ଭିନ୍ନ ଚରିତ୍ରରେ ସୁସ୍ମିତା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସୁସ୍ମିତା ସେନ୍‌ଙ୍କୁ ଦର୍ଶକେ ବଡ଼ ପରଦାରେ ଜଣେ ଟ୍ରାନ୍ସଜେଣ୍ଡର ଭୂମିକାରେ ଦେଖିବାକୁ ପାଇବେ। ଚଳଚ୍ଚିତ୍ରର ନାମ ରହିଛି ‘ତାଲି’। ତେବେ ଫିଲ୍ମକୁ ନେଇ…

ନାସିକରେ ଚଳନ୍ତା ବସରେ ଲାଗିଲା ନିଆଁ: ଜଳିଯାଇ ୧୧ ମୃତ ଅନେକେ ଆହତ

ନାସିକ,୮ ।୧୦: ମହାରାଷ୍ଟ୍ରର ନାସିକରେ ଶୁକ୍ରବାର ରାତିରେ ଏକ ବଡ ଅଘଟଣ ଘଟିଛି । ଏଠାରେ ଏକ ଚଳନ୍ତା ବସରେ ନିଆଁ ଲାଗିଯାଇଥିବା ଜଣାପଡିଛି । ଘଟଣା…

ବନ୍ୟପ୍ରାଣୀଙ୍କ ସୁରକ୍ଷା ପାଇଁ ଲୋକଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ମାନବ ସମାଜ ଓ ବନ୍ୟପ୍ରାଣୀ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ମଣିଷ ପରି ପ୍ରତ୍ୟେକ ଜୀବଜନ୍ତୁଙ୍କର ମଧ୍ୟ ସୁସ୍ଥ ପରିବେଶରେ ବଞ୍ଚତ୍ବାର ସମାନ ଅଧିକାର ରହିଛି।…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ମୁରିବାହାଲ ଏପିଓ

ବଲାଙ୍ଗୀର ଅଫିସ/ ମୁରିବାହାଲ,୮ା୧୦(ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଆଡିସନାଲ ପ୍ରୋଗ୍ରାମ ଅଫିସର (ଏପିଓ) ସୁଶାନ୍ତ କୁମାର ଦାସ ଶୁକ୍ରବାର ଜଣେ ଗଁା ସାଥୀଙ୍କ ଠାରୁ ୪୫…

ପୁଟିନଙ୍କ ଜନ୍ମଦିନରେ ୟୁକ୍ରେନ୍ ଉଡାଇଲା ରୁଷିଆର ୧୮ ତୋପ, ୮ ଟ୍ୟାଙ୍କ

କ୍ୱିଭ,୮ ।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମର ପୁଟିନ ସ୍ଥାନୀୟ ସମୟ ଅନୁଯାୟୀ ଯେତେବେଳେ ତାଙ୍କର ୭୦ ତମ ଜନ୍ମଦିନ ପାଳନ କରୁଥିଲେ ଠିକ୍ ସେତିକି ବେଳେ ୟୁକ୍ରେନ୍…

ଟାମ୍ପରଗଡ଼ ଶକ୍ତିପୀଠ ଜରାଜୀର୍ଣ୍ଣ

ସମ୍ବଲପୁର,୮ା୧୦(ବ୍ୟୁରୋ): ସମ୍ବଲପୁର ଜିଲାରେ ଅନେକ ଐତିହ୍ୟସମ୍ପନ୍ନ ପ୍ରାଚୀନ କୀର୍ତ୍ତିରାଜି ରହିଛି। ତନ୍ମଧ୍ୟରେ ଆଦିବାସୀ ବହୁଳ ଯୁଯୁମୁରା ବ୍ଲକର ଟାମ୍ପରଗଡ଼ ଗ୍ରାମରେ ଥିବା ମା’ ଦକ୍ଷିଣକାଳୀଙ୍କ ଶକ୍ତିପୀଠ ଅନ୍ୟତମ।…

ଖୁବଶୀଘ୍ର ଗିରଫ ହୋଇପାରନ୍ତି ଇମ୍ରାନ ଖାଁ, କହିଲେ ୪ ଜଣ ଚାହୁଁଛନ୍ତି ମୋତେ ହତ୍ୟା କରାଯାଉ

ଇସଲାମାବାଦ,୮ ।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତହରିକ-ଏ-ଇନସାଫ(ପିଟିଆଇ)ର ଅଧ୍ୟକ୍ଷ ଇମ୍ରାନ ଖାୁଁ ବିଦେଶି ଫଣ୍ଡିଂ ମାମଲାରେ ଖୁବଶୀଘ୍ର ଗିରଫ କରାଯାଇପାରେ । ଶୁକ୍ରବାର ପିଟିଆଇ…

ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁହାର କମୁନାହିଁ

ଭୁବନେଶ୍ବର,୮ା୧୦(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଏବଂ ଏଥିଜନିତ ମୃତ୍ୟୁସଂଖ୍ୟା ହ୍ରାସ ପାଇବାର ନଁା ଧରୁନାହିଁ। ୨୦୨୧ ଜାନୁୟାରୀରୁ ଜୁଲାଇ ମଧ୍ୟରେ ଘଟିଥିବା ଦୁର୍ଘଟଣା ଏବଂ ମୃତ୍ୟୁ ସଂଖ୍ୟା…

ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ୨ ଭଳି ଯୁକ୍ତ୩ରେ ନାମଲେଖାଇବାରୁ ବଞ୍ଚତ୍ତ ଛାତ୍ରୀଛାତ୍ରଙ୍କୁ ଆଉଥରେ…

ବଢ଼ିଲା ଅନୁକମ୍ପା ରାଶି

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ମାଓବାଦୀ ଆକ୍ରମଣ କିମ୍ବା କୌଣସି ସନ୍ତ୍ରାସବାଦ କାର୍ଯ୍ୟକଳାପରେ ନିହତ ଯବାନ ଓ ସାଧାରଣ ଲୋକଙ୍କ ଆତ୍ମୀୟଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି କରାଯାଇଛି। ସୁରକ୍ଷା…