୮ଘଣ୍ଟାରେ ଦ୍ୱିତୀୟ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୨।୮:ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲା ସ୍ଥିତ ବିଜବେହାରା ଥାନା ଅଞ୍ଚଳରେ ଶୁକ୍ରବାର ଦ୍ୱିପ୍ରହରରେ ପୁଣି ଥରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ବିଜବେହାରା ଅଞ୍ଚଳରେ ପୋଲିସ ଓ ସିଆରପିଏଫ୍‌ର ମିଳିତ…

ଓଡ଼ିଶାର ୪ ପୋଲିସ ଅଧିକାରୀ ହେବେ ସମ୍ମାନିତ

ଭୁବନେଶ୍ୱର,୧୨।୮(ବ୍ୟୁରୋ): କେନ୍ଦ୍ର ଗୃହ ମନ୍ତ୍ରାଣାଳୟ ପକ୍ଷରୁ ଦେଶର ୧୫୧ ପୋଲିସ ଅଧିକାରୀଙ୍କୁ ସମ୍ମାନିତ କରାଯିବ। ସେମାନଙ୍କ ମଧ୍ୟରୁ ଓଡ଼ିଶାର ୪ ଜଣ ପୋଲିସ ଅଧିକାରୀଙ୍କ ନାମ ଘୋଷଣା…

ନିର୍ମାଣ ହେବ ଶେଫ ସଞ୍ଜିବ କପୁରଙ୍କ ବାୟୋପିକ

ମୁମ୍ବାଇ: ଶେଫ ସଞ୍ଜିବ କପୁରଙ୍କ ଶୋ’ ‘ସଞ୍ଜିବ କପୁରର୍ସ କିଚେନ’କୁ ସମସ୍ତେ ଅଳ୍ପ ବହୁତେ ମନେ ରଖିଥିବେ ନିଶ୍ଚୟ । ଟେଲିଭିଜନର ଏହା ଏକ ଲୋକପ୍ରିୟ କାର୍ଯ୍ୟକ୍ରମ…

‘ପ୍ରଧାନମନ୍ତ୍ରୀ ପଦ ପାଇଁ ଅଭିଳାଷ ନାହିଁ, ବିରୋଧୀଙ୍କୁ ଏକାଠି କରିବା ହିଁ ମୂଳ ଲକ୍ଷ୍ୟ’

ନୂଆଦିଲ୍ଲୀ,୧୨।୮: ନୀତୀଶ କୁମାର ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ଛାଡ଼ି ପୁରୁଣା ସହଯୋଗୀ ଲାଲୁ ପ୍ରସାଦ ଯାଦବଙ୍କ ଆର୍‌ଜେଡିର ହାତ ଧରି ଅଷ୍ଟମ ଥର…

ହୀରାକୁଦର ତଳିଆ ଅଞ୍ଚଳକୁ ସତର୍କ କରାଇଲେ ଜିଲାପାଳ

ସମ୍ବଲପୁର, ୧୨।୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦରେ ମୋଟ୍‌ ୨୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଯାହା ଫଳରେ ତଳିଆ ଅଞ୍ଚଳକୁ ଜଳ ପ୍ରବାହ…

ଖୋଲିଲା ଆଉ ୬ ଗେଟ୍‌

ସମ୍ବଲପୁର, ୧୨।୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଶୁକ୍ରବାର ହୀରାକୁଦରେ ଆଉ ୬ଟି ଗେଟ୍‌ ଖୋଲାଯାଇଛି। ବର୍ତ୍ତମାନ ସୁଦ୍ଧା ଏହାକୁ ମିଶାଇ ୨୦ଟି ଗେଟ୍‌ ଦେଇ ଜଳ…

ତ୍ରିରଙ୍ଗା ଶୋଭାଯାତ୍ରାରେ ୯ ଡାକଘରର କର୍ମଚାରୀ ସାମିଲ

ନିମାପଡ଼ା,୧୨ା୮(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଉପ ଡାକମଣ୍ଡଳ ଅଧିନସ୍ଥ କୋଣାର୍କ ଉପ ଡାକଘର ପରିସରରୁ ଏକ ତ୍ରିରଙ୍ଗା ଶୋଭାଯାତ୍ରା ବାହାରି କୋଣାର୍କ ବଜାର ପରିକ୍ରମା କରି ସୂର୍ଯ୍ୟ…

ବୋଳଙ୍ଗ-ପାଉଁଶିଆ ରାସ୍ତା ବାହ୍ୟଜଗତରୁ ବିଚ୍ଛିନ୍ନ

ବାଲେଶ୍ୱର ଅଫିସ,୧୨ା୮: ଲଘୁଚାପ ଜନିତ ଲଗାଣ ବର୍ଷା ୭ ଦିନ ଧରି ହେବା ଫଳରେ ବାଲେଶ୍ୱର ଜିଲାର ବାଲିଆପାଳ ବ୍ଲକ ଅନ୍ତର୍ଗତ ବୋଳଙ୍ଗ ପଞ୍ଚାୟତରୁ ପାଉଁଶିଆ ରାସ୍ତାକୁ…

ପୋଲ ପାର୍ଶ୍ୱରୁ ଧୋଇଗଲା ମାଟି

ନୂଆଗାଁ,୧୩।୮ (ଡି.ଏନ.ଏ.) ନୟାଗଡ଼ ଜିଲା ନୂଆଗାଁ ବ୍ଲକ ବାଲଣ୍ଡାଠାରୁ ବରକୋଳାକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣଧୀନ ପୋଲ ପାର୍ଶ୍ୱରୁ ମାଟି ଧୋଇ ହୋଇଯାଇଛି ।…

ଆବାସ ଅପେକ୍ଷାର ହେଉନି ଅନ୍ତ

ଆଠମଲ୍ଲିକ,୧୨ା୮: ଦରିଦ୍ର ବୋଲି ଦୂରରୁ ଜଳ ଜଳ ଦିଶୁଛି। ମାଟି କାନ୍ଥ ଭାଙ୍ଗି ମାଟିରେ ଲୋଟୁଛି। ଭଙ୍ଗା ଛପର ଉପରେ ଜରିପାଲ ଭିଡ଼ାଯାଇଛି। ହେଲେ ଏପରି ଗରିବଙ୍କ…