ଧାନ ଫସଲରେ ରୋଗ, ଚିନ୍ତାରେ ଚାଷୀ

ଲୋଇସିଂହା,୨୬।୯(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ଖରିଫ ଧାନଚାଷରେ ରୋଗପୋକ ପ୍ରାଦୁର୍ଭାବ ଦେଖାଦେଇଛି। ଏଭଳି ସମୟରେ ଗ୍ରାମ୍ୟ କୃଷି କର୍ମଚାରୀମାନେ କ୍ଷେତ୍ର ପରିଦର୍ଶନ କରୁ ନ ଥିବା…

ଷ୍ଟଣ୍ଟ କରିବା ପଡିଲା ମହଙ୍ଗା

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଫଟୋ, ଭିଡିଓ ଭାଇରାଲ ହେବାରେ ଲାଗିଛି। ଠିକ୍‌ ସେପରି ଏକ ଭିଡିଓ ଭାଇରାଲ ହୋଇଛି। ଯାହାକୁ ଦେଖିଲେ…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ଝୁଲାପୋଲ

ରାୟଗଡ଼ା ଅଫିସ,୨୬ା୯: ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ରହିଛି ରାୟଗଡ଼ାର ନାଗାବଳୀ ନଦୀରେ ନିର୍ମିତ ଝୁଲାପୋଲ। ସ୍ଥାନୀୟ ତଥା ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ…

ଆପଣ ଏହି ଚିକେନ ଖାଉଛନ୍ତି କି? | Health Tips | Chicken

ଚିକେନ ଚର୍ମରେ ପ୍ରଚୁର ଚର୍ବି ଥାଏ, ତେଣୁ ସମସ୍ତଙ୍କ ମନରେ ଏକ ପ୍ରଶ୍ନ ରହିଛି ଯେ ଚିକେନକୁ ଚର୍ମ ସହିତ ଖାଇବା, ନା ଚର୍ମ ବିନା ଖାଇବା…

ସୂର୍ଯ୍ୟକୁମାର ବଡ଼ ରେକର୍ଡ

ହାଇଦ୍ରାବାଦ,୨୬।୯: ଭାରତୀୟ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଚଳିତ ବର୍ଷ ଟି-୨୦ କ୍ରିକେଟରେ ସର୍ବାଧିକ ରନ ସ୍କୋର କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର…

୧୮ତମ ପ୍ରତିଷ୍ଠା ଦିବସ ପାଳନ କଲେ ମାଓବାଦୀ, ନାଚଗୀତରେ ଝୁମିଲେ

ମାଲକାନଗିରି,୨୬ା୯(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ବିଜାପୁର ଜିଲାରେ ଏକଜୁଟ୍‌ ହୋଇ ୧୮ତମ ପ୍ରତିଷ୍ଠା ଦିବସ ପାଳନ କରିଛନ୍ତି ମାଓବାଦୀ। ପ୍ରତିବର୍ଷ ସେପ୍ଟେମ୍ବର ୨୧ରୁ ୨୭ ପର୍ଯ୍ୟନ୍ତ ମାଓବାଦୀମାନେ ଏହି…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ ଜୀବନ

ଲକ୍ଷ୍ନୌ,୨୬।୯: ଲକ୍ଷ୍ନୌର ଇଟାଉଞ୍ଜାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଟ୍ରକ୍‌ ଏକ ଟ୍ରାକ୍ଟରକୁ ଟକ୍କର ଦେଇଛି। ଫଳରେ ଏକ ପୋଖରୀରେ ଟ୍ରାକ୍ଟର-ଟ୍ରଲି ଖସି…

ଛତୁ ଚାଷ କରି ସ୍ବାବଲମ୍ବୀ ହୋଇଛନ୍ତି ପରମେଶ୍ବର

ଭବାନୀପାଟଣା,୨୬।୯(ସ୍ବ.ପ୍ର.): ବିଏସସି ପାସ କରିବା ପରେ ନିଜ ଅଞ୍ଚଳରେ ଚାକିରିଟିଏ କରିବା ପାଇଁ ବହୁତ ଚେଷ୍ଟା କରିଥିଲେ। ହେଲେ ଚାକିରିଟିଏ ନ ମିଳିବାର ନିରାଶ ହୋଇ ପେଟପାଟଣା…

୨ ମାସ ହେଲା ଭତ୍ତା ପାଇ ନାହାନ୍ତି ବୃଦ୍ଧାବୃଦ୍ଧ, ଭିନ୍ନକ୍ଷମ

ସିନାପାଲି,୨୬।୯(ଡି.ଏନ.ଏ.): ନୂଆପଡା ଜିଲା ସିନାପାଲି ବ୍ଲକର ବିଭିନ୍ନ ପଞ୍ଚାୟତରେ କିଛି ମାସ ହେବ ବ୍ୟାଙ୍କ ଜମାଖାତା ଜରିଆରେ ବୃଦ୍ଧାବୃଦ୍ଧ ଓ ଭିନ୍ନକ୍ଷମମାନଙ୍କୁ ଭତ୍ତା ପ୍ରଦାନ କରାଯାଉଛି। ଫଳରେ…

ସୌରଜଗତରେ ବୁଦ୍ଧିମାନ ଜୀବ ସନ୍ଧାନ

କୋଟି କୋଟି ଗାଲାକ୍ସିକୁ ନେଇ ବିଶ୍ୱ ଗଠିତ ଏବଂ ପ୍ରତ୍ୟେକ ଗାଲାକ୍ସିରେ କୋଟି କୋଟି ନକ୍ଷତ୍ର ଅଛନ୍ତି। ଆମ ସୌରଜଗତର ମୁଖ୍ୟ ସୂର୍ଯ୍ୟ ଆକାଶଗଙ୍ଗା ଗାଲାକ୍ସିରେ ଥିବା…