ପ୍ରାଣୀଧନ, ମତ୍ସ୍ୟ ସମ୍ପଦ ସୁରକ୍ଷା ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିରେ ପ୍ରାଣୀଧନ ଓ ମତ୍ସ୍ୟସମ୍ପଦର ସୁରକ୍ଷା ଲାଗି କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ…

ପୂର୍ବ ଶତ୍ରୁତାରୁ ଜେଲ ଫେରନ୍ତାଙ୍କୁ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): କିଛି ଦିନର ନୀରବତା ପରେ ରାଜଧାନୀ ରାସ୍ତାରେ ରକ୍ତର ଛିଟା ପଡ଼ିଛି। ମଙ୍ଗଳବାର ନୟାପଲ୍ଲୀ ଥାନା ଅନ୍ତର୍ଗତ ଜୟଦେବବିହାର ବିଜୁ ପଟ୍ଟନାୟକ କଲେଜ ଛକରେ ଜଣେ…

କମିଶନରେଟ୍‌ ପୋଲିସର ଗଣେଶ ପୂଜା ପ୍ରସ୍ତୁତି ବୈଠକ

କଟକ ଅଫିସ,୧୭ା୮: କଟକ ସହରର ବିଭିନ୍ନ ମଣ୍ଡପରେ ଆସନ୍ତା ୩୧ ତାରିଖରେ ଗଣେଶ ପୂଜା ଅନୁଷ୍ଠିତ ହେବ। ଏହାକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ପାଇଁ କମିଶନରେଟ୍‌…

ମହାନଦୀରେ ବନ୍ୟା: ବହୁ ଗ୍ରାମ ଜଳବନ୍ଦୀ

ବାଙ୍କୀ/ଆଠଗଡ଼/ବଡ଼ମ୍ବା/ତିଗିରିଆ, ୧୭ା୮(ସ୍ବ.ପ୍ର./ଡି.ଏନ୍‌.ଏ): ମହାନଦୀରେ ବନ୍ୟା ଯୋଗୁ କଟକ ଜିଲାର ବିଭିନ୍ନ ଗ୍ରାମ ଜଳାର୍ଣ୍ଣବ ହୋଇଯାଇଛି। ବହୁ ଗ୍ରାମରେ ଯାତାୟାତ ଠପ୍‌ ହୋଇଯାଇଛି। ପ୍ରଶାସନ ପକ୍ଷରୁ ବିଭିନ୍ନ ଗ୍ରାମରେ…

ମା’ ସମ୍ମୁଖରେ ପୁଅକୁ ହାଣିଦେଲେ

ବଲାଙ୍ଗୀର ଅଫିସ,୧୭ା୮: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲ ଭିତରେ ମଙ୍ଗଳବାର ସକାଳୁ ଏକ ହତ୍ୟାକାଣ୍ଡ ଘଟିଛି। ମା’ ସମ୍ମୁଖରେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି…

୧୧ ବଳାତ୍କାରୀଙ୍କୁ ଛାଡ଼ିଦେଲା ଗୁଜରାଟ

ଅହମଦାବାଦ/ନୂଆଦିଲ୍ଲୀ,୧୭ା୮: ଗୁଜରାଟ ଦଙ୍ଗା ବେଳେ ୫ ମାସର ଗର୍ଭବତୀ ଥିବା ବିଲ୍‌କିସ୍‌ ବାନୋଙ୍କୁ ବଳାତ୍କାର ଓ ତାଙ୍କ ପରିବାରର ୭ ସଦସ୍ୟଙ୍କୁ ହତ୍ୟା କରି ଆଜୀବନ କାରାଦଣ୍ଡାଦେଶ…

ଜୀବନ ହାନି ନ ହେବା ସୁନିଶ୍ଚିତ କର

ଭୁବନେଶ୍ୱର,୧୭ା୮(ବ୍ୟୁରୋ): କୌଣସି ଗୋଟିଏ ଜୀବନ ଯେପରି ହାନି ନ ହୁଏ ତାହା ସୁନିଶ୍ଚିତ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା…

ବାଘକୁ ଚକମା ଦେଇ ଚାଲିଗଲା ମୟୂର, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ…

ଜୁନ୍‌ ସୁଦ୍ଧା ୪୩୩ ନୂଆ ଆର୍‌ଆଇ ଅଫିସ୍‌

ଭୁବନେଶ୍ବର, ୧୭ା୮(ବ୍ୟୁରୋ): ୨୦୧୯ ଜୁଲାଇରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ‘୫-ଟି’ରେ ଅନ୍ତର୍ଭୁକ୍ତ ହୋଇଥିଲା। ଏହାପରେ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସେବା ପ୍ରଦାନରେ ଉଲ୍ଲେଖନୀୟ ଅଗ୍ରଗତି…

ବଙ୍ଗଳାଗୁଡ଼ା ପୋଲ ଭୁଶୁଡ଼ିଲା

କୋରାପୁଟ,୧୭ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ମଙ୍ଗଳବାର ଅପରାହ୍ନରେ କୋରାପୁଟ-ରାୟଗଡ଼ା ୩୨୬ ନଂ. ଜାତୀୟ ରାଜପଥର ବଙ୍ଗଳାଗୁଡ଼ା-ଲେନ୍ଦିରିମାଳିଗୁଡା ମଧ୍ୟରେ ଥିବା ଏକ ପୁରୁଣା ପୋଲ ଭୁଶୁଡିପଡିଛି।…