ଓଡ଼ିଶା ହାଇକୋର୍ଟର ୨ ନୂଆ ବିଚାରପତି

କଟକ ଅଫିସ,୧୩ା୮: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ୨ ଜଣଙ୍କୁ ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି। ସମ୍ବିଧାନର ଧାରା ୨୧୭ ଅନୁଯାୟୀ ବରିଷ୍ଠତା ଭିତ୍ତିରେ ବରିଷ୍ଠ ବିଚାର…

୨୦୨୪ରେ ପୁଣି ମୋଦି

ନୂଆଦିଲ୍ଲୀ,୧୩ା୮: ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା ଅକ୍ଷୁଣ୍ଣ ରହିଛି। ୨୦୨୪ ଲୋକ ସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପୁନର୍ବାର ବିଜୟୀ…

ସ୍ବାଧୀନତା ସଂଗ୍ରାମୀଙ୍କ ସଂଘର୍ଷର କାହାଣୀ ‘ସ୍ବରାଜ’

ଭୁବନେଶ୍ୱର,୧୩ା୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଚଳିତ ବର୍ଷର ସ୍ବାଧୀନତା ଦିବସକୁ…

ଅମରନାଥ ଯାତ୍ରା: ଭାଙ୍ଗିଲା ୫ ବର୍ଷର ରେକର୍ଡ ୩.୬୫ ଲକ୍ଷ ଶ୍ରଦ୍ଧାଳୁ କଲେ ବାବାଙ୍କ ଦର୍ଶନ

ଶ୍ରୀନଗର,୧୩ ।୮: କରୋନା ମହାମାରୀ ପରେ ଚଳିତ ବର୍ଷ ଆରମ୍ଭ ହୋଇଥିବା ବାବା ଅମରନାଥଙ୍କ ଦର୍ଶନ କରିଥିବା ଶ୍ରଦ୍ଧାଳୁ ଗତ ୫ ବର୍ଷର ରେକର୍ଡ ଭାଙ୍ଗିଛନ୍ତି ।…

ସତ୍ୟରଞ୍ଜନ ସାହୁ ବୌଦ୍ଧ ଜିଲାପାଳ

ଭୁବନେଶ୍ବର, ୧୩ା୮(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସରସ୍ତରରେ ଶୁକ୍ରବାର ବଡ଼ଧରଣର ଅଦଳବଦଳ କରିଛନ୍ତି। ବରିଷ୍ଠ ଓଏଏସ୍‌ ଅଧିକାରୀ ସତ୍ୟରଞ୍ଜନ ସାହୁଙ୍କୁ ବୌଦ୍ଧ ଜିଲାପାଳ ଭାବେ ବଦଳି କରାଯାଇଛି।…

ଏଟିଏମ୍‌ ତାଡ଼ି ଲୁଟିନେଲେ ୨୦ ଲକ୍ଷ

ସମ୍ବଲପୁର,୧୨ା୮(ବ୍ୟୁରୋ): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ଶାସନ ଛକଠାରେ ଥିବା ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ଏଟିଏମ୍‌ରୁ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ଅତ୍ୟାଧୁନିକ ସରଞ୍ଜାମ ସାହାଯ୍ୟରେ ଏଟିଏମ୍‌ ତାଡ଼ି…

ଜାତିସଂଘ ପକ୍ଷରୁ ମନୋନୀତ ୬ ଯୁବ ଅଧିବକ୍ତାଙ୍କ ମଧ୍ୟରେ ଓଡ଼ିଶାର ସୌମ୍ୟ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଜାତୀୟ ଯୁବ ଦିବସ ଅବସରରେ ଶୁକ୍ରବାର ଜାତିସଂଘ ଭାରତ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଏକ ବିଶେଷ କାର୍ଯ୍ୟକ୍ରମରେ ଭାରତର ୬ଜଣ ଯୁବ ଅଧିବକ୍ତାଙ୍କୁ ଜାତିସଂଘ…

ଆରମ୍ଭ ହେଲା ‘ଛାତ’ ଯୋଜନା

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ଭୂତଳ ଜଳ ଉପରେ ନିର୍ଭରତା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏଥିଯୋଗୁ ଭୂତଳ ଜଳସ୍ତର ହ୍ରାସ ପାଇଚାଲିଛି। ସହରାଞ୍ଚଳରେ ଏହି ସ୍ଥିତି ଉତ୍କଟ ହେଲାଣି। ବର୍ଷା…

ଭାଜପାର ତ୍ରିରଙ୍ଗାଯାତ୍ରା: ୧୨୦୦ ମିଟର ପତାକା ଧରି ଚାଲିଲେ କାର୍ଯ୍ୟକର୍ତ୍ତା

ଭୁବନେଶ୍ବର, ୧୨ା୮(ବ୍ୟୁରୋ): ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଦେଶ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ କରୁଛି । ଆସନ୍ତା ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ…

ଓଏଏସ୍‌ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ:ବୌଦ୍ଧ ଜିଲାପାଳ ହେଲେ ସତ୍ୟରଞ୍ଜନ ସାହୁ

ଭୁବନେଶ୍ବର, ୧୨ା୮(ବ୍ୟୁରୋ): ରାଜ୍ୟରେ ଓଏଏସ୍‌ ଅଫିସରସ୍ତରରେ ଶୁକ୍ରବାର ବଡ଼ ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ ଓଏଏସ୍‌ ଅଫିସର ସତ୍ୟରଞ୍ଜନ ସାହୁଙ୍କୁ ଶୁକ୍ରବାର ବୌଦ୍ଧ ଜିଲାପାଳ ଭାବେ ବଦଳି…