ଅନ୍‌ଲାଇନରେ ମଗାଇଲେ ରେନିକୋଟ୍‌, ଆସିଲା ପଲିଥିନ

ନରସିଂହପୁର, ୪ା୮(ସ୍ବ.ପ୍ର.): ଅନ୍‌ଲାଇନରେ ବିଭିନ୍ନ ଘରକରଣାଠାରୁ ଆରମ୍ଭ କରି ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଲୋକମାନେ ଘରେ ବସି ମଗାଉଛନ୍ତି। ହେଲେ କିଛି ଲୋକ ଠକାମିର ଶିକାର ହେଉଥିବା…

୮୦ ପଇସାରେ ମିଳୁଛି ତ୍ରିରଙ୍ଗା

କଟକ ଅଫିସ, ୪।୮: ସ୍ବାଧୀନତା ଦିବସ ପାଳନ ପାଇଁ ସହରରେ ବିଭିନ୍ନ ଦୋକାନରେ ବିକ୍ରି ହେଉଛି ନାନାରକମର ସାମଗ୍ରୀ। ମୁଣ୍ଡରେ ମାରିବା ବ୍ୟାଣ୍ଡ ଠାରୁ ଆରମ୍ଭ କରି…

ବନ୍ଧୁକ, ଭୁଜାଲି ଦେଖାଇ ବ୍ୟାଙ୍କ ମାଲିକଙ୍କଠାରୁ ଲୁଟିନେଲେ ୯ ଲକ୍ଷ ଟଙ୍କା

ଖଇରା,୪ା୮(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ଡୁଙ୍ଗୁରା ବଜାରରେ ଥିବା ଏକ କିଓସ୍କୋ ବ୍ୟାଙ୍କ ମାଲିକଙ୍କୁ ବନ୍ଧୁକ ଓ ଭୁଜାଲି ଦେଖାଇ ୭ଜଣ ଯୁବକ ୯ଲକ୍ଷ…

ଆଳିରେ ଖୁଲମ୍‌ଖୁଲା ଚାଲିଛି ଚୋରାମଦ କାରବାର

ଆଳି,୪।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଦିନକୁ ଦିନ ଚୋରାମଦ କାରବାର ଖୁଲମ୍‌ଖୁଲା ଭାବେ ବଢ଼ିଚାଲିଛି। ଚୋରାମଦ ବେପାରୀମାନେ ଦିନରାତି ଏହି କାରବାରରେ ଲିପ୍ତ ରହୁଥିବା ବେଳେ…

ପାରାଦୀପରେ ହ୍ରାସ ପାଉଛି ଭୂତଳ ଜଳ

ପାରାଦୀପ,୪ା୮ (ସ୍ବ.ପ୍ର.): ସମ୍ପ୍ରତି ଜଳବାୟୁ ପରିବର୍ତ୍ତନ ଯୋଗୁ ପୃଥିବୀର ଅନେକ ସ୍ଥାନରେ ପରିବେଶ ବିଗିଡିବାରେ ଲାଗିଛି। କେଉଁଠି ଅତିବୃଷ୍ଟି ତ କେଉଁଠି ଶୁଖିଲା ପଡିଛି। ଏମିତି ଅବସ୍ଥା…

ବଲିଉଡକୁ ଧନ୍ୟବାଦ ଦେଲେ ସନ୍ନି

ମୁମ୍ବାଇ: ବଲିଉଡରେ ଦୀର୍ଘ ୧୦ ବର୍ଷର ଯାତ୍ରା ପୂରଣ କରିଛନ୍ତି ଅଭିନେତ୍ରୀ ତଥା ପର୍ନଷ୍ଟାର ସନ୍ନି ଲିଓନ । ଏହାକୁ ନେଇ ସେ ବଲିଉଡକୁ ଧନ୍ୟବାଦ ଦେଇଛନ୍ତି…

ଭୁବନେଶ୍ୱରରେ ବାଇକ୍‌, ଏରସମାରୁ ଗଲା ଚାଲାଣ

ଜଗତ୍‌ସିଂହପୁର ଅଫିସ, ୪ା୮: ମୋଟର ଯାନ ଆଇନ କଡ଼ାକଡ଼ି ପାଳନ ଉପରେ ଗୁରୁତ୍ୱ ଦିଆଯାଉଛି। ଯେଉଁମାନେ ହେଲମେଟ୍‌ ପିନ୍ଧି ନ ଥିବେ, ଡ୍ରାଇଭିଂ ଲାଇସେନ୍ସ ନ ଥିବ,…

‘ଆମେ ନରେନ୍ଦ୍ର ମୋଦିଙ୍କୁ ଡରିନାହୁଁ, ଯାହା କରିବାର ଅଛି କର’

ନୂଆଦିଲ୍ଲୀ,୪।୮: ନ୍ୟାଶନାଲ ହେରାଲ୍ଡ କାର୍ଯ୍ୟାଳୟକୁ ସିଲ କରାଯିବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ‘ଶୁଣ, ଆମେ ନରେନ୍ଦ୍ର…

ବର୍ଷାକୁ ନାହିଁ ଭରସା, ହୋଇପାରୁନି ଚାଷକାର୍ଯ୍ୟ

ପଟ୍ଟାମୁଣ୍ଡାଇ,୪ା୮(ସ୍ବ.ପ୍ର.): କଥାରେ ଅଛି, ଆଷାଢ଼-ଶ୍ରାବଣ ମେଘ ବରଷେ ଘନ ଘନ। ଚାଷ ଓ ଚାଷୀ ପାଇଁ ଏହି ଦୁଇ ମାସ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ। ହେଲେ ଆଷାଢ଼ ଯାଇ…

ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ

କଟକ ଅଫିସ/ପାରାଦୀପ,୪ା୮(ସ୍ବ.ପ୍ର.): ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘର ଏବଂ ଅଫିସରେ ଗୁରୁବାର ସିବିଆଇ ଚଢ଼ାଉ କିରଛି। କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍‌…