ଅଗଷ୍ଟ ୨୪ରେ ଫ୍ଲୋର୍‌ ଟେଷ୍ଟ

ପାଟନା,୧୦।୮:ବିହାରରେ ନୂତନ ସରକାର ଗଠନ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବା ପରେ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କ ସହ ପ୍ରଥମ କ୍ୟାବିନେଟ ବୈଠକ କରିଛନ୍ତି।…

ରକ୍ଷାବନ୍ଧନ ପାଇଁ ନବୀନ ନିବାସ ନ ଆସିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ରାଖୀ ପୂର୍ଣ୍ଣିମା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ ରକ୍ଷା ବନ୍ଧନରେ କେହି ନବୀନ ନିବାସକୁ…

ହତ୍ୟା ଅଭିଯୋଗ: ମାଟିତଳୁ ଖୋଳାହେଲା ମହିଳାଙ୍କ ମୃତଦେହ

ବାଲେଶ୍ୱର ଅଫିସ,୧୦ା୮: ବାଲେଶ୍ୱର ଜିଲା ସୋର ଥାନା ଗୋପୀନାଥପୁର ପଞ୍ଚାୟତ ବାଘ ଆମ୍ପୁଡ଼ା ଗାଁରେ ୩ ଦିନ ପରେ ମାଟିତଳୁ ବୁଧବାର ଖୋଳା ହୋଇଛି ମହିଳାଙ୍କ ଗଳିତ…

ଟ୍ରକ୍‌ମାଲିକଙ୍କ ରାସ୍ତା ଅବରୋଧ

କେନ୍ଦୁଝର,୧୦ା୮(ସ୍ବ.ପ୍ର.): ତୁରନ୍ତ ନିର୍ବାଚନ କରିବା ଦାବିରେ କେନ୍ଦୁଝର ଜିଲା ଟ୍ରକ୍‌ ମାଲିକମାନେ ସଂଘ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ରାସ୍ତା ଅବରୋଧ କରିଥିଲେ। ଏଥିରେ ବିଭିନ୍ନ ଅଞ୍ଚଳରୁ ଆସିଥିବା…

ୟୁ. ୟୁ. ଲଳିତ ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି: ଲାଗିଲା ରାଷ୍ଟ୍ରପତିଙ୍କ ମୋହର

ନୂଆଦିଲ୍ଲୀ,୧୦।୮: ଦେଶର ୪୯ତମ ପ୍ରଧାନ ବିଚାରପତି ଭାବରେ ସୁପ୍ରିମକୋର୍ଟର ଜଷ୍ଟିସ ଉଦୟ ଉମେଶ ଲଲିତଙ୍କୁ ନିଯୁକ୍ତ କରାଯାଇଛି। ବୁଧବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନିଯୁକ୍ତି ଉପରେ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୫୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୦୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୦୭,୩୦୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ…

ଶୁଟିଂ ସେଟ୍‌ରେ ଶିଳ୍ପାଙ୍କ ଗୋଡ ଭାଙ୍ଗିଲା

ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସହ ବଡ଼ ଦୁର୍ଘଟଣା ଘଟିଛି। ଆଗାମୀ ସିରିଜର ଶୁଟିଂ ସମୟରେ ତାଙ୍କ ଗୋଡ ଭାଙ୍ଗି ଯାଇଛି। ଶିଳ୍ପା ଇନଷ୍ଟାଗ୍ରାମରେ ଫଟୋ ଶେୟାର…

୯ ଅଧିକାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିବା ବେଳେ ୨ ଜଣଙ୍କୁ…

ଓଡ଼ିଶା: ଆଜିର ଫଟୋ (ଅଗଷ୍ଟ ୧୦, ୨୦୨୨)

ଭୁବନେଶ୍ୱର ୟୁନିଟ-୧ ମାର୍କେଟ ନିକଟ ଦୋକାନରୁ ରାଖୀ କିଣୁଛନ୍ତି ଯୁବତୀ   ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପ୍ରାକୃତିକ ବିଜ୍ଞାନ ସଂଗ୍ରହାଳୟର ୧୮ତମ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ୱତନ୍ତ୍ର…

ଦେଶରେ କଳା ଯାଦୁ ବିସ୍ତାର ପାଇଁ ଚାଲିଛି ପ୍ରୟାସ:ମୋଦି

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ହରିୟାଣାର ପାନିପତ ଠାରେ ୯୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଦ୍ୱିତୀୟ ପିଢି ଇଥାନଲ କାରଖାନାକୁ ଦେଶ ପାଇଁ ଉତ୍ସର୍ଗ…