ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ ଭୟର…

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ ଭେଟୁଛନ୍ତି।…

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ ବସ୍‌ଷ୍ଟାଣ୍ଡ…

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା ଦିବସ…

ଓଡ଼ିଶା: ଆଜିର ଫଟୋ ( ୨୮ ଡିସେମ୍ବର, ୨୦୨୫ )

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଜିକେସିଏମ୍ ଓଡିଶୀ ଗବେଷଣା କେନ୍ଦ୍ର ଏବଂ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାରଙ୍କ ଆନୁକୂଲ୍ୟରେ ଆୟୋଜିତ ଆନ୍ତର୍ଜାତୀୟ ଓଡିଶୀ…

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ ଯୁକ୍ତିତର୍କରୁ…

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ ପରିବର୍ତ୍ତନ…

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ ରଞ୍ଜନ…

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ ଟାଙ୍କି…

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି ସମୟ…