ପାଇଖାନା ନିର୍ମାଣ ନାମରେ ହରିଲୁଟ୍‌

ଭାପୁର,୪ା ୮(ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକରେ ଫେଲ ମାରିଛି କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ପରିମଳ ଯୋଜନା। ପାଇଖାନା ନିର୍ମାଣ ନାମରେ ହୋଇଛି ଲକ୍ଷାଧିକ ଟଙ୍କା ହରିଲୁଟ…

ଅଗଷ୍ଟ ୮ ପର୍ଯ୍ୟନ୍ତ ଇଡି ହେପାଜତରେ ରହିବେ ସଞ୍ଜୟ

ମୁମ୍ବାଇ,୪ ।୮: ମହାରାଷ୍ଟ୍ରର ପାତ୍ର ଚଲ ଜମି ଦୁର୍ନିତି ମାମଲାର ଯାଞ୍ଚ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଜାରି ରହିଛି । ଏହାରି ଭିତରେ ଶିବସେନା ନେତା ସଞ୍ଜୟ…

ବାବୁସାନ୍‌ଙ୍କ ଜାମିନ ଆବେଦନରେ ପୂର୍ଣ୍ଣଚ୍ଛେଦ

କଟକ ଅଫିସ,୪ା୮: ଓଲିଉଡ୍‌ ଅଭିନେତା ବାବୁସାନ ମହାନ୍ତି ହାଇକୋର୍ଟରେ ଆଗୁଆ ଜାମିନ ପାଇଁ କରିଥିବା ଆବେଦନରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ତଦନ୍ତରେ ବାବୁସାନ ସହଯୋଗ କରିଥିବାରୁ ହାଇକୋର୍ଟ ଏହି…

ଆଜମ ଖାଁ ଅସୁସ୍ଥ: ହସ୍ପିଟାଲରେ ଭର୍ତ୍ତି

ଲକ୍ଷ୍ନୌ,୪।୮: ସମାଜବାଦୀ ପାର୍ଟି(ଏସ୍‌ପି) ନେତା ତଥା ପୂର୍ବତନ ମନ୍ତ୍ରୀ ଆଜମ ଖାନ ଅସୁସ୍ଥ ହୋଇପଡ଼ିଛନ୍ତି। ବୁଧବାର ରାତିରେ ନିମୋନିଆ ହେବା ସହ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ…

ଶିଶୁଙ୍କୁ ବଣ୍ଟନ ହେଉଥିବା ଛତୁଆରେ ବାଲି, ଗୁଣବତ୍ତାକୁ ନେଇ ଉଠିଲା ପ୍ରଶ୍ନ

ନୟାଗଡ଼ ଅଫିସ,୪।୮: ନୟାଗଡ଼ ଜିଲାର ବିଭିନ୍ନ ଅଙ୍ଗନୱାଡି କେନ୍ଦ୍ରକୁ ଯୋଗାଣ ହେଉଥିବା ଛତୁଆର ଗୁଣବତ୍ତା ଉପରେ ପ୍ରଶ୍ନ ଉଠିଛି। ଏହାର ମାନ ଭଲ ନ ଥିଲେ ମଧ୍ୟ…

ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର,୪ା୮(ବ୍ୟୁରୋ): ବିଶିଷ୍ଟ ସାହିତ୍ୟ ସାଧିକା, ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୧୬ତମ ଶ୍ରାଦ୍ଧ ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ…

ସହଜପୁର ଉ.ପ୍ରା. ବିଦ୍ୟାଳୟରେ ୧୫ ମାସ ହେଲା ଶିକ୍ଷକ ନାହାନ୍ତି

ପିପିଲି, ୪ା୮(ସ୍ବ.ପ୍ର/ଡି.ଏନ୍‌.ଏ): ପିପିଲି ବ୍ଲକ ଅନ୍ତର୍ଗତ ସହଜପୁର ଗ୍ରାମସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ପଢାଇବା ପାଇଁ କୌଣସି ଶିକ୍ଷକ…

କମିଶନରେଟ୍‌ ପୋଲିସରେ ଅଦଳବଦଳ, ବଦଳିଲେ ୩୧ ଅଧିକାରୀ

ଭୁବନେଶ୍ୱର,୪ା୮(ବ୍ୟୁରୋ): ଦ୍ୱୈତ ନଗରୀ କମିଶନରେଟ ପୋଲିସରେ ବୁଧବାର ବଡ଼ ଧରଣର ଅଦଳବଦଳ ହୋଇଛି। ଏନେଇ କମିଶନରେଟ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦୁଇ ଏସିପି,…

ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ତେବେ ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯,୧୪୧ ବୃଦ୍ଧି ପାଇଛି।…

ସାର ଦରବୃଦ୍ଧି ପ୍ରତିବାଦରେ ଧାରଣା

ପାଟଣା,୪ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସମ୍ମୁଖରେ ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ସାରର ଦର ବୃଦ୍ଧି ପ୍ରତିବାଦରେ ଧାରଣା ଦିଆଯାଇଛି। ସାରର ଅହେତୁକ ଦର…