ଭଡାଘରୁ ମିଳିଲା ମହିଳାଙ୍କ ମୃତଦେହ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜଧାନୀରେ ପୁଣି ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ। ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳେଶୀବିହାରସ୍ଥିତ ଭଡାଘରୁ ମହିଳାଙ୍କ ଝଲନ୍ତା ଅବସ୍ଥାରେ ମୃତଦେହ ମିଳିଛି। ସେ ହେଉଛନ୍ତି ପ୍ରିୟଙ୍କା…

ପିଏଫ୍‌ଆଇ ଟାର୍ଗେଟରେ ଥିଲା ପ୍ରଧାନମନ୍ତ୍ରୀଙ୍କ ପାଟନା ରାଲି: ସାମ୍ନାକୁ ଆସିଲା ଏନ୍‌ଆଇଏର ଚାଞ୍ଚଲ୍ୟକର ତଥ୍ୟ

ନୂଆଦିଲ୍ଲୀ,୨୪।୯: ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନ୍‌ଆଇଏ) ପପୁଲାର୍‌ ଫ୍ରଣ୍ଟ ଅଫ ଇଣ୍ଡିଆ(ପିଏଫ୍‌ଆଇ) ସମ୍ପର୍କରେ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆଣିଛି। ଅଧିକାରୀମାନେ ଦାବି କରିଛନ୍ତି ଯେ, ଚଳିତ ବର୍ଷ…

ଏତିକି କୋଟି ଟଙ୍କାରେ ଆପାର୍ଟମେଣ୍ଟ ବିକିଲେ ଅକ୍ଷୟ କୁମାର, ଦାମ୍‌ ଜାଣିଲେ…

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାର ଅଭିନୟ ଏବଂ ଲୁକ୍‌କୁ ନେଇ ଚର୍ଚ୍ଚାରେ ରୁହନ୍ତି। ନିକଟରେ ତାଙ୍କର ଫିଲ୍ମ ‘ବଚ୍ଚନ ପାଣ୍ଡେ’ରିଲିଜ୍‌ ହୋଇଥିଲା। ଯାହା ଆଶାନୁଯାୟୀ ଭଲ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କଶ୍ମୀର ରାଗ ଉପରେ ଭାରତର କଡ଼ା ଜବାବ

ନ୍ୟୁୟର୍କ,୨୪।୯: ମିଳିତ ଜାତିସଂଘର ସାଧାରଣ ସଭାରେ ଶନିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହଓ୍ବାଜ ଶରିଫ କାଶ୍ମୀର ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି, ଭାରତ ସମେତ ଆମର ସମସ୍ତ ପଡ଼ୋଶୀ…

ବିଏସ୍‌ସି ପରେ ଚିଠି ବାଣ୍ଟୁଛନ୍ତି ଭୋଜରାଜ

ଢେଙ୍କାନାଳ ଅଫିସ,୨୪।୯: ଢେଙ୍କାନାଳ ମୁଖ୍ୟ ଡାକଘର ପୋଷ୍ଟ ମ୍ୟାନ ନବଘନ ଦୁଡୁଆ। ଗତ ବର୍ଷ କରୋନା ମହାମାରୀ ସମୟରେ ସାଇକେଲରେ ଚିଠି ବାଣ୍ଟୁଥିବା ବେଳେ ଉଚ୍ଚ ରକ୍ତଚାପ…

ସିବିଆଇର ବଡ଼ କାର୍ଯ୍ୟାନୁଷ୍ଠାନ: ୨୦ଟି ରାଜ୍ୟର ୫୬ଟି ସ୍ଥାନରେ ଚଢ଼ାଉ

ନୂଆଦିଲ୍ଲୀ,୨୪।୯: ଶିଶୁ ଯୌନ ଅଶ୍ଳୀଳତା ଭିଡିଓ ମାମଲାରେ ସିବିଆଇ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଶନିବାର ୨୦ଟି ରାଜ୍ୟର ୫୬ଟି ସ୍ଥାନରେ ସିବିଆଇ ଟିମ୍‌ ପକ୍ଷରୁ…

ଫିଲ୍ମ ‘ବିକ୍ରମ ଭେଧା’ଦେଖିବାକୁ ଅନୁରୋଧ କଲେ ରଣବୀର

ମୁମାଇ: ବଲିଉଡ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ଫିଲ୍ମ‘ବ୍ରହ୍ମାସ୍ତ୍ର’ ସୁପରହିଟ୍‌ ହୋଇଛି। ବକ୍ସ ଅଫିସରେ ଏହା ଭଲ ଆୟ ମଧ୍ୟ କରିଛି। ନିକଟରେ ରଣବୀର ଏବଂ…

୧୩ଯାତ୍ରୀଙ୍କୁ ଧରି ଯାଉଥିବା ଅଟୋ ଓଲଟିଲା

କୋଟଗଡ଼,୨୪।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଥାନା ଅଧୀନ ମିଡିଆକିଆ ଗଡମାହା ଘାଟରେ ଶନିବାର ଏକ ଅଟୋ ଓଲଟି ୧୩ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩…

ଅଙ୍କିତା ହତ୍ୟା ମାମଲାର ଯାଞ୍ଚ କରିବ ଏସ୍‌ଆଇଟି: ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ଡେରାଡୁନ,୨୪।୯: ଉତ୍ତରାଖଣ୍ଡ ହରିଦ୍ୱାର ଜିଲାର ଏକ ରିସର୍ଟର ମହିଳା କର୍ମଚାରୀଙ୍କୁ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାର…

ଶୌଚାଳୟ ସଫା କଲେ ଭାଜପା ଏମ୍‌ପି, ଭାଇରାଲ ହେଉଛି ଭିଡିଓ

ଭୋପାଳ,୨୪।୯: ମଧ୍ୟପ୍ରଦେଶର ରେୱା ଜିଲାର ଏକ ବାଳିକା ବିଦ୍ୟାଳୟର ଶୌଚାଳୟ ସଫା କରୁଛନ୍ତି ଭାଜପା ଏମ୍‌ପି ଜନାର୍ଦନ ମିଶ୍ର। ଏହାକୁ ନେଇ ଏମ୍‌ପି ନିଜେ ଏକ ଭିଡିଓ…