ପୁଣି ରୋଷେଇ ଘରେ ମହଙ୍ଗା ମାଡ: ପ୍ରତି ୟୁନିଟ୍‌ ପିଛା ୨.୬୩ ଟଙ୍କା ବଢ଼ିଲା ପିଏନ୍‌ଜି

ନୂଆଦିଲ୍ଲୀ,୫।୮: ଗତ କିଛି ଦିନରୁ ଦେଶରେ ଲଗାତର ଭାବେ ଦରବୃଦ୍ଧି ପାଇବାରେ ଲାଗିଛି। ଯାହା ଲୋକଙ୍କ ନିଦ ହଜାଇ ଦେଇଛି। ଇତିମଧ୍ୟରେ ଦିଲ୍ଲୀବାସୀଙ୍କୁ ପୁଣିଥରେ ଆଉ ଥରେ…

କପିଳାସ ଅଭୟାରଣ୍ୟରେ ଲାଗିବ ୬୦ କ୍ୟାମେରା

ଢେଙ୍କାନାଳ ଅଫିସ,୫।୮: ବାଘଙ୍କ ଗତିବିଧି ଉପରେ ନଜର ରଖିବାକୁ ଢେଙ୍କାନାଳ ଜିଲା କପିଳାସ ଅଭୟାରଣ୍ୟରେ ଲାଗିବ ୬୦ ଟ୍ରାପ୍‌ କ୍ୟାମେରା। ପ୍ରତି ୨ ବର୍ଗ କିଲୋମିଟର ପରିଧିରେ…

ଜିଲା ଚିକିତ୍ସାଳୟରେ ଚିକିତ୍ସା ଢିଲା

ଢେଙ୍କାନାଳ ଅଫିସ,୫।୮: ସାତ ମହଲା କୋଠା। ତଳେ ଛିଡ଼ାହେଲେ ନଭଶ୍ଚୁମ୍ଭୀ ଅଟ୍ଟାଳିକାକୁ ଆଖିପାଉନି। ରୋଗୀ ଯେପରି ହାତପାଆନ୍ତାରେ ଗୁଣାତ୍ମକ ସେବା ପାଇପାରିବେ, ସେଥିଲାଗି କିଣାଯାଇଛି ଅତ୍ୟାଧୁନିକ ଉପକରଣ।…

ପୁଣି ଡରାଇଲା ଦିଲ୍ଲୀ: ୨୦୦କଣ୍ଟେନମେଣ୍ଟ ଜୋନ, ୬ହଜାରରୁ ଊର୍ଦ୍ଧ୍ୱ ସକ୍ରିୟ ମାମଲା

ନୂଆଦିଲ୍ଲୀ,୫।୮: ରାଜଧାନୀ ଦିଲ୍ଲୀ ସମେତ ଏନ୍‌ସିଆରରେ ପୁଣି ଥରେ କରୋନା କାୟା ମେଲାଇଲାଣି। ଧୀରେ ଧୀରେ ରାଜଧାନୀରେ କଣ୍ଟେନମେଣ୍ଟ ଜୋନ ପୁଣି ଫେରିଥିବା ଦେଖିବାକୁ ମିଳିଛି। କରୋନା…

୩୯ ବଦଳରେ ୧୨ ନର୍ସ

ଚମ୍ପୁଆ,୫ା୮(ଡି.ଏନ.ଏ.): ୧୯୧୦ ମସିହାରେ ନିର୍ମିତ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟ ଏବେ ଅବହେଳିତ ଅବସ୍ଥାରେ। ସେଥିପାଇଁ ରୋଗୀ ଏବେ ଜିଲା ମୁହାଁ ହେଲେଣି। ଉଚ୍ଚ କର୍ତ୍ତୃପକ୍ଷ ଅବହେଳାରୁ ଡାକ୍ତର…

ସ୍ତ୍ରୀଙ୍କୁ ରୋମାଣ୍ଟିକ୍‌ ଅନ୍ଦାଜରେ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଅଜୟ

ମୁମ୍ବାଇ:ବଲିଉଡ୍‌ର ଜଣାଶୁଣା ଅଭିନେତ୍ରୀ ମଧ୍ୟରୁ କାଜଲ ଅନ୍ୟତମ। ସେ ଇଣ୍ଡଷ୍ଟ୍ରିକୁ ଅନେକ ହିଟ୍‌ ଫିଲ୍ମ ଦେଇଛନ୍ତି। ତେବେ ଆଜି କାଜଲ ତାଙ୍କର ୪୮ତମ ଜନ୍ମଦିନ ପାଳନ କରୁଛନ୍ତି।…

ନାଇଟ୍‌ କ୍ଲବ୍‌ରେ ବଡ଼ ଧରଣର ଅଗ୍ନିକାଣ୍ଡ: ଚାଲିଗଲା ୪୦ ଜୀବନ

ବ୍ୟାଙ୍କକ୍‌,୫।୮: ଥାଇଲ୍ୟାଣ୍ଡର ଏକ ନାଇଟ କ୍ଲବରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଗୁରୁତର ଆହତ…

ଭଙ୍ଗା ଚାଳିଆରେ ପାଠ ପଢ଼ା

ଠାକୁରମୁଣ୍ଡା,୫ା୮(ଡି.ଏନ.ଏ.): ସରକାର ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦେଇ ଆସୁଥିବା କହୁଛନ୍ତି। ୫-ଟି ଯୋଜନାରେ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟ ଚାଲିଛି। ମାତ୍ର ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ତାଳପଦା…

ବଢିଲା ରେପୋ ରେଟ୍‌: ବଢିବ ଘର ଋଣ ସୁଧ ହାର

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ଙ୍କ ମୂଲ୍ୟ ନିର୍ଦ୍ଧାରଣ କମିଟି ବୈଠକରେ ଆରବିଆଇ ରେପୋ ରେଟ୍‌କୁ ୦.୫୦ ପ୍ରତିଶତ ବୃଦ୍ଧି ଘୋଷଣା କରାଯାଇଛି। ଫଳରେ ରେପୋ ରେଟ୍‌…

ପଥର ଖାଦାନ ପାଇଁ ବଳିପଡ଼ିଲା ତୈଳଭଣ୍ଡାର

ଯାଜପୁର ଅଫିସ,୫ା୮: ଯାଜପୁର ଜିଲା ଚଣ୍ଡିଖୋଲଠାରେ ପ୍ରସ୍ତାବିତ ଦେଶର ୪ର୍ଥ ସର୍ବବୃହତ୍‌ ତୈଳଭଣ୍ଡାର ପଥର ଖାଦାନ ପାଇଁ ବଳିପଡିଛି। କ୍ୟାବିନେଟ ମଞ୍ଜୁରୀ ମିଳିବାର ଇତିମଧ୍ୟରେ ୪ ବର୍ଷ…