ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ ଅନୁକମ୍ପାରୁ…

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ ହୋଇଯାଇଛି…

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର ପେଣ୍ଠସ୍ଥଳୀ…

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ ଖେଳିଗଲା…

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ ଜାରି…

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା ନୂଆବର୍ଷ…

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ତିନି…

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ ବନ୍ୟପ୍ରାଣୀ…

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ ସଂଗଠନ…

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି କ୍ରମରେ…