ନିର୍ବାଚନ ଲଢ଼ିପାରିବେନି କର୍ପୋରେଟର, କାଉନସିଲର

ବ୍ରହ୍ମପୁର ଅଫିସ,୨୮ା୯: ଗଞ୍ଜାମ ବିଜେଡିର ଜିଲାସ୍ତରୀୟ ସମବାୟ ନିର୍ବାଚନ କମିଟି ବୈଠକ ମଙ୍ଗଳବାର ବ୍ରହ୍ମପୁରରେ ଅନୁଷ୍ଠିତ ହୋଇଯାଇଛି। ଅକ୍ଟୋବରରେ ହେବାକୁ ଥିବା ବ୍ରହ୍ମପୁର ଓ ଆସିକା ସମବାୟ…

କ୍ୱାରାଣ୍ଟାଇନ୍‌ରେ ଥିଲେ ଜିନ୍‌ପିଙ୍ଗ୍‌

ବେଜିଂ,୨୮।୯:  ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କୁ ନେଇ ଉଠିଥିବା ଗୁଜବ ଓ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଉଜ୍‌ବେକିସ୍ତାନର ସମରକନ୍ଦ ଏସ୍‌ସିଓ ସମ୍ମିଳନୀରୁ ଗତ ୧୬ ତାରିଖରେ ଫେରିବା…

ଦୋଷୀଙ୍କୁ ୨୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୨୮।୯: ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ମଙ୍ଗଳବାର ବାଲେଶ୍ୱର ଜିଲା ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ବିଚାରପତି ରଞ୍ଜନ କୁମାର ସୂତାର ଅଭିଯୁକ୍ତଙ୍କୁ…

ମୋବାଇଲରେ ଦେଖିହେବ ସୁପ୍ରିମକୋର୍ଟ ଶୁଣାଣି

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ଇତିହାସରେ ମଙ୍ଗଳବାର ନୂଆ ଅଧ୍ୟାୟ ଯୋଡ଼ିହୋଇଛି। ଏକ ସାମ୍ବିଧାନିକ ପୀଠରେ ଶିବସେନା ମାମଲାର ବିଚାର ଚାଲିଥିବାବେଳେ ପ୍ରଥମ ଥର ପାଇଁ ଏହାର ସିଧା ପ୍ରସାରଣ…

କ୍ୟୁବାରେ ସମଲିଙ୍ଗୀ ବିବାହକୁ ସ୍ବୀକୃତି

କାରିବିଆନ୍‌ ଦେଶ କ୍ୟୁବା ପୁରୁଷ ସମଲିଙ୍ଗୀଙ୍କ ବିବାହକୁ ସ୍ବୀକୃତି ଦେଇଛି। ରବିବାର ଏହା ସପକ୍ଷରେ ବହୁଳ ମତଦାନ ହୋଇଥିଲା। କ୍ୟୁବା ଜନସଂଖ୍ୟାର ୭୪% ବା ୮୪ ଲକ୍ଷ…

ଆଇନଜୀବୀଙ୍କ ଆତ୍ମହତ୍ୟା

ରାଉରକେଲା ଅଫିସ,୨୮।୯: ରାଉରକେଲା ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଡେଲିମାର୍କେଟ ଅଞ୍ଚଳରେ ରହୁଥିବା ରାଉରକେଲା ବାର୍‌ ଆସୋସିଏଶନର ପୂର୍ବତନ ସଭାପତି, ପୂର୍ବତନ ନଗରପାଳ ତଥା ବରିଷ୍ଠ ଆଇନଜୀବୀ ରମେଶ…

ବିଦ୍ୟୁତ୍‌ ବିଚ୍ଛିନ୍ନ କରିବାକୁ ଚିଠି

କେନ୍ଦୁଝର,୨୮ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ତହସିଲ ଅନ୍ତର୍ଗତ ଖଣ୍ଟଘରଠାରେ ଦୀର୍ଘ ବର୍ଷ ହେଲା ବିନା ଅନୁମତିରେ ଚାଲୁଥିବା ୨ ବେଆଇନ କ୍ରଶରକୁ ବନ୍ଦ କରିବା ପାଇଁ ବନ…

ସଜେଇ ହୋଇଛି ଶହୀଦ ସ୍ମୃତିପୀଠ

ବାସୁଦେବପୁର,୨୮ା୯(ଡି.ଏନ.ଏ.): ରକ୍ତତୀର୍ଥ ଭାବେ ପରିଚିତ ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ଇରମରେ ବୁଧବାର ୮୦ତମ ଶହୀଦ ସ୍ମୃତି ଦିବସ ପାଳନ ହେବ। ଏଥିପାଇଁ ଏହି ଶହୀଦ ସ୍ମୃତିପୀଠ…

ଧର୍ମାନ୍ତରୀକରଣକୁ ନେଇ ଉତ୍ତେଜନା

ଚମ୍ପୁଆ,୨୮ା୯(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ରିମୂଳି ଫାଣ୍ଡି ଅଧୀନ ନିଶ୍ଚିନ୍ତପୁର ପଞ୍ଚାୟତର ଅମଳାଣିଗୋଡ଼ା ଗାଁରେ ଧର୍ମାନ୍ତରୀକରଣକୁ ନେଇ ଉତ୍ତେଜନା ଦେଖାଯାଇଛି। ପୂର୍ବତନ ଝୁମ୍ପୁରା ବ୍ଲକ୍‌…

ରତ୍ନଭଣ୍ଡାର ପ୍ରସଙ୍ଗକୁ ପୁଣି ଅଣଦେଖା

ପୁରୀ ଅଫିସ,୨୮।୯: ଶ୍ରୀମନ୍ଦିରସ୍ଥିତ ନୀଳାଦ୍ରି ଭକ୍ତ ନିବାସଠାରେ ମଙ୍ଗଳବାର ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଶ୍ରୀମନ୍ଦିର…