ଓଡ଼ିଶାର ପୂର୍ବତନ ଏମ୍‌ପି, ୨ ପୂର୍ବତନ ବିଧାୟକଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୫।୮:ଚିଟ୍‌ଫଣ୍ଡ ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ଏକ କମ୍ପାନୀର ୨.୧୬ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ଜବତ କରିଛି। ଓଡ଼ିଶାର…

ଆଜି ମୋଦିଙ୍କୁ ଭେଟିବେ ମମତା

ନୂଆଦିଲ୍ଲୀ,୫।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ତେବେ ଏହି ଗସ୍ତରେ ମମତା ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ରାଜ୍ୟ ପାଇଁ…

ଯୋଗ-ଆୟୁର୍ବେଦ ଏକ ଜନ ଆନ୍ଦୋଳନ

ନୂଆଦିଲ୍ଲୀ,୫ା୮ ଆଜାଦୀ କି ଅମୃତ ମହୋତ୍ସବ ଅବସରରେ ପତଞ୍ଜଳି ଯୋଗପୀଠର ସାଧାରଣ ସମ୍ପାଦକ ତଥା ପତଞ୍ଜଳି ବିଶ୍ୱବିଦ୍ୟାଳୟର କୁଳପତି ଆଚାର୍ଯ୍ୟ ବାଲ୍‌କ୍ରିଷ୍ଣାଙ୍କ ୫୦ ତମ ଜନ୍ମଦିବସ ପରିପ୍ରେକ୍ଷୀରେ…

ଆଜି ହୋଇପାରେ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ମୁମ୍ବାଇ,୫୪।୮: ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଶୁକ୍ରବାର ହୋଇପାରେ । ଶିବସେନାର ଶିନ୍ଦେ ଗୋଷ୍ଠୀ ମୁଖପାତ୍ର ଦୀପକ କେସର୍କାର ଏଭଳି ସୂଚନା…

ଗ୍ରିନରଙ୍କୁ ରୁଷିଆରେ ୯ ବର୍ଷ ଜେଲ

ମସ୍କୋ, ୫ା୮: ଡ୍ରଗ୍ସ ଚାଲାଣ ଅଭିଯୋଗରେ ଆମେରିକାର ବାସ୍କେଟବଲ ଖେଳାଳି ବ୍ରିଟନି ଗ୍ରିନରଙ୍କୁ ରୁଷିଆର ଏକ କୋର୍ଟ ଗୁରୁବାର ୯ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ…

ପ୍ରବଳ ବର୍ଷା: ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଥିରୁଭାନନ୍ତପୁରମ୍‌,୫।୮: କେରଳରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଏଥିପାଇଁ ଭାରତର ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଗୁରୁବାର ଆଠଟି ଜିଲାରେ ରେଡ୍‌ ଓ୍ବାର୍ନିଂ ଜାରି…

ଭାରତ-ବାଂଲାଦେଶ ଫାଇନାଲ ଆଜି

ଭୁବନେଶ୍ୱର,୫।୮ (କ୍ରୀଡ଼ା ପ୍ରତିନିଧି):କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୨୦ ବର୍ଷରୁ କମ୍‌ ସାଫ୍‌ (ସାଉଥ ଏସିଆନ ଫୁଟବଲ ଫେଡେରେଶନ) ଫୁଟବଲ ଟୁର୍ନାମେଣ୍ଟର ଫାଇନାଲ ଶୁକ୍ରବାର ଭାରତ ଓ ବାଂଲାଦେଶ…

ଦେଶରେ ଥମୁନି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୫।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦,୫୫୧ ନୂଆ କରୋନା…

ଲମ୍ଫ ଜମ୍ପରେ ମୁରଲୀ ଶ୍ରୀଶଙ୍କରଙ୍କୁ ରୌପ୍ୟ

ବର୍ମିଂହାମ,୫।୮: ବର୍ମିଂହାମରେ ଚାଲିଥିବା ୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡାରେ ପୁରୁଷ ଲଙ୍ଗ୍‌ ଜମ୍ପ୍‌ରେ ଭାରତର ମୁରଲୀ ଶ୍ରୀଶଙ୍କର ଚମତ୍କାର ପ୍ରଦର୍ଶନ କରି ରୌପ୍ୟ ପଦକ ଜିତିଛନ୍ତି। ପୁରୁଷ ଲଙ୍ଗ୍‌…

କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ/ପାତ୍ରପୁର,୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜୟନ୍ତୀପୁର ହାଇସ୍କୁଲର କ୍ରୀଡ଼ା ଶିକ୍ଷକ ଜନାର୍ଦ୍ଦନ ସାହୁଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସ୍ବତନ୍ତ୍ର…