ପର୍ଯ୍ୟଟନ କ୍ଷେତ୍ରକୁ ନ ଯିବାକୁ ଜିଲାପାଳଙ୍କ ପରାମର୍ଶ

ବାଲେଶ୍ୱର ଅଫିସ,୧୯।୮: ଲଘୁଚାପ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଜିଲାର ପର୍ଯ୍ୟଟନ କ୍ଷେତ୍ରକୁ ନ ଯିବା ପାଇଁ ଜନସାଧାରଣଙ୍କୁ ବାରଣ କରାଯାଇଛି। ଏ ନେଇ ଶୁକ୍ରବାର…

ସିସୋଡିଆଙ୍କ ସମେତ ୧୫ଜଣଙ୍କ ବିରୋଧରେ ଏଫ୍‌ଆଇଆର

ନୂଆଦିଲ୍ଲୀ,୧୯।୮: ଏକ୍ସାଇଜ ସ୍କାମ ମାମଲାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଏହି ମାମଲାରେ ସିବିଆଇ ୧୫ଜଣଙ୍କ ବିରୋଧରେ ଏଫ୍‌ଆଇଆର ରୁଜୁ କରିଛି। ଯେଉଁଥିରେ…

ବନ୍ୟା ସ୍ଥିତିରେ ଆସୁଛି ସୁଧାର: ହୋଇନି ନୂଆଘାଇ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ମହାନଦୀରେ ବନ୍ୟା ସ୍ଥିତିରେ ସୁଧାର ଆସିଛି। ତେବେ ଆଉ ଏକ ଲଘୁଚାପ ଅବପାତର ରୂପ ନେବା ପରେ ଏହାର ପ୍ରଭାବରେ ପ୍ରବଳ ବର୍ଷା ଆଶଙ୍କା କରାଯାଇଛି।…

କୋମାରେ ରାଜୁ ଶ୍ରୀବାସ୍ତବ

ନୂଆଦିଲ୍ଲୀ,୧୯।୮: କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରତ୍ୟେକ ଦିନ ନୂଆ ନୂଆ ଖବର ସାମ୍ନାକୁ ଆସୁଛି। ଶୁକ୍ରବାର ମଧ୍ୟ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ନୂଆ…

ରିଲିଜ ହେଲା ‘କଠପୁତଲି’ର ଟିଜର

ମୁମ୍ବାଇ: ବଲିଉଡ ଖିଲାଡି ବୟ ଅକ୍ଷୟ କୁମାର ଓ ରକୁଲ ପ୍ରୀତ ସିଂଙ୍କ ଅଭିନୀତ ଫିଲ୍ମ ‘କଟପୁତଲି’ର ଟିଜର ରିଲିଜ ହୋଇଛି । ଏଥିରେ ଅକ୍ଷୟ ପୋଲିସ…

ରାଶିଫଳ: ଶନିବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପ୍ରତ୍ୟେକ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। କେତେକ ପ୍ରତିବନ୍ଧକ କାରଣରୁ ବ୍ୟବସାୟ ଓ ପରିବହନରେ ଶିଥିଳତା ଦେଖାଦେବ। ପରିବାରର ଆବଶ୍ୟକତାକୁ ନେଇ ନୂତନ…

ଏନ୍‌ଏଲ୍‌ସି ତାପଜ ବିଦ୍ୟୁତ୍‌ କେନ୍ଦ୍ରର ଆର୍‌ପିଡିଏସି ବୈଠକ: ହିତାଧିକାରୀଙ୍କ ମୌଳିକ ସୁବିଧା ନେଇ ଗୁରୁତ୍ୱାରୋପ

ଝାରସୁଗୁଡ଼ା ଅଫିସ,୧୯।୮: ଝାରସୁଗୁଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉତ୍ତରାଞ୍ଚଳ ରାଜସ୍ବ କମିଶନର(ଆରଡିସି) ଡ. ସୁରେଶ ଚନ୍ଦ୍ର ଦଳାଇଙ୍କ ଅଧ୍ୟକ୍ଷତାରେ ତଲାବିରାସ୍ଥିତ ଏନ୍‌ଏଲସି ତାପଜ ବିଦ୍ୟୁତ୍‌…

ଭାରତ-ବାଂଲାଦେଶ ସୀମାରେ ଉତ୍ତେଜନା: ଜଣେ ଯବାନ ଶହୀଦ

ଅଗରତାଲା,୧୯।୮: ଉତ୍ତର ତ୍ରିପୁରା ଜିଲା କାଞ୍ଚନପୁର ସ୍ଥିତ ଭାରତ-ବାଂଲାଦେଶ ସୀମାରେ ଉତ୍ତେଜନା ଦେଖାଦେଇଛି। ଶୁକ୍ରବାର ସକାଳେ ନ୍ୟାସନାଲ ଲିବରେସନ ଫ୍ରଣ୍ଟ ଅଫ୍‌ ତ୍ରିପୁରା(ଏନ୍‌ଏଲ୍‌ଏଫ୍‌ଟି)ର କେତେକ ସନ୍ଦିଗ୍ଧ ଉଗ୍ରପନ୍ଥୀ…

ଜରୁରୀ ଅବତରଣ କଲା ନୀତୀଶଙ୍କ ହେଲିକପ୍ଟର

ପାଟନା,୧୯ ।୮: ପାଗ ଖରାପ ଯୋଗୁ ଶୁକ୍ରବାର ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ହେଲିକପ୍ଟରକୁ ଜରୁରୀ ଅବତରଣ କରିବାକୁ ପଡିଛି । ରାଜ୍ୟରେ ଉପିଜିଥିବା ମରୁଡି ପରିସ୍ଥିତିର…

କଲେଜ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରଙ୍କ ଧାରଣା

ନିରାକାରପୁର,୧୯।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା କେବିଡିଏଭି କଲେଜରେ ଶୁକ୍ରବାର ଛାତ୍ର ଅଶାନ୍ତି ଦେଖାଦେଇଛି। ୩ ଦଫା ଦାବି ପୂରଣ ନେଇ ଅଞ୍ଚଳର ଜନପ୍ରତିନିଧି ଏବଂ…