦।୮(ଡି.ଏନ.ଏ.): ଯାଜପୁର ଜିଲା ଜେନାପୁର ଥାନା ଅଧୀନ ୫୩ ନମ୍ବର ଜାତୀୟ ରାଜପଥରେ ଗତ ୩ତାରିଖରେ ସୁକିନ୍ଦା ଅଞ୍ଚଳର ଅଶୋକ ଚକ୍ରବର୍ତ୍ତୀଙ୍କ ସ୍ତ୍ରୀ ଶ୍ରୀତିକା ଚକ୍ରବର୍ତ୍ତୀ ଓ…
ବରଗଡ଼ ଅଫିସ୍,୨୦ା୮: ଉତ୍ତର ପ୍ରଦେଶ ରାଜ୍ୟ ସୋନଭଦ୍ର ଜିଲା ସୁଖହାରା ଗ୍ରାମର ଉଦୟ ଓରଫ ରାଜୁ ଗୌଡ଼। ସେ ଉକ୍ତ ଗ୍ରାମର ପଞ୍ଚମ ଗୌଡ଼ଙ୍କ ସାନପୁଅ। ଭାଇ…
ଯାଜପୁର ଅଫିସ/ କଳିଙ୍ଗନଗର (ଡି.ଏନ.ଏ.),୨୦।୮: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଦିନକୁ ଦିନ ଭୂତଳ ଜଳସ୍ତର କମିବାରେ ଲାଗିଛି। ଖରାଦିନେ ଲୋକେ ପାଣି ପାଇଁ ହାହାକାର ହେଉଛନ୍ତି।…
ଭୁବନେଶ୍ୱର,୨୦।୮(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ରାଜ୍ୟ କଂଗ୍ରେସ ବନ୍ୟା ପ୍ରଭାବିତ ଅଞ୍ଚଳ ଅନୁଧ୍ୟାନ କରିବେ। ୨୩ ତାରିଖ ସୁଦ୍ଧା ବନ୍ୟାଞ୍ଚଳ ଅନୁଧ୍ୟାନ କରି ପିସିସି ସଭାପତି ଶରତ…