ଦଶହରାରେ ନିଜ ଜାତୀୟ ଦଳର ନାମ ଘୋଷଣା କରିପାରନ୍ତି କେସିଆର

ହାଇଦ୍ରାବାଦ,୪।୧୦: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି ଚଳେଇଥିବା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର) ଖୁବ୍‌ଶୀଘ୍ର ତାଙ୍କର ଜାତୀୟ ରାଜନୈତିକ ଦଳର…

ଚର୍ଚ୍ଚାରୁ ମିଳିଲା ସୁଯୋଗ

ପାଟନା: ଆଇଏଏସ୍‌ ଅଫିସର୍‌ଙ୍କୁ ସାନିଟାରି ନ୍ୟାପ୍‌କିନ୍‌ ବିଷୟରେ ପ୍ରଶ୍ନ ପଚାରି ଚର୍ଚ୍ଚାକୁ ଆସିଥିବା ପାଟନାର ରିୟାଙ୍କୁ କମର୍ସିଆଲ ଆଡ୍‌ ପାଇଁ ସୁଯୋଗ ମିଳିଛି। ଏକ ନ୍ୟାପ୍‌କିନ୍‌ କମ୍ପାନୀ…

ପ୍ରାଣୀଙ୍କ ଉପସ୍ଥିତି ଅପରିହାର୍ଯ୍ୟ

ପରିବେଶର ସୁରକ୍ଷା ଏବଂ ମାନବ ସୁସ୍ଥତା ପାଇଁ ପ୍ରାଣୀମାନେ ପ୍ରକୃତିର ସମାନ ଗୁରୁତ୍ୱପୂର୍ଣ୍ଣ ଅଂଶବିଶେଷ। ପ୍ରକୃତିର ପରିବେଶକୁ ସନ୍ତୁଳିତ କରିବା ପାଇଁ ଇକୋସିଷ୍ଟମରେ ଥିବା ସମସ୍ତ ପ୍ରାଣୀ…

ବେକାବୁ ହେଲେ କିମ, ଜାପାନ ଉପରେ ପକାଇଦେଲେ ମିଶାଇଲ

ପୋଙ୍ଗୟାଙ୍ଗ,୪ ।୧୦: ଉତ୍ତର କୋରିଆ ତା’ର ଅସ୍ତ୍ର ପରୀକ୍ଷା ଶୃଙ୍ଖଳାରେ ଏକ ମିଶାଇଲ ଜାପାନ ଉପରେ ପକାଇଦେଇଛି । ଜାପାନର ଉତ୍ତର ଭାଗରେ ଏହି ମିଶାଇଲ ମାଡ…

ଗ୍ରୀସ୍‌ ଫେରିବ ହଜାରେ ବର୍ଷର ଗ୍ରନ୍ଥ

ଏଥେନ୍ସ: ଦୀର୍ଘ ୧୦୦ ବର୍ଷ ପରେ ହଜାରେ ବର୍ଷର ପୁରୁଣା ଗ୍ରନ୍ଥକୁ ଫେରି ପାଇବ ଗ୍ରୀସ୍‌। ବିଶ୍ୱ ଯୁଦ୍ଧ ସମୟରେ ଏହି ଗ୍ରନ୍ଥକୁ ବୁଲ୍‌ଗେରିଆ ଆର୍ମି ଏହାକୁ…

ହିରୋ ଏକ୍ସଟ୍ରିମ୍‌ ୧୬୦-ଆର୍‌ ଷ୍ଟିଲ୍‌ଥ ୨.୦ର ବଜାର ପ୍ରବେଶ

ନୂଆଦିଲ୍ଲୀ,୪।୧୦: ଦେଶର ପ୍ରମୁଖ ଦୁଇ ଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପ ପକ୍ଷରୁ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂତନ ସଂସ୍କରଣର ଉନ୍ମୋଚନ କରାଯାଇଛି। ଏପରିକି ଚଳିତ ବର୍ଷର…

ଇଣ୍ଡଲଜ୍‌ରେ ‘ମିଲ୍କ ଶେକ୍‌ ହେୟାର ସ୍ପା’

ଭୁବନେଶ୍ୱର,୪ା୧୦: ଉତ୍କଳ କନିକା ଗ୍ୟାଲେରିଆ ମଲ୍‌ରେ ଥିବା ଇଣ୍ଡଲ୍‌ଜ ସାଲୁନ୍‌ ପରିସରରେ ଅନ୍ତର୍ଜାତୀୟ ହେୟାର କେୟାର ବ୍ରାଣ୍ଡ୍‌ ‘ମିଲ୍କ ଶେକ୍‌ ହେୟାର ସ୍ପା’ ସେଣ୍ଟର ଉଦ୍‌ଘାଟିତ ହୋଇଯାଇଛି।…

ଲଙ୍କା ଦହନ ପୂର୍ବରୁ ରାମଲୀଳା ମଞ୍ଚରେ ଭୟଙ୍କର ଅଗ୍ନିକାଣ୍ଡ

ଇଟାଓ୍ବା,୪।୧୦: ଉତ୍ତରପ୍ରଦେଶ ଇଟାଓ୍ବା ଜିଲା ଜନପଦର ଭର୍ଥାନାରେ ସୋମବାର ରାତିରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ରାମଲୀଳା ମଞ୍ଚରେ ଅଗ୍ନିକାଣ୍ଡ ଘଟିବାରୁ ଭୟଭୀତ ହୋଇ ଲୋକମାନେ ଇତସ୍ତତ…

ବିଓଆଇ ପକ୍ଷରୁ ସ୍ବଚ୍ଛ ଭାରତ ଅଭିଯାନ

ଭୁବନେଶ୍ୱର,୪।୧୦:ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ସ୍ବଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବିଓଆଇର ଆଞ୍ଚଳିକ ପ୍ରବନ୍ଧକ ଏସ୍‌ ମଳୟ…

ପାକିସ୍ତାନ ଗସ୍ତରେ ଯିବାକୁ ଚାହୁଁଛନ୍ତି ଆରଜେଡି ଏମ୍‌ପି, କେନ୍ଦ୍ରଠାରୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ,୪।୧୦: ରାଷ୍ଟ୍ରିୟ ଜନତା ଦଳ (ଆରଜେଡି)ର ରାଜ୍ୟ ସଭା ଏମ୍‌ପି ମନୋଜ ଝାଙ୍କ ପାକିସ୍ତାନ ଗସ୍ତକୁ କେନ୍ଦ୍ର ସରକାର ଅନୁମତି ଦେବାକୁ ମନା କରି ଦେଇଛନ୍ତି। ମନୋଜ…