୬ ଅଫିସରଙ୍କ ବିରୋଧରେ ହତ୍ୟା ମାମଲା

ବେଙ୍ଗାଲୁରୁ,୨୬।୯: ବାୟୁସେନା ପାଇଁ ପ୍ରଶିକ୍ଷଣ ନେଉଥିବା ଜଣେ ୨୭ ବର୍ଷୀୟ କ୍ୟାଡେଟ୍‌ଙ୍କ ମୃତଦେହ ଶନିବାର ଜଲାହଲ୍ଲିସ୍ଥିତ ଏୟାରଫୋର୍ସ ଟେକ୍‌ନିକାଲ କଲେଜ କ୍ୟାମ୍ପସ୍‌ରୁ ମିଳିଥିଲା। ଏହି ଘଟଣାରେ ବାୟୁସେନାର…

ଭଗତ ସିଂଙ୍କ ନାମରେ ହେବ ଚଣ୍ଡିଗଡ଼ ବିମାନବନ୍ଦର

ନୂଆଦିଲ୍ଲୀ,୨୬।୯ (ପି.ଟି.): ସେପ୍ଟେମ୍ବର ୨୮ ମହାନ୍‌ ସ୍ବାଧୀନତା ସଂଗ୍ରାମୀ ଶହୀଦ ଭଗତ ସିଂଙ୍କ ଜନ୍ମବାର୍ଷିକୀ ହୋଇଥିବାରୁ ଅମୃତ ମହୋତ୍ସବରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ଦିବସ। ତାଙ୍କୁ ଶ୍ରଦ୍ଧାଞ୍ଜଳି…

ରିସର୍ଟ ଭାଙ୍ଗି ପ୍ରମାଣ ନଷ୍ଟ

ଋଷିକେଶ, ୨୬ା୯: ଉତ୍ତରାଖଣ୍ଡର ପୌଡ଼ି ଜିଲା ଋଷିକେଶ ନିକଟରେ ୧୯ ବର୍ଷୀୟା ରିସେପ୍‌ସନିଷ୍ଟ ଅଙ୍କିତା ଭଣ୍ଡାରୀଙ୍କ ହତ୍ୟା ଗୁମର ଫିଟିବା ପରେ ଅନେକ ନୂଆ ତଥ୍ୟ ସାମ୍‌ନାକୁ…

ଆଜି ପୃଥିବୀର ନିକଟତର ହେବ ବୃହସ୍ପତି

ଓ୍ବାଶିଂଟନ୍‌, ୨୬ା୯: ସୌରମଣ୍ଡଳର ବୃହତ୍ତମ ଗ୍ରହ ବୃହସ୍ପତି ପ୍ରାୟ ୬ ଦଶନ୍ଧି ପରେ ସୋମବାର ପୃଥିବୀର ସବୁଠୁ ନିକଟତର ହେବାକୁ ଯାଉଛି। ୧୯୬୩ ପରେ ଏହି ବିଶାଳକାୟ…

ଡିଆଇଡି ସୁପର ମମର ବିଜେତା ହେଲେ ହରିୟାଣାର ଶ୍ରମିକ ବର୍ଷା ବୁମରା

ମୁମ୍ବାଇ,୨୬ ।୯: ଡିଆଇଡି ସୁପର ମମ ଟ୍ରଫି ଜିତି ବର୍ଷା ବୁମରା ପୁଣିଥରେ ପ୍ରମାଣ କରିଛନ୍ତି ଯେ ପରିସ୍ଥିତି ଯାହା ବି ହେଉ ସ୍ୱପ୍ନକୁ ପୂରା କରିବାକୁ…

ଗେହଲଟ୍‌ ଗୋଷ୍ଠୀର ୯୨ ବିଧାୟକଙ୍କ ଇସ୍ତଫା

ଜୟପୁର/ନୂଆଦିଲ୍ଲୀ,୨୬ା୯: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ଶିବିରରେ ରବିବାର ରାତିରେ ହାଇଡ୍ରାମା ଦେଖିବାକୁ ମିଳିଛି। ଗେହଲଟ୍‌ ମୁଖ୍ୟମନ୍ତ୍ରୀ ପଦରେ ଥାଇ କଂଗ୍ରେସ ଅଧ୍ୟକ୍ଷ ହୁଅନ୍ତୁ ବୋଲି ତାଙ୍କ…

ହାତୀ ଆକ୍ରମଣ:ଓଡ଼ିଶାରେ ସର୍ବାଧିକ ଜୀବନହାନି

ନୂଆଦିଲ୍ଲୀ, ୨୬ା୯: ଓଡ଼ିଶାରେ ହାତୀ-ମଣିଷ ଲଢ଼େଇ ଶେଷ ହେବା ଭଳି ମନେ ହେଉନାହିଁ। ଏଥିଯୋଗୁ ବ୍ୟାପକ ଧନଜୀବନ ଓ ଫସଲ ହାନି ଘଟୁଛି। ରାଜ୍ୟରେ ଗତ ୩…

ତିନି ଦିନିଆ କର୍ନାଟକ ଗସ୍ତରେ ଯିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬ ।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁୁ ସୋମବାରଠାରୁ ୨୮ ସେପ୍ଟେମ୍ବର ପର୍ଯ୍ୟନ୍ତ ୩ ଦିନିଆ କର୍ନାଟକ ଗସ୍ତରେ ଯାଉଛନ୍ତି । ରାଷ୍ଟ୍ରପତି ଭାବେ କୌଣସି ରାଜ୍ୟକୁ ଏହା…

ଶାଖା ତତ୍ତ୍ୱାବଧାରକ ବହିଷ୍କୃତ

ମାଲକାନଗିରି,୨୫ା୯(ସ୍ବ.ପ୍ର.): ଚାଷୀଙ୍କ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ମାଥିଲି ଲ୍ୟାମ୍ପରେ କାର୍ଯ୍ୟରତ ଶାଖା ତତ୍ୱାବଧାରକ ସତ୍ୟ ନାରାୟଣ ସ୍ବାଇଁଙ୍କୁ ବହିଷ୍କୃତ କରାଯାଇଛି। ମାଥିଲି ଏମ୍‌ଡି…

୨-୧ରେ ସିରିଜ ଜିତିଲା ଭାରତ

ହାଇଦ୍ରାବାଦ,୨୫।୯: ହାଇଦ୍ରାବାଦସ୍ଥିତ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଟି୨୦ ସିରିଜର ତୃତୀୟ ତଥା ଅନ୍ତିମ ମୁକାବିଲାରେ ବିରାଟ କୋହଲି ଓ ସୂର୍ଯ୍ୟକୁମାର ଯାଦବଙ୍କ ଶତକୀୟ…