ଭୁବନେଶ୍ବର ଫେରିବା ପରେ ପ୍ରତିକ୍ରିୟା ରଖିଲେ ହକି ଇଣ୍ଡିଆର ନବନିର୍ବାଚିତ ସଭାପତି

ଭୁବନେଶ୍ୱର,୨୪।୯(ବ୍ୟୁରୋ): ହକି ଇଣ୍ଡିଆର ନବନିର୍ବାଚିତ ସଭାପତି ଦିଲୀପ ତିର୍କୀ ଶନିବାର ଭୁବନେଶ୍ବରରେ ପହଞ୍ଚିଛନ୍ତି। ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଆଗାମୀ ଦିନରେ ସାରା ଦେଶରେ ହକିର…

ସିରିଜ ବରାବର କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୩।୯: ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟି୨୦ ମୁକାବିଲାରେ ବାଜିମାତ କରିଛି ଟିମ୍‌ ଇଣ୍ଡିଆ। ଦଳ ଏହି କର ବା ମର ମ୍ୟାଚ୍‌କୁ ୬ ଉଇକେଟରେ ଜିତିନେଇ ସିରିଜକୁ…

କଟକରେ ହେବ ଲିଜେଣ୍ଡ୍ସ ଲିଗ୍‌ ଫାଇନାଲ

ଭୁବନେଶ୍ୱର, ୨୩ା୯: ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ (ଏଲ୍‌ଏଲ୍‌ସି)ର ଫାଇନାଲ ଅକ୍ଟୋବର ୫ରେ କଟକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ବୋଲି ଟୁର୍ନାମେଣ୍ଟର ଆୟୋଜକ ଶୁକ୍ରବାର ଘୋଷଣା କରିଛନ୍ତି।…

ଶାଗୁଆନ କାଠ ବୋଝେଇ ଟ୍ରାକ୍ଟର ଜବତ

ପାତ୍ରପୁର,୨୩ା୯(ଡି.ଏନ.ଏ.): ସାମନ୍ତିଆପଲ୍ଲୀ ରେଞ୍ଜ ନାରାୟଣପୁର ଛକ ନିକଟରେ ଶୁକ୍ରବାର ଆନ୍ଧ୍ର ଚାଲାଣ ବେଳେ ଜଙ୍ଗଲ ବିଭାଗ ଶଗୁଆନ କାଠ ବୋଝେଇ ଟ୍ରାକ୍ଟରକୁ ଜବତ କରିବା ସହ ଦୁଇ…

ସାର୍ବଜନୀନ ହେଲା ସମ୍ପତ୍ତି ତାଲିକା: ମୁଖ୍ୟମନ୍ତ୍ରୀଙ୍କ କମିଛି; ୪ ମନ୍ତ୍ରୀଙ୍କ ୪ ଚକିଆ ଯାନ ନାହିଁ

ଭୁବନେଶ୍ୱର,୨୩ା୯(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକାକୁ ସାର୍ବଜନୀନ କରିଛନ୍ତି। ୨୦୨୧ ଡିସେମ୍ବର ସୁଦ୍ଧା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାବର ଓ ଅସ୍ଥାବର…

କଲେଜ ଛାତ୍ରୀଙ୍କ ବ୍ୟାଗ ଲୁଟ ଘଟଣା, ୩ ଗିରଫ

ହିଞ୍ଜିଳିକାଟୁ, ୨୩ା୯(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରିଠାରେ ଗତ ଅଗଷ୍ଟ ୨୫ରେ ଜଣେ କଲେଜ ଛାତ୍ରୀ ସାଇକେଲରେ ଯାଉଥିବା ବେଳେ ବାଇକରେ ୩ଜଣ ଯୁବକ ତାଙ୍କ…

ମିଳିଲାନି ଚାରିକାନ୍ଧ ବାଇକ୍‌ରେ ନେଇ ଶବଦାହ କଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ୍‌/ପଦ୍ମପୁର,୨୩।୯: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମହୁଲପାଲି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଭିମସାର୍‌, ବୁର୍ଲାରୁ ବ୍ୟବଚ୍ଛେଦ ହୋଇ ଏକ ମୃତଦେହ…

ଟି୨୦ ବିଶ୍ୱକପ୍‌ ପରେ ବାଜିବ ଆଇପିଏଲ୍‌ ବିଗୁଲ୍‌

ନୂଆଦିଲ୍ଲୀ,୨୩।୯: ଟି୨୦ ବିଶ୍ୱକପ୍‌ ପରେ ବାଜିପାରେ ଆଇପିଏଲ୍‌ର ଆଗାମୀ ସିଜନର ବିଗୁଲ୍‌। ଡିସେମ୍ବରରେ ଆଇପିଏଲ୍‌-୨୦୨୩ ଲାଗି ଅକ୍ସନ କରାଯାଇପାରେ। ଏହା ଏକ ମିନି ଅକ୍ସନ ହେବାକୁ ଯାଉଥିବା…

ସନ୍ନ୍ୟାସ ନେଇ ଘୋଷଣା କଲେ ଭାରତର କିମ୍ବଦନ୍ତୀ ମହିଳା କ୍ରିକେଟର

ନୂଆଦିଲ୍ଲୀ,୨୩।୯: ଭାରତୀୟ କିମ୍ବଦନ୍ତୀ ମହିଳା ପେସର୍‌ ଝୁଲନ ଗୋସ୍ବାମୀ ଶୁକ୍ରବାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଇ ଘୋଷଣା କରିଛନ୍ତି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଶନିବାର(ସେପ୍ଟେମ୍ବର ୨୪)ରେ…

ଟସ୍‌ ଜିତି ଅଷ୍ଟ୍ରେଲିଆକୁ ବ୍ୟାଟିଂ ନିମନ୍ତ୍ରଣ: ୨ ପରିବର୍ତ୍ତନ ସହ ଓହ୍ଲାଇଛି ଟିମ୍‌ ଇଣ୍ଡିଆ

ନାଗପୁର,୨୩।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଶୁକ୍ରବାର ତିନି ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ଦ୍ୱିତୀୟ ମୁକାବିଲା ଏଠାରେ ଖେଳାଯାଉଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଏହି…