ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ

ଷ୍ଟୋକ୍‌ହୋମ୍‌,୫।୧୦: ବୁଧବାର ରୟାଲ ସ୍ବିଡିଶ ଏକାଡେମୀ ଅଫ୍‌ ସାଇନ୍ସ ପକ୍ଷରୁ ରସାୟନ ବିଜ୍ଞାନରେ ୨୦୨୨ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ରସାୟନ ବିଜ୍ଞାନରେ କାରୋଲାଇନ୍‌ ଆର.…

ମୂଳ ଭାରତୀୟ ବିବେକଙ୍କୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ କାର୍ଯ୍ୟନିର୍ବାହୀ ବୋର୍ଡରେ ସାମିଲ କଲେ ବାଇଡେନ…

ଓ୍ବାଶିଂଟନ,୫।୧୦ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଡାକ୍ତର ବିବେକ ମୂର୍ତ୍ତିଙ୍କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର କାର୍ଯ୍ୟନିର୍ବାହୀ ବୋର୍ଡରେ ଆମେରିକାର ପ୍ରତିନିଧୀ ଭାବରେ ସାମିଲ କରିବାକୁ ମନୋନୀତ…

ଗେହଲଟ୍‌ଙ୍କ ଅନୁଗତଙ୍କୁ ଭେଟିଲେ ସଚିନ: ଖୁବ୍‌ଶୀଘ୍ର ବସିପାରେ ବିଧାୟକ ଦଳ ବୈଠକ

ଜୟପୁର,୫।୧୦: ରାଜସ୍ଥାନର ରାଜନୈତିକ ସଙ୍କଟ ଭିତରେ କଂଗ୍ରେସ ନେତା ସଚିନ ପାଇଲଟ ବିରୋଧୀ ଗୋଷ୍ଠୀଙ୍କୁ ମନେଇବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ଅନୁଗତ…

ମୁଲାୟମ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ନୂଆଦିଲ୍ଲୀ,୫।୧୦: ସମାଜବାଦୀ ପାର୍ଟି(ଏସ୍‌ପି)ର ପ୍ରତିଷ୍ଠାତା ତଥା ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ୍‌ ସିଂହ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ବର୍ତ୍ତମାନ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି ବୋଲି…

ନିର୍ବାଚନ ଆୟୋଗଙ୍କର ମଧ୍ୟ ଆବଶ୍ୟକତା ରହିଛି ଆଦର୍ଶ ଆଚାର ସଂହିତା: କପିଲ ସିବଲ…

ନୂଆଦିଲ୍ଲୀ,୫।୧୦ : ନିର୍ବାଚନ ପ୍ରତିଶ୍ରୁତିର ଆର୍ଥିକ ଦକ୍ଷତା ବିଷୟରେ ଭୋଟରଙ୍କୁ ପ୍ରାମାଣିକ ସୂଚନା ପ୍ରଦାନ କରିବା ପାଇଁ ମଡେଲ ଆଚରଣ ବିଧିରେ ପରିବର୍ତ୍ତନ ସମ୍ପର୍କରେ ରାଜନୈତିକ ଦଳର…

ଇରଫାନ-ଗମ୍ଭୀରଙ୍କ ମଧ୍ୟରେ ଫାଇନାଲ ଲଢେଇ

ଇନ୍ଦୋର,୫।୧୦: ଲିଜେଣ୍ଡ୍‌ସ କ୍ରିକେଟ ଲିଗ ର ଦ୍ୱିତୀୟ ସିଜିନର ଅନ୍ତିମ ମ୍ୟାଚ ଆଜି ଖେଳାଯିବ। ଏଥିରେ ଭିଲୱାରା କିଙ୍ଗ୍ସ ଏବଂ ଇଣ୍ଡିଆ କ୍ୟାପିଟାଲର ଦଳ ମୁହାଁମୁହିଁ ହେବେ।…

ଚାଇନା-ତାଇଓ୍ବାନ ଅବସ୍ଥା ବିଗୁଡୁଛି

ତାଇପେଇ,୫ା୧୦: ଚାଇନା ଏବଂ ତାଇଓ୍ବାନ ମଧ୍ୟରେ ଅବସ୍ଥା ବିଗଡ଼ିବାରେ ଲାଗିଛି। ଏହି ସମୟରେ ତାଇଓ୍ବାନର ପ୍ରତିରକ୍ଷା ମନ୍ତ୍ରୀ ଚିୟୁ କୁଓ-ଚେଙ୍ଗ ଚାଇନା ବିଷୟରେ ଏକ ବଡ଼ ବୟାନ…

ଧୋନୀଙ୍କ ପଦାଙ୍କ ଅନୁସରଣ କଲେ ରୋହିତ, ସମସ୍ତେ କଲେ ପ୍ରଶଂସା

ଇନ୍ଦୋର,୫।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଟିମ ଇଣ୍ଡିଆ ୨-୧ରେ ଜିତିଛି। ଏହି ସିରିଜରେ ଭାରତୀୟ ଦଳ ପ୍ରଥମ ଦୁଇଟି…

ଆଉ ଏକ ବିବାଦରେ ଛନ୍ଦି ହେଲା ପାକିସ୍ତାନ

ବ୍ରୁସେଲ୍‌ସ,୫ା୧୦: ପାକିସ୍ତାନ ଆଉ ଏକ ବିବାଦରେ ଛନ୍ଦି ହୋଇପଡ଼ଛି। ରୁଷିଆ-ୟୁକ୍ରେନ ଯୁଦ୍ଧରେ ଇସଲାମାବାଦ ୟୁକ୍ରେନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଖିବାକୁ ମିଳିଛି। ଏହା ପରେ ପାକିସ୍ତାନର ସମସ୍ୟା ପୁଣି…

ନୁର ଖାନ ଏୟାର ବେସ୍‌ରୁ କ୍ୱିଭ୍‌ ଯାଉଛି ଗୋଳା ବାରୁଦ…

ଇସଲାମାବାଦ,୫।୧୦ : ପାକିସ୍ତାନ ଏବେ ଏକ ନୂଆ ବିବାଦରେ ଛନ୍ଦି ହୋଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ରୁଷିଆ-ୟୁକ୍ରେନ ବିବାଦରେ ପାକିସ୍ତାନ ନିରପେକ୍ଷ ନୁହେଁ। ଏହା ୟୁକ୍ରେନକୁ ଅସ୍ତ୍ରଶସ୍ତ୍ର…