ଆଜିଠୁ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର, ୧୧ା୧୦(ବ୍ୟୁରୋ):ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ମଙ୍ଗଳବାରଠାରୁ ଆରମ୍ଭ ହେବ। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏହି ନାମଲେଖା ସକାଳ ୯ଟାରୁ…

ବିରୋଧ କରିଥିବା ୨ ବିଚାରପତିଙ୍କ ନାମ ପ୍ରଘଟ

ନୂଆଦିଲ୍ଲୀ, ୧୧ା୧୦:ସୁପ୍ରିମକୋର୍ଟ କଲେଜିୟମରେ ବିଚାରପତି ନିଯୁକ୍ତି ପ୍ରକ୍ରିୟାକୁ ନେଇ ବିବାଦ ଘନେଇବାରେ ଲାଗିଛି। ପଦୋନ୍ନତି ପାଇ ସୁପ୍ରିମକୋର୍ଟରେ ନିଯୁକ୍ତ ହେବାକୁ ଥିବା ସମ୍ଭାବ୍ୟ ପ୍ରାର୍ଥୀମାନଙ୍କୁ ଚୂଡ଼ାନ୍ତ କରିବା…

ସୈଫଇରେ ହେବ ମୁଲାୟମଙ୍କ ଅନ୍ତିମ ସଂସ୍କାର, ଯୋଗଦେବେ ଲୋକସଭା ସ୍ପିକରଙ୍କ ସମେତ କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୧ ।୧୦: ସମାଜବାଦୀ ପାର୍ଟିର ସଂସ୍ଥାପକ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କର ଅନ୍ତିମ ସଂସ୍କାର ମଙ୍ଗଳବାର ଅପରାହ୍ନ ୩ଟାରେ କରାଯିବ ।…

୮୪ ମିଶାଇଲ ମାଡ଼, ଥରିଲା କିଭ୍‌

କିଭ୍‌୍‌, ୧୧ା୧୦:ରୁଷିଆକୁ କ୍ରିମିଆ ସହ ସଂଯୋଗ କରୁଥିବା ୧୯ କି.ମି. ଦୀର୍ଘ କର୍ଚ ବ୍ରିଜ୍‌ ବିସ୍ଫୋରଣର ୨ ଦିନ ପରେ ପ୍ରତିଶୋଧ ପରାୟଣ ହୋଇଛନ୍ତି ରାଷ୍ଟ୍ରପତି ଭ୍ଲାଡିମିର…

୨ ହଜାର ସ୍କୁଲକୁ ୪୩ ହଜାର ଫୁଟ୍‌ବଲ

ଭୁବନେଶ୍ୱର, ୧୧ା୧୦(ବ୍ୟୁରୋ): ହକି ସମେତ ରାଜ୍ୟରେ ବିଭିନ୍ନ କ୍ରୀଡ଼ା ପ୍ରତିଭା ସୃଷ୍ଟି ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ପିଲାଙ୍କ ଶ୍ରେୟ, ଠକ କୋଚିଂ ସେଣ୍ଟର

ଭୁବନେଶ୍ବର,୧୧ା୧୦(ବ୍ୟୁରୋ):ଓଡ଼ିଶାରେ ନକଲି ଓଷଧ ବେପାର ଭଲଭାବେ ଚାଲିଛି। ସେହିଭଳି କୋଚିଂ ସେଣ୍ଟରଗୁଡ଼ିକ ଠକାମି ମାଧ୍ୟମରେ ପ୍ରବଳ ଅର୍ଥ ରୋଜଗାର କରୁଛନ୍ତି। ରାଜ୍ୟର ଛାତ୍ରୀଛାତ୍ରମାନଙ୍କ କଷ୍ଟ ଏବଂ ତାଙ୍କ…

ଅଭାବରୁ ପଶିଛି ଚିନ୍ତା

ଯାଜପୁର ଅଫିସ/ପୁରୀ ଅଫିସ,୧୧ା୧୦:ରାଜ୍ୟର ପୁରୀ ଶ୍ରୀମନ୍ଦିର ସମେତ ଅନ୍ୟାନ୍ୟ ୨୦ଟି ପ୍ରକଳ୍ପର ସୌନ୍ଦର୍ଯ୍ୟକରଣ କାମ ଚାଲିଛି। ଏହି କାର୍ଯ୍ୟ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଲିଃ…

ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ, ମିଳିତ ଜାତିସଂଘ ବୈଠକରେ ୟୁକ୍ରେନ୍ କହିଲା ‘ଆତଙ୍କବାଦୀ ଦେଶ’

କିଭ,୧୧ ।୧୦: ଦୀର୍ଘ ପ୍ରାୟ ୮ ମାସ ହେବ ଲାଗି ରହିଛି ରୁଷିଆ-ୟୁକ୍ରେନ୍ ଯୁଦ୍ଧ । ସୋମବାର ମିଳିତ ଜାତିସଂଘ ବୈଠକରେ ୟୁକ୍ରେନ ରୁଷିଆ ଉପରେ କଡା…

୮୦ ବର୍ଷରେ ପଦାର୍ପଣ କଲେ ମେଗାଷ୍ଟାର ଅମିତାଭ

ବଲିଉଡର ସମ୍ରାଟ ଅମିତାଭ ବଚ୍ଚନ ଆଜି ୮୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କୁ ଚାରିଆଡୁ ଶୁଭେଚ୍ଛା ଜଣାଉଛନ୍ତି। ପ୍ରଶଂସକମାନେ ସୋମବାର ବିଳମ୍ବିତ ରାତିରେ ମୁମ୍ବାଇର…

ଏନ୍‌ଏଚ୍‌ଆର୍‌ସିଙ୍କ ରିପୋର୍ଟ ତଲବ: ସ୍ତ୍ରୀଙ୍କ ଏତଲା ଆଧାରରେ ମାମଲା ରୁଜୁ

ଆର୍‌.ଉଦୟଗିରି,୧୦ା୧୦(ଡି.ଏନ୍‌.ଏ.)-ଗଜପତି ଜିଲା ଅଡ଼ବା ଥାନା କଲବା ଗାଁର ଦାଦନ ଶ୍ରମିକ ଶାଙ୍କ ମୁର୍ମୁଙ୍କ ଗୋଡ଼ ହାତ କଟା ଘଟଣାର ଦୀର୍ଘଦିନ ପରେ ପୋଲିସ ଥାନାରେ ମାମଲା ରୁଜୁ…