ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍‌

ସମ୍ବଲପୁର,୨୦।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌କୁ ଶନିବାର ବନ୍ଦ କରିଦିଆଯାଇଛି। ବର୍ତ୍ତମାନ ୧୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଚାଲିଛି। ଅନ୍ୟପଟେ, ସକାଳ ୯ଟା ସୁଦ୍ଧା…

ସ୍କୁଲ ରାସ୍ତାରେ ଆଣ୍ଠୁଏ ପାଣି

ନୂଆଗଡ଼,୨୦।୮: ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ସ୍କୁଲ ପଡ଼ିଆ ପାଲଟିଛି କୃତ୍ରିମ ପୋଖରୀ। ବିଦ୍ୟାଳୟ ସମ୍ମୁଖ ଆଣ୍ଠୁଏ ପାଣି ପଶି ସ୍କୁଲକୁ ଯାଉଛନ୍ତି ଛାତ୍ରୀଛାତ୍ର। ଗଜପତି…

ସଙ୍କୁଚିତ ସ୍ମାର୍ଟ ରାସ୍ତା ସମ୍ପୂର୍ଣ୍ଣ ପାଇଁ ୨ ମାସ ବଢ଼ିଲା ଅବଧି

ବ୍ରହ୍ମପୁର ଅଫିସ,୨୦।୮: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସହରର ୫ଟି ସ୍ଥାନରେ ସ୍ମାର୍ଟ ରାସ୍ତା କାର୍ଯ୍ୟ ଚାଲିଛି। କିନ୍ତୁ ଏଥି ନିମନ୍ତେ ଅବଧି ସମୟ ଶେଷ…

ତଳମୁହାଁ ସଂକ୍ରମଣ: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୨୦ ପଜିଟିଭ୍‌

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୪୧ ଜଣ…

ଛେଚୁଛି ବର୍ଷା, ବଢୁଛି ଭୟ

ଭୋଗରାଇ, ୨୦।୮(ଡି.ଏନ.ଏ.): ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡିଶା-ପଶ୍ଚିମବଙ୍ଗ ଦୀଘା ଉପକୂଳ ମୁହାଁ ହେଉଥିବାରୁ ପ୍ରଶାସନ ପକ୍ଷରୁ ବାଲେଶ୍ୱର ଜିଲାରେ ସତର୍କ ସଂକେତ ଜାରି କରାଯାଇଛି l…

ବନ୍ୟା ପ୍ରପୀଡ଼ିତଙ୍କ ଜୀବନ ଦୁର୍ବିଷହ

ଅମ୍ବାଭୋନା,୨୦ା୮(ଡି.ଏନ.ଏ): ଛତିଶଗଡ଼ ଉପରମୁଣ୍ଡରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ମହାନଦୀର ଜଳସ୍ତର ବୃଦ୍ଧି ପାଇଥିଲା। ରାୟପୁର ସ୍ଥିତ ଗାଁଗରେଲ ଡ୍ୟାମ୍‌ରୁ ମହାନଦୀକୁ ଅଧିକ ଜଳ ନିଷ୍କାସନ,…

ବଡ଼ଗୁଡ଼ା ସାହିକୁ ଭରସା କାଠପୋଲ

ବିଶୋଇ,୨୦।୮(ଡି.ଏନ.ଏ.): ସ୍ବାଧୀନତାର ୭୫ ବର୍ଷ ପରେ ମଧ୍ୟ ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶରେ ଥିବା ଆଦିବାସୀ ଅଧ୍ୟୁଷିତ ବିଶୋଇ ବ୍ଲକର ବିଭିନ୍ନ ଉପାନ୍ତ ଅଞ୍ଚଳର ଲୋକେ ସରକାରୀ…

ଘର ଭାଙ୍ଗିଲେ, ୧୦ ଏକର ଫସଲ ନଷ୍ଟ କଲେ

ଲାଞ୍ଜିଗଡ଼,୨୦ା୮(ଡି.ଏନ.ଏ.): ଜଙ୍ଗଲୀ ହାତୀପଲ ଆସି କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ବନାଞ୍ଚଳ ଅଧୀନ କୁଟିଙ୍ଗପଦର ଗାଁରେ ହାତୀ ଉପଦ୍ରବ ଦେଖାଦେଇଛି। ଏଠାରେ ୩ ଜଣଙ୍କ ଘର…

ଜୀବିକାରେ ପରିବର୍ତ୍ତନ ଆଣିଛି ପୋଖରୀ ଚାଷ

ଯୋଡ଼ା,୨୦।୮(ଡି.ଏନ.ଏ.): ଟାଟା ଷ୍ଟିଲ୍‌ ଲିମିଟେଡ୍‌ ସିଏସଆର ସଂସ୍ଥା ଟାଟା ଷ୍ଟିଲ ଫାଉଣ୍ଡେସନ (ଟିଏସ୍‌ଏଫ) କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାର ଚାଷୀଙ୍କ ପାଇଁ ଉନ୍ନତିମୂଳକ କାର୍ଯ୍ୟ ଚଳାଇ ଆସୁଛି।…

ମହାବୀର ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ ହେବେ ୩ ପ୍ରତିଭା

ମ.ରାମପୁର,୨୦ା୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମହାବୀର (ଏମ୍‌ଏସ୍‌ଏ) ଭବାନୀପାଟଣା ପକ୍ଷରୁ ହେବାକୁ ଥିବା ଚଳିତ ବର୍ଷର ବାର୍ଷିକ ଉତ୍ସବରେ ମ.ରାମପୁରର ୩ ପ୍ରତିଭାଙ୍କୁ ସମ୍ବର୍ଦ୍ଧନା…